Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନାର ନୂଆ ହଟସ୍ପଟ୍ ମୟୂରଭଞ୍ଜ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଟହଟ୍ ଜିଲ୍ଲା ଗଞ୍ଜାମରେ କମିଛି ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଖୋର୍ଦ୍ଧା ଓ କଟକରେ ମାଡ଼ି ଚାଲିଛି । ଏବେ ତାଲିକାରେ ଯୋଡ଼ିଛି ମୟୂରଭଞ୍ଜ । ରାଜ୍ୟରେ କରୋନାର ନୂଆ ହଟସ୍ପଟ ପାଲଟିଛି ମୟୂରଭଞ୍ଜ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାରୁ ୨୧୫ କରୋନା…

ରାଜ୍ୟରେ ପାଞ୍ଚ ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଇଛି ଆଉ ୧୧ ଜୀବନ । ମୃତ୍ୟୁସଂଖ୍ୟା ପାଞ୍ଚ ଶହ ପାର କରିଛି । ବର୍ତ୍ତମାନ ସୁଦ୍ଧା କରୋନାରେ ୫୦୩ ଜଣ ପ୍ରାଣ ହରାଇଲେଣି । ମୃତକଙ୍କ ଭିତରେ ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ଅଛନ୍ତି । କଟକ, କନ୍ଧମାଳ,…

୨୪ ଘଣ୍ଟାରେ ଓଡ଼ିଶାରୁ ୩୦୨୫ ପଜିଟିଭ୍, ଗଜପତି ଓ ରାୟଗଡ଼ାରେ କମ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଚିହ୍ନଟ ହୋଇଛନ୍ତି ୩ ହଜାର ୨୫ ଜଣ ନୂଆ ଆକ୍ରାନ୍ତ । ଗତକାଲି ତିନି ହଜାରରୁ କମ୍ ପଜିଟିଭ୍ କେସ୍ ବାହାରିଥିଲା । ଗତ ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୧ ହଜାର ୮୪୪ ଓ…

ଦେଶରେ କରୋନା ନେଲାଣି ୬୫ ହଜାର ଜୀବନ

ନୂଆଦିଲ୍ଲୀ: ଦେଶରେ ୩୬ ଲକ୍ଷ ଲୋକ କରୋନା ଆକ୍ରାନ୍ତ ହେଲେଣି । ପ୍ରତିଦିନ ହଜାର ହଜାର ନୂଆ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୬୯ ହଜାର ୯୨୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ପଜିଟିଭ୍ କେସ୍ ୩୬ ଲକ୍ଷ ୯୧ ହଜାର ୧୬୭କୁ ବୃଦ୍ଧି ପାଇଛି । ସଂକ୍ରମଣ…

ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୪୨୧ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୩୨ ଜଣଙ୍କର ଆଣ୍ଟିଜେନ, ୭୦୮୬ ଟି ଆରଟିପିସିଆର୍ ଓ ୧୦୩ ଟି ଟ୍ରୁନଟ୍‌ ପରୀକ୍ଷା…

ବିଏମସିର ଏନଫୋର୍ସମେଣ୍ଟ ଅଧିକାରୀଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର: କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା । କରୋନାରେ ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମର ଏନଫୋର୍ସମେଣ୍ଟ ଅଧିକାରୀ ପ୍ରଫୁଲ୍ଲ ବେହେରାଙ୍କର ଆଦିତ୍ୟ ଅଶି୍ୱନୀ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଶ୍ରୀ ବେହେରାଙ୍କୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି), ଭୁବନେଶ୍ୱର ଉନ୍ନୟନ…

ବାଲୁକା କଳାରେ ପ୍ରଣବଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ଦଳର ନେତା ଶ୍ରଦ୍ଧାଂଜଳି ଜଣାଇଛନ୍ତି । ପୁରୀ ବେଳାଭୂମିରେ ନିଜ ବାଲୁକା କଳାରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ…

ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ

ରାଉରକେଲା : ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଭୁବନେଶ୍ୱରର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର ଏହି ସର୍ଭେ କରୁଛି । ଏହି ସର୍ଭେ ୫ ଦିନ ଧରି କରାଯିବ । ତେବେ କ୍ଲଷ୍ଟର ଅନୁଯାୟୀ ସର୍ଭେ କରାଯାଉଛି । ଏଥି ପାଇଁ ୧୭ ଜଣିଆ ଟିମ୍…

ହଟିଲା ଶନିବାର, ରବିବାର ସଟ୍‌ଡାଉନ୍‌, ଉଠିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆସିଲା ଅନଲକ ୪.୦ରେ ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ପାଇଁ ନୂଆ ଗାଇଡଲାଇନ । ଶନିବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ ଦେବା ପରେ ରାଜ୍ୟ ଦେଇଛି ନୂଆ ଗାଇଡଲାଇନ । ତେବେ ନୂଆ ଗାଇଡଲାଇନରେ ହଟିଲା ନାଇଟ କର୍ଫ୍ୟୁ । ରାତ୍ରୀକାଳୀନ କର୍ଫ୍ୟୁ ନେଇ ନୂଆ ଗାଇଡଲାଇନରେ କିଛି ଉଲ୍ଲେଖ…

ଆସିଲା ରାଜ୍ୟ ସରକାରଙ୍କ ‘ଅନ୍‌ଲାକ-୪’ ଗାଇଡଲାଇନ୍‌, ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଅନ୍‌ଲାକ୍‌-୪ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ…