Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ପୁଣି ଭୁବନେଶ୍ୱରରେ ୫୮୦ ପଜିଟିଭ, ୩୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦିନ ଉପର ମୁହାଁ ହେଉଛି କରୋନା ମିଟର । ଆଜି ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ବାହାରିଛନ୍ତି । ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ୫୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ କେନ୍ଦ୍ରରୁ ୨୨୧ ଓ ଲୋକାଲ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୭୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୨୭୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୩୨୭୮ ଜଣଙ୍କ ମଧ୍ୟରୁ ୫୧୧ ଜଣ ଖୋର୍ଦ୍ଧା, ୩୬୮ ଜଣ ଗଞ୍ଜାମରୁ, ୨୩୦ ଜଣ କଟକରୁ, ୧୯୫ ଜଣ ଯାଜପୁରରୁ,…

ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡର ବ୍ୟବହାର ପାଇଁ ଡବ୍ଲ୍ୟୁଏଚଓର ସୁପାରିଶ

ଲଣ୍ଡନ: ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡ୍ ଚିକିତ୍ସା ଫଳରେ ମୃତ୍ୟୁ ଆଶଙ୍କା ୨୦% କମ୍ ରହୁଥିବା ନେଇ ଅନେକ ଅଧ୍ୟୟନରୁ ଜଣାପଡିଛି । ଯାହା ଫଳରେ ଗୁରୁତର କରୋନା ରୋଗୀଙ୍କୁ ଷ୍ଟେରୋଏଡ୍ ଦେବା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ସୁପାରିଶ କରାଯାଇଛି । ବିଶ୍ୱ…

RTO ଦେବେ ଅନ୍ତଃରାଜ୍ୟ ବସ୍ ପର୍‌ମିଟ୍‌

ଭୁବନେଶ୍ୱର: ଏଣିକି ଆର୍‌ଟିଓମାନେ ଦେଇପାରିବେ ଅନ୍ତଃରାଜ୍ୟ ବସ୍ ପର୍‌ମିଟ୍ । ମହାମାରୀ ସମୟରେ ଭିଡ କମାଇବାକୁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ପରିବହନ କମିଶନର । ଆବେଦନ ଦିନ ହିଁ ଯଥା ସମ୍ଭବ ଆର୍‌ଟିଓମାନେ ନିର୍ଦ୍ଦେଶ ଦେବାକୁ ଅନୁମତି ଦିଆଯାଇଛି । ପୂର୍ବରୁ ଅନ୍ତଃରାଜ୍ୟ ବସ୍ ଚଳାଚଳ…

ବାସୁଦେବପୁର ବିଧାୟକ କରୋନା ପଜିଟିଭ୍‌

ଭୁବନେଶ୍ୱର : ଭଦ୍ରକ ଜିଲ୍ଲାର ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଫେସବୁକରେ ସେ ନିଜେ ସୂଚନା ଦେଇଛନ୍ତି । ସାମାନ୍ୟ ଲକ୍ଷଣ ଦେବା ଦେବା ପରେ ସେ ଆଜି ସ୍ୱାବ ପରୀକ୍ଷା କରାଇଥିଲେ ଏବଂ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଉଲ୍ଲେଖ…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…

‘ଦେଶରେ ୫ଟି ରାଜ୍ୟରେ ୬୦% କରୋନା ମାମଲା, ୭୦% ମୃତ୍ୟୁ’

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରାଳ ରୂପ ନେଉଛି ମହାମାରୀ କରୋନା । ପ୍ରତିଦିନ ୫୦ ରୁ ୬୦ ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏସବୁ ସତ୍ତ୍ୱେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ଠାରୁ ସୁସ୍ଥ ହାର ଢ଼େର ଅଧିକା ରହିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକମାନଙ୍କ ସଂଖ୍ୟା ୨୯ ଲକ୍ଷ ୭୦…

ରାଜ୍ୟରେ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ମନ୍ତ୍ରୀ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ପିଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ମନ୍ତ୍ରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।କରୋନା ପଜିଟିଭ୍ ଚିହ୍ନଟ ହେବା ପରେ…

୧୮ ରୁ ୪୪ ବର୍ଷ ବୟସ ମଧ୍ୟରେ ୫୪% କରୋନା ମାମଲା

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ ୫୪% କରୋନା ମାମଲା ୧୮ ରୁ ୪୪ ବର୍ଷ ମଧ୍ୟରେ ରହିଛି । ଅନ୍ୟପଟେ ୫୧ % ମୃତ୍ୟୁ ମାମଲା ୬୦ ବା ତାଠାରୁ ଉର୍ଦ୍ଧ୍ୱ ବୟସରେ ହୋଇଥିବା ରେକର୍ଡ ହୋଇଛି । ଏହି ରିପୋର୍ଟରେ କୁହାଯାଇଛି ୧୫୭୮ ଟି କୋଭିଡ ଡାକ୍ତରଖାନା…