Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆସିଲା ବିଶ୍ୱର ପ୍ରଥମ କରୋନା ଟିକା

ମସ୍କୋ: ଆସିଲା ବିଶ୍ୱର ପ୍ରଥମ କରୋନା ଟିକା । ଏହି ଟିକାକୁ ଆଣିଛି ଋଷ । ଏନେଇ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଘୋଷଣା କରିଛନ୍ତି । ବିଶ୍ୱର ପ୍ରଥମ କରୋନା ଟିକା ଭାବେ ଋଷ ପଂଜୀକରଣ କରିଛି । ଋଷ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏହି ଭ୍ୟାକ୍ସିନକୁ ମଞ୍ଜୁରି ଦେଇଛି । ପୁଟିନଙ୍କ ଝିଅକୁ ବିଶ୍ୱର…

ଭଦ୍ରକରେ ୧୦୦୦ ଡେଇଁଲା କରୋନା ସଂକ୍ରମଣ

ଭଦ୍ରକ: ଭଦ୍ରକରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୬୮ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଜିଲ୍ଲା ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ ଜିଲ୍ଲାରେ ଚିହ୍ନଟ ହୋଇଥିବା…

ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ…

ସୁନ୍ଦରଗଡରେ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୪୫୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଆଉ ୧୦ ମୁଣ୍ଡ ନେଲା କରୋନା, ରାଜ୍ୟରେ ତିନି ଶହ ଛୁଇଁବ ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଜୀବନ ନେଉଛି କରୋନା । ଗତ ୨୪ ଘଣ୍ଟାରେ ଆଉ ୧୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼, ବାଲେଶ୍ୱର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା…

ରାଜ୍ୟରେ ୨୯ ଜିଲ୍ଲାରୁ ୧୩ ଶହ ୪୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୪୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୩ଟି । ମୋଟ୍ ୨୯ ଜିଲ୍ଲାର ନୂଆ ଭୂତାଣୁ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ୪୮ ହଜାର…

କୋଭିଡ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ଉନ୍ମତ କାଣ୍ଡ !

ଟାଙ୍ଗୀ: କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମ୍ସ କୋଭିଡ୍ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ଉନ୍ମତ କାଣ୍ଡ । ଅବ୍ୟବସ୍ଥା ଯୋଗୁଁ ଏପରି କାଣ୍ଡ ଭିଆଇ ଥିବା ଅଭିଯୋଗ ଆଣିଛନ୍ତି ଆକ୍ରାନ୍ତ। ସୂଚନାନୁସାରେ, ଡ୍ରିମ୍ସ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧିନ ଥିବା କିଛି ରୋଗୀ ହଙ୍ଗାମା କରିବା ସହ…

ଦେଶରେ ସାଢେ ୨୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୩,୬୦୧ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୧ ଜଣଙ୍କର ଜୀବନ ଯାଇଛି ।…

ବିଶିଷ୍ଟ ଲେଖକ ତଥା ଗୀତିକାର ରାହତ ଇନ୍ଦୋରୀ କରୋନା ସଂକ୍ରମିତ

ଇନ୍ଦୋର: କରୋନା ସଂକ୍ରମିତ ହୋଇଛନ୍ତି ବିଶିଷ୍ଟ ଲେଖକ, କବି ତଥା ଗୀତିକାର ରାହତ ଇନ୍ଦୋରୀ । ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ସୋସିଆଲ୍ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଇନ୍ଦୋରର କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାହତ…

ଆଜିଠୁ ଭୁବନେଶ୍ୱରର ଏହି ୯ ହସ୍ପିଟାଲରେ ହେବ କରୋନା ପରୀକ୍ଷଣ

ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ବିଏମସି ଅଞ୍ଚଳରେ କୋଭିଡ ଟେଷ୍ଟକୁ ଆହୁରି ଜୋରଦାର କରାଯାଇଛି। ଆଜିଠୁ ବିଏମସିର କୋଭିଡ ଟେଷ୍ଟ ବ୍ୟବସ୍ଥାକୁ ବଢ଼ାଯିବା ନେଇ ଯୋଜନା ରଖାଯାଇଛି। ଏଥିପାଇଁ ଭୁବନେଶ୍ୱରର ୯ ଟି ସହରାଞ୍ଚଳ…