Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରେ ଆଉ ୪୩୩୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୩୩୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୯ ହଜାର ୮୮୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଦେଶରେ ୫୪ ଲକ୍ଷ ଟପିଲା କରୋନା ମାମଲା; ୮୬ ହଜାର ପାର୍ ହେଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାର ପାଖାପାଖି…

ରାଜ୍ୟରେ ୨୪ ଘଣ୍ଟାରେ ପରୀକ୍ଷଣ ହୋଇଛି ୫୧ ହଜାରରୁ ଉର୍ଦ୍ଧ୍ବ ନମୁନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୧୫୪ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୦୩୧ ଜଣଙ୍କର ଆଣ୍ଟିଜେନ, ୭୯୬୦ ଟି ଆରଟିପିସିଆର୍ ଓ ୧୬୩ ଟି ଟ୍ରୁନଟ୍‌ ପରୀକ୍ଷା…

ଆଗାମୀ ସପ୍ତାହରୁ କୋଭିଡ ଟିକାର ଚୂଡାନ୍ତ ପରୀକ୍ଷଣ ପର୍ଯ୍ୟାୟ ଆରମ୍ଭ କରିବ ସେରମ୍ ଇନଷ୍ଟିଚୁଟ୍‌

ପୁଣେ: ଦେଶରେ ବଢୁଥିବା କୋଭିଡ୍ ସଂକ୍ରମଣ ପରୀପ୍ରେକ୍ଷୀରେ ପୁଣେରୁ ଆସିଛି ଏକ ଭଲ ଖବର । କିଛି ଦିନ ପାଇଁ ସ୍ଥଗିତ ରହିଥିବା ଅକ୍ସଫୋର୍ଡ ଆଷ୍ଟ୍ରାଜେନେକା କୋଭିଡ ଟିକାର ତୃତୀୟ ତଥା ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷଣ ଆସନ୍ତା ସପ୍ତାହରୁ ପୁଣେର ଶାସୋନ ଜେନେରାଲ ହସ୍ପିଟାଲରେ ଆରମ୍ଭ ହେବ ବୋଲି…

‘କରୋନାରୁ ସୁସ୍ଥ ପରେ ବି ଆକ୍ରାନ୍ତ ହେବା ଆଶଙ୍କା ଅଧିକ’

ଭୁବନେଶ୍ୱର: କରୋନା ସହ ଲଢ଼ୁଛି ସାରା ଦେଶ । ତଥାପି ମହାମାରୀର ପ୍ରକୋପ କମୁନି । ତେବେ ସାରା ଦେଶରେ କରୋନା ଆକ୍ରାନ୍ତଠାରୁ ସୁସ୍ଥ ସଂଖ୍ୟା ଅଧିକ ବୋଲି ରିପୋର୍ଟ କହୁଛି । କିନ୍ତୁ କରୋନା ସୁସ୍ଥ ହେଲା ପରେ ବି ଆମକୁ ସଜାଗ ରହିବାକୁ ହେବ । ସୁସ୍ଥ ପରେ ବି ଆକ୍ରାନ୍ତ ଆଶଙ୍କା ଅଧିକ ରହିଛି ।…

ବହୁ ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ମନା

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । କରୋନା ଲକ୍ଷଣ ଦେଖାଦେଲେ କଣ କରିବେ ଓ ଘରେ ରହି ନିଜେ ନିଜେର କିପରି ଚିକିତ୍ସା କରିବେ ସେନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ବହୁରୋଗରେ ପୀଡ଼ିତ ଥିଲେ କରୋନା ପଜିଟିଭ ବ୍ୟକ୍ତି ହୋମ୍ ଆଇସୋଲେସନରେ ରହିପାରିବେ…

ଭୁବନେଶ୍ୱରରୁ ଆଜି ପୁଣି ବାହାରିଲେ ୩୪୨ ପଜିଟିଭ

ଭୁବନେଶ୍ୱର: ବେଲଗାମ ହେଲାଣି କରୋନା । ଦିନକୁ ଦିନ କରୋନା ମିଟର କଂଟା ଉପରମୁହାଁ ହେଉଛି । ରାଜଧାନୀ ଭୁବନେଶ୍ୱରେ ହୁ ହୁ ହୋଇ ବଢ଼ୁଛି ସଂକ୍ରମଣ । ଆଜି ପୁଣି ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୪ ଜଣ…

ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୨, ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଜପତିରୁ ୧, ପୁରୀରୁ ୧,…

ଓଡିଶାରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୪୨୦୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଦେଶରେ ୫୩ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୫୩,୦୮,୦୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…