Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଏସସିବିରେ ୧୦୦ ଟପିଲା ପ୍ଲାଜମା ଦାତାଙ୍କ ସଂଖ୍ୟା, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ୍ (ଏସସିବି)ରେ ୧୦୫ ଜଣ କରୋନା ଆରୋଗ୍ୟ ପ୍ଲାଜମା ଦାନ କରିଛନ୍ତି । ଗତମାସ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ…

ଖଣ୍ଡପଡା ବିଧାୟକ ଓ ପତ୍ନୀ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ତାଙ୍କ ପତ୍ନୀ ସୁଦତ୍ତା ପଟ୍ଟନାୟକ । ଡାକ୍ତରଙ୍କ ପରାମର୍ଶ କ୍ରମେ ଦୁହିଁଙ୍କୁ ଚିକିତ୍ସା ପାଇଁ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ…

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ୱାଲ କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନ ମହାମାରୀ ଆରମ୍ଭରେ ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଉଥିଲେ । କୋଭିଡ୍ ନେଇ ସଚେତନ କରାଉଥିବା ଅଧିକାରୀ ନିଜେ କରୋନା ସଂକ୍ରମିତ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ୱାଲ କୋଭିଡ୍ ପଜିଟିଭ୍…

ବିଶିଷ୍ଟ କଣ୍ଠଶିଳ୍ପୀ ଏସ୍. ପି ବାଳସୁବ୍ରମଣ୍ୟମ୍ ଗୁରୁତର

ଚେନ୍ନାଇ: ଲୋକପ୍ରିୟ କଣ୍ଠଶିଳ୍ପୀ ଏସ୍ ପି ବାଳସୁବ୍ରମଣ୍ୟମ୍ ଗୁରୁତର । ଗତ ୫ ତାରିଖରୁ ସେ କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଏମଜିଏମ୍ ହେଲଥ୍ କେୟାରରେ ଚିକିତ୍ସିତ ହେଉଥିବା ବେଳେ ଏବେ ଗୁରୁତର ହୋଇପଡିଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି । ବର୍ତ୍ତମାନ ତାଙ୍କୁ ଆଇସିୟୁରେ ଲାଇଫ ସପୋର୍ଟ…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୭ ଆକ୍ରାନ୍ତ, ୧୦୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କୋଭିଡ-୧୯ର ୭୩ଟି ପ୍ରକାର ଭାରିଏଣ୍ଟ ଚିହ୍ନଟ କଲେ ଭାରତୀୟ ଗବେଷକ

ଭୁବନେଶ୍ୱର: ପ୍ରଥମ ଥର ପାଇଁ କୋଭିଡ୍‌-୧୯ ସଂକ୍ରମଣର ୭୩ଟି ପ୍ରକାର ଭାରିଏଣ୍ଟ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ। ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ଜେନୋମିକ୍ସ ଆଣ୍ଡ ଇଂଟିଗ୍ରେଟିଭ ବାୟୋଲଜି (ଆଇଜିଆଇବି) ଏବଂ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି…

ପ୍ଲାଜମା ଦାନ କଲେ ୨ ପୋଲିସ ଅଧିକାରୀ

କଟକ: ରାଜ୍ୟରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସା ଲାଗି ଅନେକାଂଶରେ ପ୍ଲାଜମା ଥେରାପି ସଫଳ ହେଉଛି । ଏଭଳି ସ୍ଥିତିରେ ଶୁକ୍ରବାର ଦିନ କଟକ ଏସସିବି ବଡ ମେଡିକାଲରେ ଆଉ ଦୁଇ ଜଣ ପୋଲିସ କର୍ମୀ ସେମାନଙ୍କ ପ୍ଲାଜମା ଦେଇଛନ୍ତି। ଏନେଇ ଓଡିଶା ପୋଲିସ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ପ୍ରଦାନ…

୮ କରୋନା ଯୋଦ୍ଧାଙ୍କ ସହ ସମ୍ବଲପୁରରେ ୫୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରରୁ ୫୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ପ୍ରଶାସନ। https://twitter.com/DmSambalpur/status/1294185407475679233?s=19…

ସୁନ୍ଦରଗଡରେ ୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ରାଉରକେଲାରୁ କେବଳ ୬୦

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୮୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୮୦୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଖୋଲିଲା ଏମକେସିଜି ଓପିଡ଼ି

ଭୁବନେଶ୍ୱର: ଆଜି ଠାରୁ ଖୋଲିଲା ବ୍ରହ୍ମପୁର ଏମକେସିଜି ଓପିଡ଼ି । ପୂର୍ବରୁ ୧୫ ତାରିଖରେ ଓପିଡ଼ି ଖୋଲିବ ବୋଲି କୁହାଯାଇଥିଲେ ବି ଗୋଟିଏ ଦିନ ପୂର୍ବରୁ ଏହାକୁ ଖୋଲାଯାଇଛି । ଓପିଡ଼ିରେ ସାମାଜିକ ଦୂରତା ରକ୍ଷା କରାଯିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । କରୋନା ଭୂତାଣୁ…