Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆସନ୍ତା ୧୫ରୁ ୩୦ ମଧ୍ୟରେ ହେବ ରେଭେନ୍ସା ୟୁଜି/ପିଜି ପରୀକ୍ଷା

ଭୁବନେଶ୍ୱର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନଲାଇନରେ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ଶେଷ ସେମିଷ୍ଟର ପରୀକ୍ଷା ହେବ । ଉଭୟ ରେଗୁଲାର ଓ ବ୍ୟାକ ପିଲାଙ୍କ ପାଇଁ ଏସବୁ ପରୀକ୍ଷା କରାଯିବ । ଆସନ୍ତା ୧୫ରୁ ୩୦ ତାରିଖ ମଧ୍ୟରେ ହେବ ଏସବୁ ପରୀକ୍ଷା।  ପରୀକ୍ଷାସୂଚୀ ଖୁବଶୀଘ୍ର ଜାରି କରାଯିବ…

ବିଧାୟିକା ସୁନନ୍ଦା ଦାସ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି…

ଭୁବନେଶ୍ୱରର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ସୋସିଆଲ୍ ମିଡିଆରେ ମଙ୍ଗଳବାର ଦିନ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି । ଯେଉଁଥିରେ ସେ କହିଛନ୍ତି, ସେ ଏବେ ହୋମ୍ ଆଇସୋଲେସନରେ ଅଛନ୍ତି ଏବଂ ତାଙ୍କ…

ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଲିଉଡର ଭେଟେରାନ ଅଭିନେତା ଅଜିତ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ରାତିରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ କରୋନା ଟେଷ୍ଟ କରିବା ବେଳେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ…

ଆଜି ଭୁବନେଶ୍ୱରରୁ ପୁଣି ୩୦୭ ସଂକ୍ରମିତ ଚିହ୍ନଟ, ୩୦୧ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମରୁ ୩୦୭ ଜଣ ନୂଆ କରୋନା ଆକ୍ରାନ୍ତ ବାହାରିଛନ୍ତି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨…

ସିଏମ୍‌ସି ଅଫିସ୍‌କୁ ୧୫ ଦିନ ଯାଏଁ ଲୋକଙ୍କୁ ମନା

କଟକ: ଆସନ୍ତା ୧୫ ଦିନ ଯାଏଁ କଟକ ମହାନଗର ନିଗମ ତଥା ସିଏମ୍‌ସି କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ମନା । ଏନେଇ କଟକଣା ଜାରି ହୋଇଛି । ସିଏମ୍‌ସି କଣ୍ଟ୍ରୋଲ ରୁମର ଜଣେ ଡାକ୍ତର ପଜିଟିଭ ଚିହ୍ନଟ ହେବା ପରେ ସିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମୟରେ ସିଏମ୍‌ସିର…

ମାସେ ଯାଏଁ ପୁରୀ ସ୍ୱର୍ଗଦ୍ୱାରକୁ ବାହାର ଲୋକଙ୍କୁ ପ୍ରବେଶ ମନା

ପୁରୀ: ପୁଣି ବଢ଼ିଲା ପୁରୀ ସ୍ୱର୍ଗଦ୍ୱାର କଟକଣା । ସ୍ୱର୍ଗଦାରରେ ଦାହ ସଂସ୍କରଣ କଟକଣାକୁ ବୃଦ୍ଧି କରାଯାଇଛି । ପୁଣି ଆଉ ମାସେ ଅର୍ଥାତ ସେପ୍ଟେମ୍ବର ୩୦ ଯାଏଁ ଏହି କଟକଣାକୁ ବଢ଼ାଇଛନ୍ତି ଜିଲ୍ଳାପାଳ । ପୁରୀ ଜିଲ୍ଲା ବାହାର ଲୋକଙ୍କୁ ଶବ ସଂସ୍କାର କରିବାକୁ ଅନୁମତି ମିଳିବ ନାହିଁ । କେବଳ ପୁରୀ…

ଏଣିକି ୮ଟି ରୁଟ୍‌ରେ ପ୍ରତିଦିନ ଚାଲିବ ‘ମୋ ବସ୍‌’

ଭୁବନେଶ୍ୱର: ଏଣିକି ସପ୍ତାହର ୭ ଦିନ ଚାଲିବ ‘ମୋ ବସ୍‌’ । ଅଧିକ ଡିମାଣ୍ଡ ଥିବା ଯୋଗୁଁ ଏବେ ୮ଟି ରୁଟ୍‌ରେ ‘ମୋ ବସ୍‌’ ଚାଲିବ । ରୁଟ୍ ନମ୍ବର ୧୧, ୧୬, ୧୮, ୨୦, ୨୩, ୨୪, ୨୫ ଓ ୩୩ରେ ‘ମୋ ବସ୍‌’ ଗଡିବ । ଏନେଇ କ୍ରୁଟ୍ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସୂଚନା…

୭ ଦିନ ପାଇଁ କଟକ ଡିସିପି ଅଫିସରେ ଲୋକଙ୍କ ପ୍ରବେଶ ମନା

କଟକ: କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ସ୍ଥିତ ଡିସିପି ଅଫିସକୁ ୩ ଦିନ ଲାଗି ବନ୍ଦ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ । ଏସମ୍ପର୍କରେ ଡିସିପି କହିଛନ୍ତି ଯେ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇନାହିଁ । କିଛି ଜରୁରୀ ବିଭାଗ…

କରୋନାକୁ କାବୁ ପାଉଛି ଗଞ୍ଜାମ, ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ

ଗଞ୍ଜାମ: ରାଜ୍ୟରେ କରୋନାର ସଂକ୍ରମିତ ଜିଲ୍ଲା ଗଞ୍ଜାମ । ୧୮ ହଜାର ୬୯ ଜଣ ଆକ୍ରାନ୍ତ ହୋଇଛନ୍ତି । ଦ୍ରୁତଗତିରେ ବଢ଼ିଥିଲା ସଂକ୍ରମଣ । ସେହି ଅନୁପାତରେ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଏବେ ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି ବେକାବୁ କରୋନା । ଗଞ୍ଜାମରେ ୯୦% ଆକ୍ରାନ୍ତ ସୁସ୍ଥ ଗଞ୍ଜାମ…