Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର: କେନ୍ଦୁଝରର ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସୂଚନା ଦେଇଛନ୍ତି ବିଧାୟକ । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏଯାଏ ୧୯ ବିଧାୟକ ଓ ୩ ସାଂସଦ କୋରୋନା…

ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ ପଜିଟିଭ, ମୋଟ ସଂଖ୍ୟା ୧୨ ହଜାର ପାର୍

ଭୁବନେଶ୍ୱର: ଭୁବନେଶ୍ୱରେ ବଢ଼ୁଛି କରୋନା ସଂକ୍ରମଣ । ସବୁଠାରୁ ଚିନ୍ତା ଜନକ ରହିଛି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଶହେରୁ ୨ଶହ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହେଉଛି । ଆଜି ପୁଣି ରାଜଧାନୀରୁ ୧୬୭ ସ୍ଥାନୀୟ ସଂକ୍ରମିତଙ୍କ ସମେତ ୪୦୯ ନୂଆ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ସେପ୍ଟେମ୍ବର ୧୨ରୁ ଗଡିବ ଆଉ ୮୦ ପାସେଞ୍ଜର ଟ୍ରେନ୍‌

ନୂଆଦିଲ୍ଲୀ: ସେପ୍ଟେମ୍ବର ୧୨ରୁ ଗଡିବ ଆଉ ନୂଆ ୮୦ଟି ସ୍ୱତନ୍ତ୍ର ଟ୍ରେନ୍ । ଏନେଇ ରେଳ ବିଭାଗ ଶନିବାର ନିଷ୍ପତ୍ତି ନେଇଛି । ସେପ୍ଟେମ୍ବର ୧୨ରେ ଏହି ୮୦ ସ୍ବତନ୍ତ୍ର ଟ୍ରେନ୍ ଗଡ଼ିବାକୁ ଥିବା ବେଳେ ଏଥିପାଇଁ ଯାତ୍ରୀ ୧୦ ତାରିଖରୁ ବୁକିଂ ଆରମ୍ଭ କରିପାରିବେ। କିନ୍ତୁ ପୂର୍ବରୁ ଚାଲୁଥିବା ୨୩୦…

କୋଭିଡ ଟେଷ୍ଟକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ନୂଆ ଆଡଭାଇଜରି ଜାରି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି ମାରାତ୍ମକ ଭାଇରସ କରୋନା । ପ୍ରତିଦିନ ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି କୋଭିଡ ଟେଷ୍ଟ ସଂଖ୍ୟା ମଧ୍ୟ ବଢ଼ଛି । ତେବେ କରୋନା ଟେଷ୍ଟକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଆସିଛି ନୂଆ ଆଡଭାଇଜରି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏଥିରେ ନୂଆ…

ବୁର୍ଲାରେ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ

ସମ୍ବଲପୁର: ବୁର୍ଲା ହସ୍ପିଟାଲରେ ତିଆରି ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ । କରୋନା ରୋଗୀଙ୍କ ପାଇଁ ୧୫ଟି ଆଇସିୟୁର ବ୍ୟବସ୍ଥା ହେବ । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇଥିଲେ । ସେଠାରେ ପହଞ୍ଚି ବୁର୍ଲା ମେଡ଼ିକାଲରେ କୋଭିଡ଼ ପରିଚାଳନା ନେଇ ଏକ…

୧୩ ବର୍ଷୀୟ ବାଳକ ସମେତ ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୭ ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଞ୍ଜାମରୁ ୧, ଖୋର୍ଦ୍ଧାରୁ ୧,…

ଆଜି ରାଜ୍ୟରେ ୩୫୪୩ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଓ ମୟୂରଭଞ୍ଜରେ ବେକାବୁ

ଭୁବନେଶ୍ୱର: ଖୋର୍ଦ୍ଧା ପରେ ମୟୂରଭଞ୍ଜ କୋରନାର ନୂଆ ହଟସ୍ପଟ୍ । ଖୋର୍ଦ୍ଧାରେ କରୋନା ବ୍ରେକ ଫେଲ୍ । ମୟୂରଭଞ୍ଜରେ ମାଡୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ ହଜାର ୫୪୩ ନୂଆ କରୋନା ଆକ୍ରାନ୍ତ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨ ହଜାର ୧୬୧ ଓ ଲୋକାଲ୍…

ୟାରିୟାଁ ଆକ୍ଟର ହିମାଂଶ କୋହଲି କରୋନା ପଜିଟିଭ

ମୁମ୍ବାଇ: ୟାରିୟାଁ ଆକ୍ଟର ହିମାଂଶ କୋହଲି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାଛଡା ଅଗଷ୍ଟ ୨୯ରେ ଅଭିନେତାଙ୍କ ବାପା ଓ ଭାଇ ମଧ୍ୟ କୋଭିଡ-୧୯ ସଂକ୍ରମିତ ହୋଇଥିବା ଜଣାପଡିଥିଲା । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ।…

ଦେଶରେ ୪୦ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ୬୯ ହଜାର ପାର୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି । ୪୦ ଲକ୍ଷ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗନି । ୬୯ ହଜାରରୁ ଅଧିକ ଜୀବନ ନେଲାଣି ମହାମାରୀ । ଗତ ୨୪ ଘଣ୍ଟାରେ ଦେଶରୁ ୮୬ ହଜାର ୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ…