Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଖୋର୍ଦ୍ଧାରେ ମାଡୁଛି, ଗଞ୍ଜାମରେ ଖସୁଛି: ଜାଣନ୍ତୁ ରେଡହଟ୍ ଜିଲ୍ଲାର କୋଭିଡ୍ ଷ୍ଟାଟସ୍

ଭୁବନେଶ୍ୱର: ଗଞ୍ଜାମ ପରେ କରୋନାର ରେଡ ହଟ୍ ଜିଲ୍ଲା ପାଲଟିଛି ଖୋର୍ଦ୍ଧା । ସଂକ୍ରମିତଙ୍କ ସଂଖ୍ୟା ବଢୁଛି । କିନ୍ତୁ ଗଞ୍ଜାମରେ କମୁଛି ପଜିଟିଭ୍ କେସ । ଖୋର୍ଦ୍ଧାରେ ଆକ୍ଟିଭ୍ କେସ୍ ବଢୁଥିବା ବେଳେ ଗଞ୍ଜାମରେ ସୁସ୍ଥତା ହାର ବଢୁଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୦…

ଖୋଲିବ ଆର୍‌ଟିଓ ଅଫିସ୍‌

ଭୁବନେଶ୍ୱର: ଦୀର୍ଘ ଦିନର ବନ୍ଦ ପରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ପୁଣି ଖୋଲିବ ଆର୍‌ଟିଓ । କରୋନା କଟକଣା ଭିତରେ ଆର୍‌ଟିଓ ଅଫିସ୍ ଖୋଲିବ । ଏନେଇ ରାଜ୍ୟ ପରିବହନ କମିଶନର ନିର୍ଦ୍ଦେଶନାମା ଜାରି କରିଛନ୍ତି । ସାମାଜିକ ଦୂରତା, ସବୁ କର୍ମଚାରୀ ଏବଂ ଲୋକେ ମାସ୍କ ପିନ୍ଧବା ସହ ପ୍ରତିଦିନ…

ଆଉ ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରେ ୧୫୦ ପାର କଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: କରୋନା ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୪, ପୁରୀରୁ ୩ ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ସେହିପରି ସୁନ୍ଦରଗଡ଼, ସମ୍ୱଲପୁର, କଟକ ଜିଲ୍ଲାରୁ ଆଉ ଜଣେ ଲେଖାଏଁ ଭୂତାଣୁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।…

ଭାଙ୍ଗିଲା ରେକର୍ଡ, ୩୦ ଜିଲ୍ଲାରୁ ଗୋଟିଏ ଦିନରେ ୧୯୭୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା । ୨୪ ଘଂଟାରେ ୩୦ ଜିଲ୍ଲାରୁ ୧୯୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ କ୍ୱାରେଂଟାଇନ୍ ସେଂଟରରୁ ୧୨୪୧ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୩୬ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି । 6.…

ରାଜ୍ୟରେ ୨୪ ଘଂଟାରେ ୪୨ ହଜାରରୁ ଅଧିକ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ଦ୍ୱିତୀୟ ଦିନ ପାଇଁ ରେକର୍ଡ ସଂଖ୍ୟକ ନମୁନା ପରୀକ୍ଷା ହୋଇଛି । ଗତ ୨୪ ଘଂଟାରେ ୪୨ ହଜାର ୭୬୧ ନମୁନା ପରୀକ୍ଷା କରାଯାଇଛି । ୩୬ ହଜାର ୨ ଆଂଟିଜେନ ଟେଷ୍ଟ ହୋଇଥିବାବେଳେ ୬ହଜାର ୬୩୫ ହେଉଛି ଆରଟିପିସିଆର ଟେଷ୍ଟ । ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏହି…

୨୪ ଘଂଟାରେ ଦେଶରେ ୧୦୦୦ ଟପିଲା ମୃତ୍ୟୁ ସଂଖ୍ୟା, ୬୪ ହଜାରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଂଟାରେ ରେକର୍ଡ ସଂଖ୍ୟକ ୬୪,୫୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ମୃତ୍ୟୁ ସଂଖ୍ୟା ହଜାରେ ପାର୍ କରିଛି । ଦିନକରେ ଭାରତରେ ୧୦୦୭ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି । Spike…

ସ୍ୱାଧୀନତା ଦିବସ ପାଇଁ ପ୍ରଦର୍ଶନୀ ପଡିଆ ସଜବାଜ, ସାମିଲ ହେବେ ଶହେ ଅତିଥି

ଭୁବନେଶ୍ୱର: ଆସନ୍ତାକାଲି ସମଗ୍ର ଦେଶରେ ପାଳିତ ହେବ ସ୍ୱାଧୀନତା ଦିବସ । ତେବେ ଚଳିତ ବର୍ଷ କରୋନା କଟକଣା ଭିତରେ ନିରାଡମ୍ବରରେ ଅଗଷ୍ଟ ୧୫ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଚଳିତ ବର୍ଷ ରାଜଧାନୀର ପ୍ରଦର୍ଶନୀ ପଡିଆରେ…

ସେପ୍ଟେମ୍ବରରେ ‘କୋଭାକ୍ସିନ୍‌’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଏହାର ମକୁବାଲି ପାଇଁ ଭାର ଆଂଟି କରୋନା ଭାଇରାସ ଟିକା ଆଣିବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି ଭାରତ । ଭାରତର ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା ‘କୋଭାକ୍ସିନ’ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ସରିଥିବା ବେଳେ…

ସମ୍ବଲପୁର ପରେ ଝାରସୁଗୁଡାରେ ନୂଆଁଖାଇ ପାଇଁ ହଟିଲା ସଟଡାଉନ୍‌

ସମ୍ବଲପୁର: ନୂଆଁଖାଇ ପାଇଁ ସମ୍ବଳପୁର ପରେ ଝାରସୁଗୁଡାରେ ସଟ୍‌ଡାଉନ୍ ହଟିଛି । ସାପ୍ତାହିକ କଟକଣାକୁ କୋହଳ କରାଯାଇଛି । ଆସନ୍ତା ୨୩ ତାରିଖରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନଧାର୍ଯ୍ୟ ହୋଇଛି । କିନ୍ତୁ ଏହି ସମୟରେ ସପ୍ତାହାନ୍ତ କଟକଣା ରହିଥିବା ବେଳେ ଏହାକୁ କୋହଳ କରିଛି…

ଶନିବାରଠୁ ଏହି ଜିଲ୍ଲାରେ ୪୧ ଘଂଟିଆ ସଟ୍‌ଡାଉନ୍‌

ନବରଙ୍ଗପୁର: ଆସନ୍ତାକାଲି ଅର୍ଥାତ ଶନିବାରଠାରୁ ନବରଙ୍ଗପୁର ଜିଲ୍ଲାରେ ୪୧ ଘଂଟିଆ ସଟ୍‌ଡାଉନ୍ ରହିବ । ଆସନ୍ତାକାଲି ମଧ୍ୟାହ୍ନ   ୧୨ଟାରୁ ୧୭ ତାରିଖ ସକାଳ ୫ଟା ଯାଏ ସମ୍ପୂର୍ଣ୍ଣ ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଏହି ସମୟରେ ଘରେ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ…