Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବାଲେଶ୍ବର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ବାଲେଶ୍ଵର: ବ୍ୟାପୁଛି କରୋନା । ପୂର୍ବରୁ ବାଲେଶ୍ବର ଏସ୍‌ପିଙ୍କ କାର୍ଯ୍ୟାଳୟରେ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ୩ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ୩ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ…

ଭେଣ୍ଟିଲେଟରରେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ: ଭେଣ୍ଟିଲେଟରରେ ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ତାଙ୍କ ମୁଣ୍ଡରେ ରକ୍ତ ଜମାଟ ହୋଇଥିବାରୁ ଆଜି ଆର୍ମି ଆର୍ ଆର୍ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା । ଅସ୍ତ୍ରୋପଚାର ସଫଳ ହୋଇଥିଲେ ହେଁ ସନ୍ଧ୍ୟାରେ ସେ ଗୁରୁତର ହୋଇପଡିବାରୁ ତାଙ୍କୁ ଭେଣ୍ଟିଲେଟର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସାଢେ ସାତ କୋଟି ଟଙ୍କା ଦାନକଲେ ବାଗଚୀ ଦମ୍ପତ୍ତି

ଭୁବନେଶ୍ୱର: ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଓ ତାଙ୍କ ପତ୍ନୀ ତଥା ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସାଢେ ସାତ କୋଟି ଟଙ୍କା ଦାନ କରିଛନ୍ତି । ଏହି ଟଙ୍କା ପୁରୀ ଜିଲ୍ଲାର ଅସହାୟ ବୃଦ୍ଧା ମହିଳାଙ୍କ ସହାୟତା ପାଇଁ…

ଭୁବନେଶ୍ୱରରେ ୪ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୧୩୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

କଟକରେ ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକରେ ସୋମବାର ଦିନ ୭୨ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୩୨୦୨ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱରେ: ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ରେଜଲ୍ଟ । ଦିନ ୧୨.୩୦ରେ ପ୍ରକାଶ ପାଇବ ଫଳାଫଳ । ଅଗଷ୍ଟ ଶେଷ ସୁଦ୍ଧା ଯୁକ୍ତ ୨ କଳା ଓ ତୃତୀୟ ସପ୍ତାହରେ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ବିଚାର ଚାଲିଛି

ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ପକ୍ଷରୁ ଗ୍ରୀନ୍ ସିଗ୍‌ନାଲ ମିଳି ସାରିଛି । ତେବେ ମହାମାରୀ କରୋନା ଭିତରେ ମନ୍ଦିର ଖୋଲିବ ନା ନାହିଁ ସେ ନେଇ ବିଚାର ବିମର୍ଷ ଚାଲିଛି ବୋଲି କହିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା । କୋଭିଡ ନିୟମ ନେଇ ଆଲୋଚନା ଜାରି ରହିଛି ବୋଲି…

ସୁନ୍ଦରଗଡରେ ୨୩ ଶହ ଡେଇଁଲା କରୋନା ସଂକ୍ରମଣ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ଗ୍ରୀନ୍ ସିଗ୍‌ନାଲ

କଟକ: ରାଜ୍ୟରେ ଖୁବ୍‌ଶୀଘ୍ର ଖୋଲିବ ମନ୍ଦିର । ଏନେଇ ହାଇକୋର୍ଟଙ୍କ ପକ୍ଷରୁ ମିିଳିଛି ଗ୍ରୀନ୍ ସିଗ୍‌ନାଲ । କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ଅନ୍ୟସ୍ଥାନରେ ମନ୍ଦିର ଖୋଲିପାରିବ  । ହାଇକୋର୍ଟରେ ପୁରୀ ଶ୍ରୀମନ୍ଦିର ସହିତ ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାର ଶୁଣାଣି କରି ଏଭଳି ନିଷ୍ପତ୍ତି…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆଜି ତାଙ୍କର ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । On a visit to the hospital for a separate procedure, I have tested…