Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୮ ହଜାର ୩୩୮ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୫୦,୪୪୯ ଜଣଙ୍କର ଆଣ୍ଟିଜେନ, ୭୮୧୩ ଟି ଆରଟିପିସିଆର୍ ଓ ୭୬ଟି ଟ୍ରୁନଟ୍‌ ପରୀକ୍ଷା…

ସୁର ଭାଙ୍ଗିଲେ କୋଭିଡ ନିୟମ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ ସମସ୍ତେ କୋଭିଡ ନିୟମ ପାଳନ ଓ ସାମାଜିକ ଦୂରତା ରକ୍ଷା କରିବା…

ଆଜି ପୁଣି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଦ୍ୱିତୀୟ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ୨୫୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହକାୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୬୯୨୪ରେ…

ଜଗତସିଂହପୁରରେ ଦୁର୍ଗାପୂଜା ମନା

ଜଗତସିଂହପୁର: ଏଥର ଫିକା ପହିବ ପାର୍ବଣ ଋତୁ । ହେବନି ଦୁର୍ଗାପୂଜା । ମହାମାରୀ କରୋନା ପାଇଁ ଜଗତସିଂହପୁର ଜିଲ୍ଲାରେ ଦୁର୍ଗା ପୂଜା ଉପରେ ଲାଗିଲା କଟକଣା । ଚଳିତ ବର୍ଷ ସାରା ଜିଲ୍ଲାରେ ସାର୍ବଜନୀନ ଦୁର୍ଗାପୂଜା ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ବିଭିନ୍ନ ପୂଜା…

ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ହରିୟାଣା: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ସେ ଟୁଇଟ୍ କରି ଲେଖିଛନ୍ତି, ମୁଁ ମୋର କରୋନା ଟେଷ୍ଟ କରିଥିଲି । ଆଜି ତାର ରିପୋର୍ଟ ପଜିଟିଭ…

ଭୁବନେଶ୍ୱରରେ ୭୫ଶହ ଟପିଲା କରୋନା ସଂକ୍ରମଣ; ଆଜି ୨୬୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୬୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କରୋନା ଭୟ: ଶବ ସତ୍କାରକୁ ବିରୋଧ

କଟକ: ଲୋକଙ୍କୁ ଘାରିଛି କରୋନା ଭୟ । କୋଭିଡ ପଜିଟିଭ ମୃତଦେହ ପୋଡିବାକୁ ବିରୋଧ କଲେ ଲୋକେ । ଏଭଳି ଘଟଣା ଘଟିଛି କଟକ କାଳିଆ ବୋଦା ଶ୍ମଶାନରେ । ଶିଖରପୁର ନଦୀ କୂଳ ସାହି ବାସିନ୍ଦାଙ୍କ ପକ୍ଷରୁ ବିରୋଧ କରାଯାଇଛି। ଶ୍ମଶାନ ଗଡା ନିକଟରେ ସ୍ଥାନୀୟ ଲୋକମାନେ ରାସ୍ତାରୋକ କରିଛନ୍ତି। ଗତ କିଛି…

ଓଡ଼ିଆ ଟେଲି ଅଭିନେତା ଚିନ୍ମୟ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର: ଓଡିଆ ଟେଲି ସିରିଏଲ “ତୋ ପାଇଁ ମୁଁ”ର ଅଭିନେତା ଚିନ୍ମୟ ମିଶ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୋମବାର ଦିନ ଟ୍ବିଟ୍ ଜରିଆରେ ଅଭିନେତା ଜଣକ ଜଣାଇଛନ୍ତି। https://twitter.com/chinmaykumar99/status/1297402638233870336?s=20 ସେ ଟ୍ବିଟ୍ କରି…

ରାଜ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୦ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୪୧୯ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଗଞ୍ଜାମ ଜିଲ୍ଲାରୁ ୫, ନୟାଗଡରୁ ୧, ରାୟଗଡାରୁ ୧ ଓ ସୁନ୍ଦରଗଡରୁ ୨…

ଓଡିଶାରେ ଆଉ ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୮୧ହଜାର ଟପିଲା

ଭୁବନେଶ୍ୱର: କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୯୪୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…