Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୫୭ ଲକ୍ଷ ଟପିଲା ଦେଶରେ କରୋନା କେସ, ଲକ୍ଷେ ମୁହାଁ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଲକ୍ଷେ ମୁହାଁ ଦେଶରେ କରୋନା ମୃତ୍ୟୁସଂଖ୍ୟା । ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ ଲକ୍ଷ ପାର କରିଛି । ସଂକ୍ରମିତ ହେଲେଣି ମୋଟ୍ ୫୭…

ଭଲ ଖବର: ଚିହ୍ନଟ ହେଉଛନ୍ତି କମ୍ କରୋନା ଆକ୍ରାନ୍ତ, ସୁସ୍ଥ ଅଧିକ

ନୂଆଦିଲ୍ଲୀ: କରୋନା ଦେଶରେ କାୟା ବିସ୍ତାର କରିଛି । ଏବେ ପାଖାପାଖି ଲକ୍ଷେ ଲୋକ ସଂକ୍ରମିତ ହେଉଛନ୍ତି । କିନ୍ତୁ ଆଶ୍ୱସ୍ତିକର ଖବର ହେଉଛି ଏଣିକି ପ୍ରତିଦିନ ପଜିଟିଭ୍ କମ୍ ବାହାରୁଛନ୍ତି ଓ ଅଧିକ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଗତ ପାଞ୍ଚ ଦିନରେ ଦେଶରେ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ଅଧିକ ଲୋକ ଆରୋଗ୍ୟ ଲାଭ ବି କରୁଛନ୍ତି । ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪ ହଜାର ୫୨ କରୋନା ଆକ୍ରାନ୍ତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୨୮ ଜିଲ୍ଲାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୬ ଜିଲ୍ଲାରୁ…

ଅକ୍ଟୋବର ୧୫ ତାରିଖରେ ଦ୍ୱିତୀୟ କରୋନା ଟିକାର ପଞ୍ଜିକରଣ କରିବ ରୁଷିଆ

ମସ୍କୋ: କରୋନା କାଳରେ ପୁଣି ସାରା ବିଶ୍ୱକୁ ଖୁସି କରିବା ଭଳି ଖବର ଦେଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ଖୁବଶୀଘ୍ର ରୁଷିଆ ଦ୍ୱିତୀୟ କରୋନା ଟିକାର ପଞ୍ଜିକରଣ ଆରମ୍ଭ କରିବ । ଆଜି ଏନେଇ ନିଜେ ପୁଟିନ୍ ସୂଚନା ଦେଇଛନ୍ତି । ଦ୍ୱିତୀୟ ଭ୍ୟାକସିନକୁ ବିକଶିତ କରିଛନ୍ତି ଭେକ୍ଟର…

ଆରମ୍ଭ ହେବ କୋଭିଡ ସପ୍ତାହ, ହାରିବ କରୋନା!!

ବ୍ରହ୍ମପୁର: ଆସନ୍ତା ସେପ୍ଟେମ୍ବର ୨୪ ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ କୋଭିଡ ସପ୍ତାହ ପାଳନ କରିବାକୁ ନିଷ୍ପତ୍ତି ନେଇଛି ଗଞ୍ଜାମ ପ୍ରଶାସନ । ସପ୍ତାହବ୍ୟାପୀ ଏକ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ ହେବ । କଲେକ୍ଟର ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ମେସେଜ୍ ମାଧ୍ୟମରେ ମଧ୍ୟ ପ୍ରଶାସନକୁ…

୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଲା ସର୍ବାଧିକ ୧୫ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

୩୦ ଜିଲ୍ଲାରୁ ଆଜି ପୁଣି ୪୨୩୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ବଢ଼ି ଚାଲିଛି କରୋନା ମହାମାରୀ । ଗତ ୨୪ ଘଂଟା ମଧ୍ୟରେ ଆଜି ପୁଣି ରେକର୍ଡ ସଂଖ୍ୟକ ନୂଆ ୪୨୩୭ଟି କରୋନା ମାମଲା ଚିହ୍ନଟ ହୋଇଛି । ଏଥିରେ ୧୭୫୨ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୪୮୫ଟି କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ମାମଲା ମଧ୍ୟରୁ…

ଦେଶରେ ୫୬ ଲକ୍ଷ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାକୁ ଲାଗୁନି ଲଗାମ । ପୁଣି ଗତ ୨୪ ଘଂଟା ଭିତରେ ୮୩,୩୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଂଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହା ସହ…

ଆଜି ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ କିଛି ଦିନ ହେବ ପ୍ରତିଦିନ ୯୦ ହଜାରୁର ଏକ ଲକ୍ଷ ପର୍ଯ୍ୟନ୍ତ ନୂଆ ମାମଲା ଆସଛି । ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ । ଆଜି ମୋଦୀ ମହାମାରୀ କରୋନା ଦ୍ୱାରା…

ମୃତକଙ୍କ ହେବନି କରୋନା ପରୀକ୍ଷା

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ହେବନି କୋଭିଡ ଟେଷ୍ଟ । ମୃତକଙ୍କ କରୋନା ପରୀକ୍ଷା ନକରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଅଯଥାରେ ମୃତଦେହ ହସ୍ତାନ୍ତରରେ ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ । ଏଥିସହ ଯେଉଁ ସରକାରୀ…