Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଓପିଡି ୪୮ ଘଣ୍ଟା ବନ୍ଦ

ଭଦ୍ରକ: ୪୬ ଘଣ୍ଟା ବନ୍ଦ ରହିବ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓପିଡି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏନେଇ ସୂଚନା ଦେଇଛନ୍ତି । ହସ୍ପିଟାଲର ଜଣେ ଡାକ୍ତର କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ଏହି ନିଷ୍ପତ୍ତି ନିଆଯାଇଛି । ସଂପୃକ୍ତ ଡାକ୍ତରଙ୍କ ଡ୍ରାଇଭର ବି କରୋନା ସଂକ୍ରମିତ…

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ପାର୍‌; ୪୨ ହଜାରରୁ ଉର୍ଦ୍ଧ୍ୱ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୦,୮୮,୬୧୨ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧,୫୩୭ ଜଣ…

ଓଡିଶାରୁ ସୁସ୍ଥ ହେଲେ ୧୮୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮୧୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୮୧୦ ଜଣଙ୍କ ମଧ୍ୟରୁ ୭୦୦ ଜଣ ଗଞ୍ଜାମରୁ, ୨୦୨ ଜଣ ଖୋର୍ଦ୍ଧା, ୧୪୭ ଜଣ କଟକରୁ, ୧୩୬ ଜଣ ଗଜପତିରୁ, ୧୧୬…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୦୧ ଆକ୍ରାନ୍ତ, ୧୦୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୦୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଅଗଷ୍ଟ ୧୦ ଯାଏଁ ଓଡିଶାର ଏହି ଜିଲ୍ଲାରେ ସଟଡାଉନ୍

ନବରଙ୍ଗପୁର: ନବରଙ୍ଗପୁରରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ପ୍ରଶାସନ୍ ପକ୍ଷରୁ ଅଗଷ୍ଟ ୮ରୁ ୧୦ ତାରିଖ ଯାଏଁ ଜିଲ୍ଲାରେ ସଟଡାଉନ୍ ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି ହୋଇଥିବା ବେଳେ ଜିଲ୍ଲାପାଳ ଡ. ଅଜିତ କୁମାର ମିଶ୍ର କହିଛନ୍ତି ଯେ ଏହି ସଟଡାଉନ୍ ଅଗଷ୍ଟ ୮ ତାରିଖ…

୨ କରୋନା ଯୋଦ୍ଧାଙ୍କୁ ମିଶାଇ ମାଲକାନଗିରିରେ ୮ ଶହ ଡେଇଁଲା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୩୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୦୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି…

ରାଜ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ; କେଉଁ ଜିଲ୍ଲାରୁ କେତେ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୨ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୨୪୭ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ,…

୨୪ ଘଣ୍ଟାରେ ୧୮୩୩ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୪୨ ହଜାର ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୫ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୮୩୩ ଜଣ କରୋନା ପଜିଟିଭ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍ କେନ୍ଦ୍ରରୁ ୧୧୧୮…

ଶକ୍ତି ବିଭାଗରେ ପଶିଲା କରୋନା

ଭୁବନେଶ୍ୱର: ପ୍ରଥମେ ସ୍ବାସ୍ଥ୍ୟ ଆଉ ଏବେ ଶକ୍ତି ବିଭାଗରେ ପ୍ରବେଶ କରିଛି କରୋନା।ଖାରବେଳ ନଗର ସ୍ଥିତ ଶକ୍ତି ବିଭାଗରେ ଚିହ୍ନଟ ହୋଇଛନ୍ତି କରୋନା ସଂକ୍ରମିତ । ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ ବିଭାଗର ଜଣେ ବିତ୍ତ ଅଧିକାର କରୋନା ସଂକ୍ରମିତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୧୨ଜଣ…

୨୪ ଘଣ୍ଟାରେ ସର୍ବାଧିକ ୬୨,୫୩୮ ଆକ୍ରାନ୍ତ ସହ ଦେଶରେ ୨୦ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦,୨୭,୦୭୫ ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪…