Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୨୦୨୧ ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା ? ପ୍ରସ୍ତୁତି ଆରମ୍ଭ କଲେଣି ସରକାର

ନୂଆଦିଲ୍ଲୀ: କରୋନା ମାହମାରୀକୁ ମାତ ଦେବା ପାଇଁ ସାରା ବିଶ୍ୱ ସଂଗ୍ରାମ ଜାରି ରଖିଛି । ଟିକା ବିକଶିତ ଦିଗରେ ବୈଜ୍ଞାନିକମାନେ ଯୁଦ୍ଧକାଳୀନ ଭିତ୍ତିରେ ଗବେଷଣା ଚଳାଇଛନ୍ତି । କିଛି ଟିକାର ପରୀକ୍ଷଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛି । ଭାରତରେ ୩ଟି ଭିତରୁ ଆସନ୍ତାବର୍ଷ ମାର୍ଚ୍ଚରେ ଅତି କମରେ…

ମନ୍ଦିର ଖୋଲିବା ଦାବିରେ ଶ୍ରୀମନ୍ଦିର ସାମ୍ନାରେ ଧାରଣା, ଆସନ୍ତାକାଲି ଘଣ୍ଟ ବାଡେଇ ପ୍ରତିବାଦ

ପୁରୀ: ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ଦାବିରେ ପୁଣି ଉଠିଲା ସ୍ୱର । ପୁରୀ ଶ୍ରୀମନ୍ଦିର ସାମ୍ନାରେ ଧାରଣାରେ ବସିଲେ ସେବାୟ । ଖୁବ୍‌ଶିଘ୍ର ଶ୍ରୀମନ୍ଦିର ଖୋଲାଯାଉ ବୋଲି ଦାବି କରି ଦାମୋଦର ମହାସୁଆର ସହଯୋଗୀଙ୍କ ସହ ମିଶି ମନ୍ଦିର ସାମ୍ନାରେ ଧାରଣାରେ ବସିଛନ୍ତି । ସେପଟେ କାଲିଠୁ ମନ୍ଦିର…

WHOର ଚାଞ୍ଚଲ୍ୟକର ତଥ୍ୟ, ବିଶ୍ୱର ୧୦% ଜନସଂଖ୍ୟାକୁ କରୋନା

ନୂଆଦିଲ୍ଲୀ: କରୋନାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚାଂଚଲ୍ୟକର ତଥ୍ୟ । ବିଶ୍ୱରେ ପ୍ରାୟ ୧୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ତେଣୁ ସାରା ବିଶ୍ୱରେ କୋଭିଡ-୧୯ ଭୂତାଣୁର ସ୍ଥିତି ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ପ୍ରାୟ ୭୬ କୋଟି ଲୋକ ଏହି ଭୂତାଣୁରେ ସଂକ୍ରମିତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୪୦୯୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୯୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୦୯୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ଛଡ଼ା…

ଭୁବନେଶ୍ୱରରୁ ୩୧୯ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୨୨୭ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କରୋନାରେ କୋଭିଡ ଯୋଦ୍ଧାଙ୍କ ମୃତ୍ୟୁ

କଟକ: କଟକ ମୁନିସିପାଲ କର୍ପୋରେସନ (ସିଏମସି)ର ନୋଡାଲ ଅଫିସର ବିଶ୍ୱନାଥ ଲେଙ୍କାଙ୍କର ସୋମବାର ଦିନ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ମୃତ୍ୟୁ ଘଟିଛି। ଏନେଇ ସିଏମସି କମିଶନର ଅନନ୍ୟା ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ଲେଙ୍କା କୋଭିଡ-୧୯ କଣ୍ଟ୍ରୋଲ୍ ରୁମ୍ ଏବଂ କୋଭିଡ କେୟାର ହୋମର…

ରାଉରକେଲା ପ୍ଲାଜମା ବ୍ୟାଙ୍କରୁ ଦୁଇ ମାସରେ ସର୍ବାଧିକ ୧୦୪ ୟୁନିଟ୍ ପ୍ଲାଜମା ସଂଗ୍ରହ

ରାଉରକେଲା: କରୋନା ଚିକିତ୍ସା କାଳରେ ପ୍ଲାଜମା ଦାନକୁ ନେଇ ଉତ୍ସାହିତ କଲା ଭଳି ଖବର । ଦୁଇ ମାସ ଭିତରେ ରାଉରକେଲା ଆଇଜିଏଚ୍ ପ୍ଲାଜମା ବ୍ୟାଙ୍କରୁ ସଂଗୃହୀତ ହୋଇଛି ୧୦୪ ୟୁନିଟ୍ ପ୍ଲାଜମା । ଯାହାକି ରାଜ୍ୟରେ ସର୍ବାଧିକ । ଗତ ଜୁଲାଇ ୩୦ ତାରିଖରେ ରାଉରକେଲା ଆଇଜିଏଚରେ ରାଜ୍ୟର ତୃତୀୟ ପ୍ଲାଜମା…

ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଭିତରେ ଜୀବନ ଯାଉଛି । ମୃତ୍ୟୁସଂଖ୍ୟା ୯ଶହ ପାର କଲାଣି । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୭ ଜଣଙ୍କର ଜୀବନ ନେଇଛି ମହାମାରୀ । ରାଜ୍ୟରେ ୯୨୪କୁ ବୃଦ୍ଧି ପାଇଛି କରୋନା ମୃତ୍ୟୁସଂଖ୍ୟା । Regret to inform the demise of seventeen…

କରୋନା ଟ୍ରେଣ୍ଡ ହ୍ରାସ: ୨୪ ଘଣ୍ଟାରେ ରାଜ୍ୟରୁ ୨୬୧୭ ନୂଆ ଆକ୍ରାନ୍ତ, ଏସବୁ ଜିଲ୍ଲାରେ କମିଛି

ଭୁବନେଶ୍ୱର: ରାଜ୍ୟରେ ଖସିଛି ଦୈନିକ କରୋନା ଟ୍ରେଣ୍ଡ । ପାଖାପାଖି ମାସେ ପରେ ତିନି ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୨୬୧୭ ପଜିଟିଭ୍ । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୫ ହଜାର ୩୩୦କୁ ବୃଦ୍ଧି ପାଇଛି ।…

ଦେଶରେ ୬୬ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୫୫ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ସୁସ୍ଥ ସଂଖ୍ୟା ଦୈନିକ ବଢି ଚାଲିଛି । ୬୬ ଲକ୍ଷ ପାର କରିଛି ପିଜିଟିଭ କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪ ହଜାର ୪୪୨ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୨୩ ହଜାର ୮୧୬କୁ ବୃଦ୍ଧି ପାଇଛି । ଜୀବନ…