Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, କଟକରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୧,…

ଓଡିଶାରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୭୭୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଭାରତରେ ୪୬ ଲକ୍ଷ ପାର୍ କରୋନା ସଂକ୍ରମଣ; ଦିନକରେ ୯୭ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୪୬,୫୯,୯୮୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ଦିନକରେ ୫୦ ହଜାରରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦ ହଜାର ୯୭୯ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୧୩ ଜଣଙ୍କର ଆଣ୍ଟିଜେନ, ୭୬୦୬ଟି ଆରଟି-ପିସିଆର୍ ଓ ୧୬୦ ଟି ଟ୍ରୁନଟ୍…

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶ୍ରୀ ସ୍ବାଇଁ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ସେ କରୋନା ପଜିଟିଭ ଚିହ୍ନଟ ପରେ ଡାକ୍ତରଙ୍କ ପରାମର୍ଶରେ ହୋମ୍ ଆଇସୋଲେସନ୍ ରହିଛନ୍ତି। ନିକଟରେ ତାଙ୍କ…

ଭୁବନେଶ୍ୱରରେ ୧୫ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୩୦୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା…

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୬୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୬୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୪୬୦୧ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ, କଟକ ୪୨୫, ସୁନ୍ଦରଗଡ଼ ୨୬୭,…

ଭଲ ଖବର: ଗଞ୍ଜାମରେ ସୁସ୍ଥ ହେଲେଣି ୯୫% କରୋନା ଆକ୍ରାନ୍ତ

ଗଞ୍ଜାମ: କରୋନାର ଦିନେ ରେଡହଟ୍ ଜିଲ୍ଲା ଥିବା ଗଞ୍ଜାମ ଏବେ ମହାମାରୀକୁ ନିୟନ୍ତ୍ରଣକୁ ଆଣୁଛି । ଧୀରେ ଧୀରେ ସଂକ୍ରମଣ କମିବାରେ ଲାଗିଛି । କମ୍ ଆକ୍ରାନ୍ତ ହସ୍ପିଟାଲ ଯାଉଛନ୍ତି । ବେଶୀ ଡିସଚାର୍ଜ ହେଉଛନ୍ତି । ଦିନେ ଆକ୍ଟିଭ୍ କେସରେ ରାଜ୍ୟରେ ଏକ ନମ୍ୱର ଜିଲ୍ଲା ଥିବା ଗଞ୍ଜାମ ୨୦ଟି ସ୍ଥାନ…

ବାଲେଶ୍ବରରେ ହେବ ଆଉ ଗୋଟିଏ କୋଭିଡ ହସ୍ପିଟାଲ

ବାଲେଶ୍ବର: କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଏକ ଉତ୍ସର୍ଗୀକୃତ କୋଭିଡ ହସ୍ପିଟାଲ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଠାରେ କୋଭିଡ ପରିଚାଳନାର ସମୀକ୍ଷା କରିବା ପରେ ମୁଖ୍ୟ ସଚିବ ଅସିତ କୁମାର ତ୍ରିପାଠୀ ଶୁକ୍ରବାର ଦିନ ସୂଚନା ଦେଇ କହିଛନ୍ତି ଯେ ନୂଆ…

ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ଅକ୍ଟୋବରରେ ଖୋଲିପାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନ । ଏ ନେଇ ଆଜି ନିର୍ଦ୍ଦେଶକ ଶଶୀ ପଲ୍ ସୂଚନା ଦେଇଛନ୍ତି । କୋଭିଡ ନିୟମ ଭିତରେ ଏହାକୁ ଖୋଲିବା ନେଇ ନିଷ୍ପତ୍ତି ହୋଇଥିବା ବେଳେ ନିର୍ଦ୍ଦିଷ୍ଟ କେଉଣ ଦିନରେ ଖୋଲିବ, ଏକ ସଙ୍ଗରେ କେତେ ପର୍ଯ୍ୟଟକ ଭିତରକୁ ଯାଇପାରିବେ ସେ ନେଇ…