Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜିଠୁ ପୁରୀରୁ ଗଡିବ ଟ୍ରେନ୍‌

ପୁରୀ: ପୁରୀରେ ଆଜିଠୁ ଗଡିବ ଟ୍ରେନ । ୪ଟି ଟ୍ରେନରେ ଯିବା ପାଇଁ ଯାତ୍ରୀମାନେ ବୁକିଂ କରିଛନ୍ତି । ପୁରୀ-ଅହମ୍ମଦାବାଦ, ପୁରୀ-ଦୁର୍ଗ । ପୁରୁଷୋତ୍ତମ ଏକ୍ସପ୍ରେସ, ପୁରୀ-ସିଆଲଦା ଟ୍ରେନ ଚାଲିବ । ତେବେ କୋଭିଡ କଟକଣା ଭିତରେ ଏହି ଟ୍ରେନ ଚାଲିବ । ଟ୍ରେନ୍‌ ଚଳାଚଳ ନେଇ ଷ୍ଟେସନରେ ବ୍ୟାପକ…

ସେପ୍ଟେମ୍ବରରେ ମହାମାରୀର ଭୟଙ୍କର ରୂପ: ଦେଶରେ ୪୧% ନୂଆ କେସ୍, ୩୪% ମୃତ୍ୟୁ

ନୂଆଦିଲ୍ଲୀ: ସେପ୍ଟେମ୍ବର ମାସରେ ଦେଶରେ କରୋନା ଆଣିଛି ସୁନାମୀ । ଭୟଙ୍କର ରୂପ ଦେଖାଇଛି । ରେକର୍ଡ ସ୍ତର ଛୁଇଁଛି ମହାମାରୀ । ଦେଶରେ କରୋନା ମୃତ୍ୟୁସଂଖ୍ୟା ୯୮ ହଜାର ଡେଇଁଛି । ଏଥିରୁ କେବଳ ୩୩ ହଜାର ୨୫୫ ଆକ୍ରାନ୍ତ ସେପ୍ଟେମ୍ବରରେ ପ୍ରାଣ ହରାଇଛନ୍ତି । ଯାହାକି ମୋଟ୍ ମୃତ୍ୟୁସଂଖ୍ୟାର ୩୩%…

ଦିନକରେ ଦେଶରୁ ୮୬ ହଜାର ନୂଆ କରୋନା ଆକ୍ରାନ୍ତ, ୧୧୮୧ ମୃତ

ନୂଆଦିଲ୍ଲୀ: ଦେଶରେ ୬୩ ଲକ୍ଷ ଟପିଛି କରୋନା କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୬ ହଜାର ୮୨୧ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୩ଲକ୍ଷ ୧୨ ହଜାର ୫୮୫କୁ ବୃଦ୍ଧି ପାଇଛି । ଦେଶରେ ଲକ୍ଷେ ମୁହାଁ କରୋନା ମୃତ୍ୟୁସଂଖ୍ୟା । ଆଉ ଦିନେ…

କରୋନା କଟକଣା: ଅପରାହ୍ଣ ୨ଟା ପରେ ଏହି ଅଂଚଳର ସମସ୍ତ ଦୋକାନ ବଜାର ବନ୍ଦ

କେନ୍ଦ୍ରାପଡା: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମଣ । ଦିନକୁ ଦିନ ଅଣାୟତ୍ତ ହେଉଛି । କେନ୍ଦ୍ରାକଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ମଧ୍ୟ ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ ବଜାର ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଆଜିଠାରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୧୯

ଭୁବନେଶ୍ୱର: କୋଭିଡ-୧୯ରୁ ବୁଧବାର ଦିନ ୪୨୧୯ ରୋଗୀ ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଉଦ୍ଧାର ହୋଇଥିବା ରୋଗୀମାନଙ୍କ ମଧ୍ୟରୁ ୬୨୮ ଜଣ ଖୋର୍ଦ୍ଧା, ୪୯୪ କଟକରୁ, ୨୬୪ ପୁରୀରୁ, ୨୩୨ ଝାରସୁଗୁଡାରୁ, ୨୦୯ ଅନୁଗୁଳରୁ, ୧୬୩ ଜଗତସିଂହପୁରରୁ, ୧୬୧ କେନ୍ଦ୍ରାପଡାରୁ , ମୟୂରଭଞ୍ଜରୁ…

ମାସ୍କ ଦୁର୍ନୀତି: ସ୍ୱାସ୍ଥ୍ୟ ମନ୍ତ୍ରୀ କହିଲେ, ଦୋଷୀଙ୍କୁ ଦଣ୍ଡ ଦେବେ ସରକାର

ଭୁବନେଶ୍ୱର: କରୋନା କାଳରେ ମାସ୍କ ଦୁର୍ନୀତି ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କୋଭିଡ କିଟ୍ କିଣାରେ ଆସିଥିବା ଦୁର୍ନୀତି ଅଭିଯୋଗ ଲୋକାୟୁକ୍ତଙ୍କ ପାଖରେ ବିଚାରଧୀନ ଅଛି । ତଦନ୍ତ ପରେ ଯିଏ ଦୋଷୀ ସାବ୍ୟସ୍ତ ହେବ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

୨୪ ଘଣ୍ଟାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟ ଦିନକୁ ବିଗୁଡୁଛି କରୋନା ସ୍ଥିତି । ପ୍ରତିଦିନ ଗଡୁଛି ମୁଣ୍ଡ । ଆଜି ପୁଣି ଆଉ ୧୪ ଜଣଙ୍କ କରୋନାରେ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଆଜି କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ବାଲେଶ୍ୱର,…

ଖୋର୍ଦ୍ଧା ଓ କଟକରେ ପୁଣି ବଢ଼ିଲା: ଦିନକରେ ରାଜ୍ୟରୁ ୩୪୪୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୪୮ ଘଣ୍ଟା ପରେ ପୁଣି ଥରେ ବଢ଼ିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ ହଜାର ୪୪୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨ହଜାର ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪ ଶହ ୨୬ । ୨୮ ତାରିଖରେ ୩୦୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

କରୋନା ମୁକାବିଲା ପାଇଁ ଓଡ଼ିଶାକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ । କରୋନା ସଂଟକ ପୂର୍ବରୁ ପ୍ରତିକାତ୍ମକ ପଦକ୍ଷେପ ନେଉଥିଲେ ରାଜ୍ୟ ସରକାର । ଏଥିପାଇଁ ଓଡ଼ିଶା ସରକାରଙ୍କୁ ତାରିଫ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏହାପରେ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ…

ପୁଣି ବଢ଼ିଲା: ୨୪ ଘଣ୍ଟାରେ ଦେଶରେ ୮୦ ହଜାର କରୋନା ଆକ୍ରାନ୍ତ, ୧୧୭୯ ମୃତ

ନୂଆଦିଲ୍ଲୀ: ଦେଶରେ ୬୨ ଲକ୍ଷ ପାର କରିଛି କରୋନା କେସ୍ । ଦୁଇ ଦିନ କମିବା ପରେ ଆଜି ପୁଣି ଥରେ ଦେଶରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୮୦ ହଜାର ୪୭୨ ଜଣ । ଏହାକୁ ମିଶାଇ ଦେଶରେ କରୋନା କେସ୍ ୬୨ ଲକ୍ଷ ୨୫ ହଜାର ୭୬୪କୁ ବୃଦ୍ଧି…