Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କ୍ୱାରେଣ୍ଟାଇନରେ ରହିବେ ୩ ଚିତାବାଘ !

କର୍ଣ୍ଣାଟକ: କରୋନା ପାଇଁ ମଣିଷ କ୍ୱାରେଣ୍ଟାଇନରେ ରହିବା କଥା ଆପଣ ଶୁଣିଥିବେ । ହେଲେ ପଶୁପକ୍ଷୀ କ୍ୱାରେଣ୍ଟାଇନରେ ରହିବା କଥା ଅଜବ ଲାଗୁଥିବ ନିଶ୍ଚୟ । ଆଉ ତା ପୁଣି ଚିତାବାଘ । ଶୁଣିବାକୁ ଅବିଶ୍ୱାସ ଲାଗୁଥିଲେ ବି ଭାରତରେ କିଛି ଏପରି ଘଟଣା ଲୋକଲୋଚନକୁ ଆସିଛି । ମଙ୍ଗଳବାର ମହୀଶୁର…

ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୮୦ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, କଟକରୁ ୧, ଢେଙ୍କାନାଳରୁ ୧, ପୁରୀରୁ ୧, ଗଞ୍ଜାମ ଜିଲ୍ଲାରୁ ୪…

ଆଉ ୨୮୦୦ ନୂଆ ସଂକ୍ରମଣ ସହ ରାଜ୍ୟରେ ୭୦ ହଜାର ଡେଇଁଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସଙ୍ଗିନ ହେଉଛି କରୋନା ସ୍ଥିତି। ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୮୯୮ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦ ରେ ପହଞ୍ଚିଛି । ଆଜି ଚିହ୍ନଟ ପଜିଟିଭଙ୍କ…

ଗଞ୍ଜାମରେ ଆରମ୍ଭ ହେଲା କରୋନା ଆରୋଗ୍ୟଙ୍କ ପୁନଃ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନାରୁ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କର ପୁନଃ ସ୍ୱାସ୍ଥ୍ୟ ପରୀକ୍ଷା ଆରମ୍ଭ ହୋଇଛୋ । ସ୍ୱାସ୍ଥ୍ୟ ଅଧିକାରୀଙ୍କ ଏକ ଦଳ ସୁସ୍ଥ ଥିବା ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ସମୟରେ ପ୍ଲାଜମା ଦାନ କରିବାକୁ ଉତ୍ସାହିତ କରିଛନ୍ତି। ବ୍ରହ୍ମପୁର…

ରାଜ୍ୟରେ ଗୋଟିଏ ଦିନରେ ୫୩ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର: ରାଜ୍ୟରେ ଗୋରିଏ ଦିନରେ ୫୩ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୭,୫୧୨ ଜଣଙ୍କର ଆଣ୍ଟିଜେନ, ୫୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍‌ ପରୀକ୍ଷା…

ପୁଣି ଭାଙ୍ଗିଲା ରେକର୍ଡ଼: ଦେଶରେ ୨୪ ଘଣ୍ଟାରେ ୭୦ ହଜାର ଆକ୍ରାନ୍ତ ଚିହ୍ନଟ !

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

ସମ୍ବଲପୁରର ଏହି ୧୬ ଟି ସହରରେ ୧୪୪ ଧାରା ଲାଗୁ

ସମ୍ବଲପୁର: ସମ୍ବଲପୁରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ମହାନଗର ନିଗମର ୧୬ଟି ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ସୂଚନାନୁଯାୟୀ, ସମ୍ବଲପୁର ମହାନଗର ନିଗମର ଖେତରାଜପୁରର ତାଲଭଟାପଡା, ଜଗନ୍ନାଥ କଲୋନୀର ଲେନ୍ -୩, ମାୟାବଗିଚା, ନନ୍ଦପଡାର ସୁସାରୀ…

କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଟ୍ୱିଟ୍ କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ନିଜେ ଶ୍ରୀମୟୀ ଟ୍ୱିଟରରେ ସୂଚନା ଦେଇଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସେ ସୁସ୍ଥ ଥିବା ଟ୍ୱିଟରରେ ଲେଖିଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା…

ରାଜଧାନୀରେ କରୋନା ରୋଗୀଙ୍କ ପାଇଁ ପେଡ୍ ଆଇସୋଲେସନ ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପେଡ୍ ଆଇସୋଲେସନ ବ୍ୟବସ୍ଥା ଆରମ୍ଭ ହୋଇଛି । ଯଦି କେହି କରୋନା ପଜିଟିଭ୍ ରୋଗୀ ଏଠାରେ ରହିବାକୁ ଚାହିଁବେ ତେବେ ନିଜସ୍ୱ ଖର୍ଚ୍ଚରେ ରହିପାରିବେ । ପ୍ରଥମ ପର୍ଯ୍ୟାୟରେ ତିନିଟି ହୋଟେଲରେ ପେଡ୍ ଆଇସୋଲେସନର ବ୍ୟବସ୍ଥା ହୋଇଛି ।…

ଚିନ୍ମୟ ସାହୁ କରୋନା ପଜିଟିଭ୍‌

ବିଜେଡି ନେତା ଚିନ୍ମୟ ସାହୁ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୭ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ସତର୍କ ରହିବାକୁ କୁହାଯାଇଛି । କୌଣସି ଲକ୍ଷଣ ଯଦି ଦେଖାଦିଏ ତେବେ ସ୍ୱାବ ପରୀକ୍ଷା କରାଇନେବାକୁ ଚିନ୍ମୟ ପରାମର୍ଶ ଦେଇଛନ୍ତି । ଚିନ୍ମୟ ବର୍ତ୍ତମାନ ଓଡ଼ିଶା…