Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ସୁନ୍ଦରଗଡ଼ର ଏହି ପୌରାଞ୍ଚଳ ଆସନ୍ତାକାଲିଠାରୁ ୨ ଦିନ ସମ୍ପୂର୍ଣ୍ଣ ବନ୍ଦ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜଗଙ୍ଗପୁର ପୌରାଞ୍ଚଳକୁ ସମ୍ପୂର୍ଣ୍ଣ ସଟଡାଉନ ଘୋଷଣା କରାଯାଇଛି । ସ୍ଥାନୀୟ ଅଞ୍ଚଳରେ ବଢ଼ୁଥୁବା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ ଓ ୯ ତାରିଖରେ ଏହି ଅଞ୍ଚଳକୁ ସମ୍ପୂର୍ଣ୍ଣ ବନ୍ଦ ରଖାଯିବାକୁ ପ୍ରଶାସନ ପକ୍ଷରୁ ଘୋଷଣା ହୋଇଛି । ଏହି…

୨୧ ଦିନରେ ଦେଶରେ ୧୦ ଲକ୍ଷ କରୋନା ପଜିଟିଭ୍

ଭୁବନେଶ୍ୱର: ଦେଶରେ ୨୦ ଲକ୍ଷ ଅତିକ୍ରମ କରିଛି କରୋନା କେସ୍ । ଗତ ୨୪ ଘଣ୍ଟାରେ ୬୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜୁଲାଇରେ ଦେଶରେ ୧୦ ଲକ୍ଷ ଟପିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । ମହାରାଷ୍ଟ୍ର, ତାମିଲନାଡୁରେ ପଜିଟିଭ ସଂଖ୍ୟା ବଢୁଥିବା ବେଳେ ବର୍ତ୍ତମାନ ଆନ୍ଧ୍ରପ୍ରଦେଶ,…

ବଢ଼ୁଛି ସଂକ୍ରମଣ: ନୀଳଗିରି ଏନଏସିରେ ୫ ଦିନିଆ ସଟଡାଉନ ଘୋଷଣା

ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ନୀଳଗିରି ଏନ୍ଏସିରେ ସଟଡାଉନ ଘୋଷଣା । ଏହି ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଡି ବୃଦ୍ଧି ପାଉଥିବା ବେଳେ ଏଥିରେ ରୋକ ଲଗାଇବା ପାଇଁ ଏହାକୁ ୧୧ ତାରିଖ ସକାଳ ୫ ଯାଏଁ ସଟଡାଉନ ଘୋଷଣା କରାଯାଇଛି। ନୀଳଗିରି ଉପଜିଲ୍ଲାପାଳ ଦେଇଥିବା ସୂଚନା…

ଆନନ୍ଦପୁରର ଏହି ପଞ୍ଚାୟତରେ ୪ ଦିନିଆ ସଟଡାଉନ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା, ଆନନ୍ଦପୁର ସ୍ଥିତ ବେଲବାହାଳି ପଞ୍ଚାୟତରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଅଞ୍ଚଳକୁ ଆଗାମୀ ୪ ଦିନ ଯାଏଁ ସଟଡାଉନ ଘୋଷଣା କରାଯାଇଛି । ଅଗଷ୍ଟ ୭ ତାରିଖରୁ ଅଗଷ୍ଟ ୧୦ତାରିଖ ପର୍ଯ୍ୟନ୍ତ ବେଲବାହାଳି ଅଞ୍ଚଳକୁ ୪ଦିନ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି ।…

ରାଜ୍ୟର ଏହି ୧୦ ଜିଲ୍ଲାରେ ୭୪ % କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟ‌ରେ ବିଜୁଳି ଗତିରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟର ସମୁଦାୟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ପ୍ରତିଶତ ଅଛନ୍ତି ୧୦ଟି ଜିଲ୍ଲାରୁ । ଆଉ ୨୦ଟି ଜିଲ୍ଲାରୁ ଅଛନ୍ତି ମାତ୍ର ୨୬ ପ୍ରତିଶତ ରୋଗୀ। ଏହି ୧୦ଟି ଜିଲ୍ଲା ମଧ୍ୟରୁ ଗଞ୍ଜାମରେ ସର୍ବାଧିକ…

[ଭିଡିଓ] ଭାରତରୁ କିଏ କରୁଥିଲା ଇରାକକୁ କୋଭିଡ-୧୯ ଭ୍ୟାକ୍ସିନ୍ ଚୋରା ଚାଲାଣ ?

