Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ସୁସ୍ଥ ହେଲେ ୨୭ ଜିଲ୍ଲାରୁ ୧୫୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନା ସଂକ୍ରମଣ ସହ ରାଜ୍ୟରେ ବଢୁଛି ସୁସ୍ଥତା ସଂଖ୍ୟା । ଆଜି ଆରୋଗ୍ୟ ଲାଭ କରିଛନ୍ତି ଆଉ ୧୫ ଶହ ୪୩ ଜଣ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୩୧ ହଜାର ୭୮୪ ଜଣ । ମୋଟ୍ ୬୯ ପ୍ରତିଶତ ଭୂତାଣୁ ସଂକ୍ରମିତ ଆରୋଗ୍ୟ ଲାଭ କଲେଣି । ଗଞ୍ଜାମ ଜିଲ୍ଲାରୁ…

ଚିନ୍ତା ବଢ଼ାଇଲା କଟକର କଂଟେନମେଂଟ ଜୋନ୍‌, ପୁଣି ଆଉ ୩୨ ଚିହ୍ନଟ

କଟକ: ଆଜି କଟକରୁ ପୁଣି ଆଉ ନୂଆ ୧୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କେବଳ ମାଗୋଦାମ, ବେହେରା ସ।।ହି ଓ ଜଲୁଆ ସାହି କଂଟେନମେଂଟ ଜୋନ୍‌ରୁ ୩୨ ଜଣ ଆକ୍ରାନ୍ତ ଅଛନ୍ତି । ଏହି ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଥିବା ବେଳେ ଅଛନ୍ତି ୧୧ ଜଣ ମହିଳା ।…

କଟକର କଂଟେନମେଂଟ ଜୋନ୍‌ରୁ ଅଧିକ କୋଭିଡ ପଜିଟିଭ ଚିହ୍ନଟ: ସିଏମ୍‌ସି କମିଶନର

କଟକ: କଟକର କଂଟେନମେଂଟ ଜୋନ୍‌ରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସହରର ଜଟି କଂଟେନମେଂଟ ଜୋନ୍‌ରୁ ୪୦୪ଟି କରୋନା ଆକ୍ରାନ୍ତ ବାହାରିଛନ୍ତି । ବେହେରା ସାହିରେ ୧୨୦୦ ଲୋକ ରହୁଥିବା ବେଳେ ଏଠାରୁ ୬୮୯ ଜଣଙ୍କର ନମୁନା ସଂଗ୍ରହ କରାଯାଇଛି। ଏଥିରୁ ୨୮୦ ଜଣଙ୍କର ନମୁନା ପଜିଟିଭ ଆସିଛି…

ଆଜି ଭୁବନେଶ୍ୱରୁ ପୁଣି ୧୬୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀରେ ଧୀରେ ରାଜଧାନୀ ଭୁବନେଶ୍ୱରରେ କରୋନା ବିପଦ ବଢ଼ିବାରେ ଲାଗିଛି । ଏଠାରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଆଜି ପୁଣି ଭୁବନେଶ୍ୱରରୁ ୧୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୬୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।…

‘ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ସଂକ୍ରମଣ ସଂଖ୍ୟା ଅଧିକ’

କଟକ: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସିଲିଭର ସିଟି କଟକରେ ମଧ୍ୟ ବିପଦ ବଢ଼ୁଛି । ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ଅଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗ୍ରାମାଂଚଳରେ ୬୪.୯% ଏବଂ ସହରାଂଚଳରେ ୫୩.୦୧% ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଆଜି ସାମ୍ବାଦିକ…

ପିପିଇ କିଟ୍ କିଣା ଦୁର୍ନୀତି: ବିଜେପି-ବିଜେଡି ତୁ ତୁ ମେଁ ମେଁ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନା ନେଇ ରାଜନୀତି ଜୋର୍ ଧରିଛି । କରୋନା ପରିଚାଳନାରେ ଦୁର୍ନୀତି ହୋଇଥିବା ନେଇ ବଡ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ପିପିଇ କିଟ୍ କିଣାରେ ଦୁର୍ନୀତି ହୋଇଥିବା ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଏହି ଦୁର୍ନୀତିରେ…

ଫେରାଇବାକୁ ପଡିବନି କାଳିଆ ଟଙ୍କା

ଭୁବନେଶ୍ୱର: କଳିଆ ଟଙ୍କା ଫେରସ୍ତ ଉପରେ ଲାଗିଲା ରୋକ । ଆଉ ଫେରାଇବାକୁ ପଡିବନି କାଳିଆ ଟଙ୍କା । ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ କାଳିଆ ଟଙ୍କା ଫେରାଇ ନେବା ଉପରେ କଟକଣା ଲଗାଇଛନ୍ତି ସରକାର । ବର୍ତ୍ତମାନ ପାଇଁ ଟଙ୍କା ଫେରାଇ ନନେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କୃଷି ଓ…

ଶତକ ସହ ୧୦୦୦ ଟପିଲା ନୟାଗଡ଼ରେ କରୋନା କେସ୍

ନୟାଗଡ଼: ଗୋଟିଏ ଦିନରେ ନୟାଗଡ଼ ଜିଲ୍ଲାରେ ଶତକ ମାରିଛି କରୋନା ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୦୬ ନୂଆ ଆକ୍ରାନ୍ତ । ଯାହାକି ବର୍ତ୍ତମାନ ସୁଦ୍ଧା ସବୁଠୁ ଅଧିକ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ନୟାଗଡ଼ ଜିଲ୍ଲାରେ ହଜାରେ ଟପିଛି କରୋନା କେସ୍ । ମୋଟ୍…

ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ, କୋରାପୁଟରୁ ଗଡ଼ିଲା ପ୍ରଥମ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ବଢୁଛି ମୃତ୍ୟୁ ସଂଖ୍ୟା । କୋରାପୁଟ ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି ପ୍ରାଣଘାତୀ ଭାଇରସ୍ । ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଏହାସହ ଗତ ୨୪ ଘଣ୍ଟାରେ କରୋନା ନେଇ ୧୩ ଜୀବନ । ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୭୨କୁ…

ରାଜ୍ୟରେ ବଢୁଛି ସଂକ୍ରମଣ: ୨୪ ଘଣ୍ଟାରେ ୧୭ ଶହ ପାର, ୪୫ ହଜାର ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୫ ଶହ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୭୩୪ ଜଣ କରୋନା ପଜିଟିଭ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ…