Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ମୋଦୀଙ୍କ ମନ୍ତ୍ର: ଔଷଧ ନଆସିବା ଯାଏଁ, ଅବହେଳା କରିବାନି

ନୂଆଦିଲ୍ଲୀ: ମହାମାରୀ କରୋନା ନିୟନ୍ତ୍ରଣ ପାଇଁ ମୋଦୀଙ୍କ ମନ୍ତ୍ର । ଆଉ ଆଜି ବି ସମାନ କଥା ଦୋହରାଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ଔଷଧ ନଆସିବା ଯାଏଁ ଅବହେଳା କରିବା ନାହିଁ । କରୋନାରୁ ବଂଚିବାକୁ ହେଲେ ଆମକୁ ୬ ଫୁଟର ଦୂରତା ଓ ସଫା ସ୍ୱଚ୍ଛତା ବଜାୟ ରଖିବା । ଆମ ବୈଜ୍ଞାନିକମାନେ…

କରୋନା ଟିକା ଉତ୍ପାଦନରେ ଭାରତର ସହଯୋଗ ଲୋଡା: ବିଲ୍ ଗେଟ୍ସ

ନୂଆଦିଲ୍ଲୀ: କରୋନା ଭ୍ୟାକସିନ୍ ତିଆରି ନେଇ ଭାରତ ଉପରେ ଆଶା ରଖିଛନ୍ତି ଦୁନିଆର ଅନ୍ୟତମ ଧନୀ ବ୍ୟକ୍ତି ବିଲ୍ ଗେଟ୍ସ୍ । ଆସନ୍ତା ବର୍ଷ ତ୍ରୈମାସିକ ବେଳକୁ ଅନେକ କରୋନା ଟିକା ଅନ୍ତିମ ପର୍ଯ୍ୟାୟରେ ଥିବ ବୋଲି ସେ କହିଛନ୍ତି । ଗଣମାଧ୍ୟମ ରିପୋର୍ଟ ମୁତାବକ, ଭ୍ୟାକସିନ୍ ଉତ୍ପାଦନରେ ସାରା…

ହଜିଗଲା ମାନବିକତା: ମିଳିଲାନି ଚିକିତ୍ସା, ମେଡିକାଲ ଆଗରେ ଚାଲିଗଲା ଜୀବନ

ଢ଼େଙ୍କାନାଳ: କୋଭିଡ ରୋଗୀଙ୍କୁ ମିଳିଲାନି ଚିକିତ୍ସା । ମେଡିକାଲ ଆଗରେ ଚାଲିଗଲା ଜୀବନ । ଏଭଳି ହୃଦୟ ବିଦାରକ ଦୃଶ୍ୟ ଏବେ ଭାଇରାଲ ହେଉଛି । ଘଟଣାଟି ଘଟିଛି ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନା ସାମ୍ନାରେ । ଜଣେ ବ୍ୟକ୍ତି  ମୁଖ୍ୟ ଡାକ୍ତରଖାନା ସାମ୍ନାରେ ପଡିରହିଛନ୍ତି  ଓ ଅନ୍ୟ ଜଣେ ମହିଳା …

କଟକ ଦୁର୍ଗାପୂଜା ବିବାଦ ପ୍ରସଙ୍ଗ, ପୂଜା କମିଟି ସହ କଥା ହେବେ ଡିସିପି

କଟକ: ଦଶହରା ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ଆଜି ସନ୍ଧ୍ୟାରେ କଟକ ଡିସିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏଥିରେ ମୂର୍ତ୍ତିର ଉଚ୍ଚତା ନେଇ ପୂଜା କମିଟି ସହ ଡିସିପି ଆଲୋଚନା କରିବେ । ଏନେଇ କମିଶନରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଜି ବୈଠକରେ ନିଷ୍କର୍ସ ଜାଣିଲା ପରେ…

ନଭେମ୍ବର ସୁଦ୍ଧା ସର୍ବସାଧାରଣଙ୍କୁ ମିଳିବ ଚୀନର କରୋନା ଟିକା!

ବେଜିଂ: ଆସନ୍ତା ନଭେମ୍ବର ସୁଦ୍ଧା ଚୀନ ଦ୍ୱାରା ପ୍ରସ୍ତୁତ କରୋନା ଟିକା ସର୍ବସାଧାରଣ ଲାଗି ଉପଲବ୍ଧ ହେବ ବୋଲି ସରକାର ଦାବି କରିଛନ୍ତି । ଏସମ୍ପର୍କରେ ଚାଇନିଜ୍ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ୍ ଆଣ୍ଡ ପ୍ରିଭେସନ୍ (ସିଡିସି)ର ମୁଖ୍ୟ ଗୁଜେନ୍ ୟୁ କହିଛନ୍ତି ଯେ ଏବେ ସୁଦ୍ଧା ଚୀନରେ ୪ଟି…

ଓଡିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ଭୁବନେଶ୍ୱର: ଓଡିଆ ଅଭିନେତା ତଥା ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନ୍ ସେକ୍ରେଟାରୀ ଶ୍ରୀତମ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏସମ୍ପର୍କରେ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସେ କୌଣସି ସୁଟିଂ କିମ୍ବା ସାମାଜିକ ସମାବେଶରେ ଯୋଗ ଦେବେନି ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।…

ଓଡିଶାରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି

ଭୁବନେଶ୍ୱର: ଓଡିଶାରେ ଆଉ ୮ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ବିଭାଗ ଅନୁଯାୟୀ ବୌଦ୍ଧରୁ ୧, କଟକରୁ ୩, କନ୍ଧମାଳରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧ ଓ ସୁବର୍ଣ୍ଣପୁରରୁ ଜଣଙ୍କର ମୃତ୍ୟୁ ଘଟିଛି। -ବୌଦ୍ଧରୁ ଜଣେ ୬୫ ବର୍ଷ ବୟସ୍କ…

ଓଡିଶାରେ ଆଉ ୩୬୪୫ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୬୪୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୫୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଦେଶରେ ୫୦ ଲକ୍ଷ ପାଖାପାଖି ପହଞ୍ଚିଲା କରୋନା ମାମଲା; ୮୦ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ଗତକାଲି ୪ ହଜାରରୁ ଉର୍ଦ୍ଧ୍ବ…

ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୪୩,୯୪୦ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୩୪,୭୦୦ ଜଣଙ୍କର ଆଣ୍ଟିଜେନ, ୭୧୨୩ ଟି ଆରଟିପିସିଆର୍ ଓ ୧୧୭ ଟି ଟ୍ରୁନଟ୍‌ ପରୀକ୍ଷା…