ଗୁରୁଗ୍ରାମ୍‌: ଏକ ବଡ ଧରଣର ଧରପଗଡରେ ଗୁରୁଗ୍ରାମ ପୋଲିସକୁ ମିଳିଛି ବଡ ସଫଳତା । ଭାରତରୁ ଇରାକକୁ କୋଭିଡ୍‌-୧୯ ଟିକା ଚୋରା ଚାଲାଣ କରୁଥିବା ଏକ ରାକେଟ୍‌ର ପର୍ଦ୍ଦାଫାସ୍ ହୋଇଛି । ଧରପଗଡରେ ୯ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । କିଏ ଓ କେମିତି ଇରାକକୁ କରୁଥିଲା କୋଭିଡ୍‌-୧୯…

ବେହେରା ସାହିରୁ ୨୪ ସମେତ କଟକରୁ ଆଉ ୬୪ ପଜିଟିଭ ଚିହ୍ନଟ

କଟକ: କଟକରୁ ପୁଣି ଚିହ୍ନଟ ହୋଇଛନ୍ତି ଆଉ ୬୪ କରୋନା ସଂକ୍ରମିତ । ଏଥିମଧ୍ୟରୁ ୧୧ ଜଣ କ୍ୱାରେଂଟାଇନ୍ କେନ୍ଦ୍ରର, ୧୨ ଜଣ ହୋମ୍ କ୍ୱାରେଂଟାଇନ୍‌ର ଓ ୧୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହାକୁ ମିଶାଇ କଟକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୮୯ରେ ପହଂଚିଛି । ସହରରେ ୭୦୮ ଟି ଆକ୍ଟିଭ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୫୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୧୫୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୨୬,୮୮୭ ରହିଛି । ସୁସ୍ଥ ହୋଇଥିବା ୧୧୫୦ ଜଣଙ୍କ ମଧ୍ୟରୁ ୨୯୦ ଜଣ ଗଞ୍ଜାମରୁ, ୧୯୭…

ବିଧାନସଭାର ପୂର୍ବତନ ବାଚସ୍ପତି କରୋନା ଆକ୍ରାନ୍ତ ଚିହ୍ନଟ

ବ୍ରହପୁର: ବିଧାନସଭାର ପୂର୍ବତନ ବାଚସ୍ପତି ଚିନ୍ତାମଣି ଦ୍ୟାନ ସାମନ୍ତରାୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶ୍ରୀ ସାମନ୍ତରାୟଙ୍କୁ ଭୁବନେଶ୍ୱର ସ୍ଥିତ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ପୁଅ ମନୋରଞ୍ଜନ ଦ୍ୟାନ୍ ସାମନ୍ତରାୟ ତାଙ୍କର ଦେଖାଶୁଣା କରିଥିଲେ ।…

ଭୀମସାରର ପୁଣି ୩ ଡାକ୍ତରଙ୍କୁ କରୋନା

ବୁର୍ଲା: କରୋନା କବଳରେ କୋଭିଡ ଯୋଦ୍ଧା । ବୁର୍ଲା ଭୀମସାରରେ ପୁଣି ୩ ଡାକ୍ତର କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ୩ ଜଣ ଡାକ୍ତର ମେଡିସିନ୍ ବିଭାଗରେ କାର୍ଯ୍ୟରତ ଥିବା ଜଣାପଡିଛି । ଭୀମସାର ଅଧକ୍ଷକ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୯ ଜଣ ଡାକ୍ତର ମେଡିସିନ ବିଭାଗର କରୋନା ପଜିଟିଭ୍…