Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରୁ ସୁସ୍ଥ ହେଲେ ଆଉ ୧୫୦୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫୦୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଜାଣନ୍ତୁ, କେଉଁ ଜିଲ୍ଳାରୁ କେତେ ରୋଗୀ ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ୬୨,୨୯୪ କରୋନା…

ଭୁବନେଶ୍ୱରରେ ଆଉ ୧୯୮ ପଜିଟିଭ ଚିହ୍ନଟ, ୧୩୨ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୯୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ସୁନ୍ଦରଗଡରେ ୩୨ଶହ ଡେଇଁଲା କରୋନା ସଂକ୍ରମଣ; ରାଉରକେଲାରୁ ୫୧ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୩୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ କରୋନା ସଂକ୍ରମିତ

ଭୁବନେଶ୍ୱର: କରୋନା ସଂକ୍ରମିତ ହୋଇଛନ୍ତି ଗ୍ରାମ୍ୟ ଉନ୍ନୟମ ତଥା ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଶ୍ରମ ମନ୍ତ୍ରୀ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏହାସହ ଯେଉଁମାନେ ଗତ କିଛି ଦିନ ଭିତରେ…

କରୋନା ନେଲା ଆଉ ୧୦ ମୁଣ୍ଡ, ରାଜ୍ୟରେ ୩୫୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲାଣି ୩୫୦ ମୁଣ୍ଡ । ଗତ ୨୪ ଘଣ୍ଟାରେ ଆଉ ୧୦ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୭ଟି ଜିଲ୍ଲାର ଭୂତାଣୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜମିତ ମୃତ୍ୟୁସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । Regret to inform the…

୨୪ ଘଣ୍ଟାରେ ରାଜ୍ୟରୁ ୨୨୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୬୨ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ବାହାରିଛି ୨୨ ଶହ ୪୪ ପଜିଟିଭ୍ କେସ୍ । କ୍ୱାରେଣ୍ଟାଇନରୁ ୧୩ ଶହ ୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୫୪ । ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୨ ହଜାର…

ଅଗଷ୍ଟ ଶେଷ ସୁଦ୍ଧା ଆସିବ ପ୍ରଥମ ପର୍ଯ୍ୟାୟ ଋଷ ଟୀକା: ରିପୋର୍ଟ

ମସ୍କୋ: ରୁଷିଆ ଆଣିଛି ବିଶ୍ୱର ପ୍ରଥମ କରୋନା ଟୀକା । ଏହାର ପ୍ରଥମ ବ୍ୟାଚ୍ ପ୍ରସ୍ତୁତ କରାଯାଇଛି ବୋଲି ଜାତୀୟ ନ୍ୟୁଜ୍ ଏଜେନ୍ସି ପକ୍ଷରୁ ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୧୧ ରେ ମସ୍କୋର ଗାମେଲିଆ ପ୍ରତିଷ୍ଠାନ ଦ୍ୱାରା ବିଶ୍ୱର ପ୍ରଥମ କରୋନା ଟୀକା ବିକଶିତ କରାଯାଇଥିବା ଋଷ ଦାବି…

ଦୈନିକ ସଂକ୍ରମଣରେ ଆମେରିକାକୁ ଟପୁଛି ଭାରତ: ମୃତ୍ୟୁ ସଂଖ୍ୟା ଡେଇଁଲା ୫୦ ହଜାର

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭,୯୮୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ମୋଟ୍‌ ସଂକ୍ରମଣ ମାମଲା ୨୬,୪୭,୬୬୪ରେ ପହଞ୍ଚିଛିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଆମେରିକା, ବ୍ରାଜିଲ୍‌ ପରେ ବିଶ୍ବରେ ସବୁଠୁ ଅଧିକ କୋଭିଡ ପ୍ରଭାବିତ ରାଷ୍ଟ୍ର ହେଉଛି…

ଭାରତରେ ସବୁଠୁ କମ୍ କରୋନା ମୃତ୍ୟୁହାର, ୧୫୬ ଦିନରେ ୫୦ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ୫୦ ହଜାର ଟପିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯୪୧ ମୁଣ୍ଡ ନେଇଛି କରୋନା । ମୃତ୍ୟୁସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି । ସାରା ବିଶ୍ୱ ତୁଳନାରେ ଭାରତରେ କିନ୍ତୁ ମୃତ୍ୟୁହାର କମ୍ ରହିଛି । ୧୮ ଜୁନରେ ଦେଶରେ କରୋନା ମୃତ୍ୟୁହାର ଥିଲା ୩.୩୩ ପ୍ରତିଶତ ।…

ଆସୁଛି ଆଣ୍ଟି କରୋନା ନାଜାଲ ସ୍ପ୍ରେ: ହ୍ୟୁମ୍ୟାନ୍‌ ଟ୍ରାଏଲ୍‌ ପାଇଁ ପ୍ରସ୍ତୁତି

ଓ୍ଵାଶିଂଟନ୍‌: କରୋନାର ପ୍ରତିହିତ ନିମନ୍ତେ ଆମେରିକାର ଗବେଶକମାନେ ନାଜାଲ୍‌ ଡ୍ରପ୍ସ ବିକଶିତ କରିଛନ୍ତି । ଯାହା ଏହି କରୋନା ଭାଇରସ୍‌କୁ ନାକରେ ହିଁ ରୋକିଦେବ ବୋଲି ଦାବି କରିଛନ୍ତି ଆମେରିକାର ଗବେଷକ । ଯାହା ଫଳରେ ଏହି ଭାଇରସ୍ ଶରୀର ଭିତରକୁ ଆଉ ପ୍ରବେଶ କରି ପାରିବ ନାହିଁ । ଏହି…