Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଦେଶରେ ୫୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ଟପିଲା । ଗତ ୨୪ ଘଂଟାରେ ସାରା ଦେଶରେ ୭୫ ହଜାର ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ , ଦେଶରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୪କୁ ବୃଦ୍ଧି ହୋଇଛି । ଏହା ମଧ୍ୟରେ ୯ ଲକ୍ଷ ୭୫ ହଜାର ୮୬୧ ଆକ୍ଟିଭ୍ ମାମଲା…

ସଦ୍‌ଗୁରୁ ଅଗ୍ନିକାଣ୍ଡ ପରେ ସତର୍କ ହେଲେ ସରକାର, କୋଭିଡ ହସ୍ପିଟାଲରେ ଚାଲିଛି ମକଡ୍ରିଲ

ଭୁବନେଶ୍ୱର: କଟକ ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ସତର୍କ ହେଲେ ସରକାର । ଟ୍ୱିନସିଟି କୋଭିହ ହସ୍ପିଟାଲରେ ଆରମ୍ଭ ହେଲା ଯାଂଚ । କୌଣସି ପ୍ରକାରର ଦୁର୍ଘଟଣା ଏଡାଇବାକୁ ଦ୍ୱୈତନଗରୀର ସମସ୍ତ କୋଭିଡ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାର ଯାଂଚ ଚାଲିଛି । ପ୍ରଥମ…

ଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟର

ଭୁବନେଶ୍ୱର: କରୋନା କଟକଣା ଭିତରେ ଆଜିଠାରୁ ଆରମ୍ଭ ହେଉଛି ପରୀକ୍ଷା । ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଜିଠାରୁ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ…

‘ଏସ ସି ବି’ ଠାରେ ନୂତନ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ କରାଯିବ ନେଇ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ…

କଟକ: ଏସ ସି ବି ନୁତନ ଭେଷଜ କୋଠାରେ କୋଭିଡ ହସ୍ପିଟାଲ କୁ ତୁରନ୍ତ କାର୍ଯ୍ୟକ୍ଷମ କରାଯିବା ସହିତ ଆବଶ୍ୟକ କାର୍ଯ୍ୟ ଯଥାଶୀଘ୍ର ଶେଷ କରିବା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଶ୍ରୀ ଅନିଲ କୁମାର ସାମଲଙ୍କ ଅଧକ୍ଷତାରେ ଏକ ଜରୁରୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଉଭୟ ଜିଲ୍ଲାପାଳ ଶ୍ରୀ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୭୦୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୭୦୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଖୋର୍ଦ୍ଧାରୁ ୭୯୬, କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାରୁ ୧୪୭, ବଲାଙ୍ଗୀରରୁ ୧୩୬,…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୩୦୬ ପଜିଟିଭ; ୫୦୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

‘ତବଲିଗି ଜମାତ’ର କାର୍ଯ୍ୟକ୍ରମ ପାଇଁ ଅଧିକ ଲୋକଙ୍କୁ ବ୍ୟାପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି । ଏପରିକି ତବଲିଗି ଜମାତର କାର୍ଯ୍ୟକ୍ରମ ପାଇଁ ଅଧିକ ବ୍ୟାପକ ହୋଇଛି କରୋନା ସଂକ୍ରମଣ । ସୋମବାର ଦିନ ସଂସଦରେ କିଛି ଏଭଳି ଉତ୍ତର ରଖିଛନ୍ତି ସରକାର । ଶିବସେନା ସାଂସଦ ଅନିଲ ଦେଶାଇ ସଂସଦରେ ଏକ ପ୍ରଶ୍ନ କରିଥିଲେ ।…

ଦେଶରେ ବଢୁଛି ସୁସ୍ଥତା ହାର

ନୂଆଦିଲ୍ଲୀ : କ୍ରମାଗତ ତୃତୀୟ ଦିନ ପାଇଁ ଦେଶରେ ୯୦ହଜାରୁ ଅଧିକ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।କରୋନା ଆରୋଗ୍ୟ ହାରରେ ଭାରତ ୮୦ % ପାର୍ କରିଛି । କ୍ରମାଗତ ଭାବରେ ଭାରତରେ ଆରୋଗ୍ୟଙ୍କ ହାର ବଢ଼ିବାରେ ଲାଗିଛି। ଲଗାତାର ତୃତୀୟ ଦିନ ପାଇଁ ଭାରତରେ ୯୦, ୦୦୦ ରୁ ଅଧିକ ଆରୋଗ୍ୟ ଚିହ୍ନଟ…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

ଆଖି ବୁଜିଲେ ଆଉ ୯ ସଂକ୍ରମିତ, ୭୧୦ରେ ପହଂଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…