Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବଢୁଛି ଚିନ୍ତା; ୨୪ ଘଣ୍ଟାରେ ୬୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଗଡ଼ିଲା ୮୬୧ ଟି ମୁଣ୍ଡ

ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧,୫୩,୦୧୧ ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪…

ମୋଦି ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇ ଗୁରୁଗ୍ରାମର ମେଦାନ୍ତ…

ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ଅଭିନେତା ସଂଜୟ ଦତ୍ତ

ମୁମ୍ବାଇ: ବଲିଉଡ ଅଭିନେତା ସଂଜୟ ଦତ୍ତ ଆଜି ମୁମ୍ବାଇର ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାକୁ ଅଣାଯାଇଛି । ତାଙ୍କୁ ପ୍ରଥମେ ଆଇସିୟୁରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା…

ଏଥର ଧୁମଧାମରେ ପାଳନ ହେବନି ଗଣେଶ ପୂଜା

କଟକ: ଏଥର କଟକରେ ଫିକା ପଡିବ ଗଣେଶ ପୂଜା । କରୋନା ମହାମାରୀ ଯୋଗୁଁ ଧୁମଧାମରେ ପାଳନ ହେବନି ଅଗ୍ରପୂଜ୍ୟଙ୍କ ପୂଜା । କେବଳ ନିରାଡମ୍ବର ଭାବେ ପୂଜା ପାଇବେ ବିଘ୍ନହର୍ତା ବିଘ୍ନେଶ । ଯେଉଁମାନେ ଚାହିଁବେ ଘରେ ଗଣେଶ ପୂଜା କରିପାରିବେ । କେବଳ ସେତିକି ନୁହେଁ ସର୍ବସାଧାରଣ ସ୍ଥାନରେ ମଧ୍ୟ ଗଣେଶ…

ଭିମ୍‌ସାରରେ ବଢ଼ୁଛି ସଂକ୍ରମଣ, ଆଉ ୭ ଡାକ୍ତରଙ୍କ ସମେତ ୯ କରୋନା ଯୋଦ୍ଧା କୋଭିଡ ପଜିଟିଭ

ବୁର୍ଲା: ବୁର୍ଲା ଭିମସାର୍‌ରୁ ପୁଣି ୭ଜଣ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡାକ୍ତରଖାନାର ୭ ଡାକ୍ତରଙ୍କ ସମେତ ୯ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ କେବଳ ଏଚ୍‌ଡିୟୁ ଲିଙ୍କରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୨୮ ହୋଇଥିବା ଭିମ୍‌ସାର ନିର୍ଦେଶକ ପ୍ରଫେସର ଲଲିତ…

‘ତେଜରାତି ଓ ପରିବା ଦୋକାନୀଙ୍କ ହେବ କୋଭିଡ ଟେଷ୍ଟ’

ନୂଆଦିଲ୍ଲୀ: ଏଣିକି ପରିବା ଓ ତେଜରାତି ଦୋକାନୀଙ୍କ ହେବ କୋଭିଡ ଟେଷ୍ଟି । କେବଳ ଏ ଦୁଇ ଦୋକାନୀଙ୍କ ନୁହେଁ ଫଳ ଦୋକାନୀଙ୍‌କ ସମେତ ଅନ୍ୟ ସୋକନୀଙ୍କ ମଧ୍ୟ କରୋନା ପରୀକ୍ଷା ହେବ । ଏନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରମାନଙ୍କୁ କହିଛନ୍ତି । ଏମାନଙ୍କ ସଂସ୍ପର୍ଶରେ ପ୍ରତିଦିନ ଅନେକ…

ସୁସ୍ଥ ହେଲେ ଆଉ ୧୫୪୪ ସଂକ୍ରମିତ, ୩୦ ହଜାର ଡେଇଁଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସୁସ୍ଥ ହାର । ଆଜି ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୫୪୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୦,୨୪୧ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭୁବନେଶ୍ୱରରେ ବଢ଼ୁଛି ସଂକ୍ରମଣ, ପୁଣି ୧୯୦ ପଜିଟିଭ

ଭୁବନେଶ୍ୱର: ରାଜଧାନୀରେ କ୍ଷିପ୍ର ଗତିରେ ବଢ଼ିଚାଲିଛି ସଂକ୍ରମଣ । ଆଜି ପୁଣି ଭୁବନେଶ୍ୱରରୁ ୧୯୦ ପଜିଟିଭ ବାହାରିଛନ୍ତି । ଏହାମଧ୍ୟରୁ ୧୩୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ସେହିପରି ୧୦୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା…

ଚିନ୍ତା ବଢ଼ାଇଲା କଟକର ବେହେରା ସାହି, ପୁଣି ୪୬ ପଜିଟିଭ ଚିହ୍ନଟ

କଟକ: ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଆଜି ପୁଣି ୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କଂଟେନମେଂଟ ଜୋନ୍ ଘୋଷଣା ହୋଇଥିବା ବେହେରା ସାହି ଓ ମାଲଗୋଦାମ ଅଂଚଳରୁ ୪୬ ଜଣ ଅଛନ୍ତି । ସେହିପରି କ୍ୱାରେଂଟାଇନ୍ ସେଂଟରରୁ ୭, ହୋମ୍ କ୍ୱାରେଂଟାଇନ୍‌ରୁ ୭ ଓ ସ୍ଥାନୀୟ…

ସାଂସଦ ସୁରେଶ ପୂଜାରୀଙ୍କୁ କରୋନା

ବରଗଡ: ବରଗଡ ସାଂସଦ ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । #COVID19 ର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି II ଆଜି ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ…