Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୧୮ ଆକ୍ରାନ୍ତ, ୯୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

‘କ୍ୱାରେଂଟାଇନ୍ ଅବଧିକୁ ସରକାରୀ କାର୍ଯ୍ୟ ଦର୍ଶାଇ ପାରିବେନି କର୍ମଚାରୀ’

ମାଲକାନଗିରି: ଏଣିକି ସଙ୍ଗରୋଧ ବା କ୍ୱାରେଣ୍ଟାଇନ ଅବଧୀକୁ ସରକାରୀ କାର୍ଯ୍ୟ ଦର୍ଶାଇ ପାରିବେନି କର୍ମଚାରୀ । ଏନେଇ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ନିୟମ ଜାରି କରିଛନ୍ତି ମାଲକାନଗିରି ଜିଲ୍ଲାପାଳ । ଜିଲ୍ଲାପାଳ କହିଛନ୍ତି, ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଛାଡ଼ିଲେ କର୍ମଚାରୀମାନେ…

କୋଭିଡ ପ୍ୟାକେଜର ଦ୍ୱିତୀୟ କିସ୍ତି ରିଲିଜ, କେନ୍ଦ୍ର ଦେଲା ୮୯୦. ୩୨ କୋଟି

ନୂଆଦିଲ୍ଲୀ: ପୁରା ଦେଶରେ ମାଡି ଚାଲିଛି ମାରତ୍ମକ ମହାମାରୀ କରୋନା । ଦିନକୁ ଦିନ ସଂକମଣ ବଢ଼ିବାରେ ଲାଗିଛି । ଏହାର ମୁକାବିଲା ପାଇଁ ଆଜି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ ରିଲିଜ କରିଛନ୍ତି । ୮୯୦. ୩୨ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍…

ଅନ୍‌ଲାଇନ୍‌ରେ ଜଗା ଦର୍ଶନ !

ପୁରୀ: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦନ ହେବ ସମସ୍ତ ଧାର୍ମିକ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି । ପୁରୀରେ ବି ଶ୍ରୀଜିଉଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଂଚିତ ଅଛନ୍ତି । ଏହାକୁ ଆଧାର କରି ଆଜି ଜଗା ଦର୍ଶନ ପାଇଁ ବିଚାର ବିମର୍ଶ ଚାଲିଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଅନଲାଇନ୍ ମାଧ୍ୟମରେ…

ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ୧୧ ପର‌୍ୟ୍ୟନ୍ତ ଜିଲ୍ଲା ସମ୍ପୂର୍ଣ୍ଣ ସଟ୍ ଡାଉନ୍ ରହିବ ।…

ରାଜ୍ୟର ସବୁ କୋଭିଡ୍ ହସପିଟାଲର ଯାଂଚ ହେବ: ଅଗ୍ନିଶମ ଡିଜି

ଭୁବନେଶ୍ୱର: ଅହମ୍ମଦାବାଦର କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ଜୀବନ ଚାଲିଯିବା ପରେ ଆମ ରାଜ୍ୟର ବିଭିନ୍ନ କୋଭିଡ୍ ହସପିଟାଲରେ ଥିବା ଅଗ୍ନି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି । ଏଭଳି ସ୍ଥିତିରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍ କରି ସ୍ପଷ୍ଟ କରିଛନ୍ତି ଯେ,…

ଅହମ୍ମଦାବାଦ ଅଗ୍ନିକାଣ୍ଡ: ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟର ଅହମ୍ମଦାବାଦରେ କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ରେ ନବୀନ ଲେଖିଛନ୍ତି ଯେ, ଦୁର୍ଘଟଣାରେ ସେ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଏଭଳି ଦୁଃଖଦ ସ୍ଥିତିର…

ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଗତ ଅଗଷ୍ଟ ୧ ତାରିଖରେ ବିଭାଗର ଜଣେ ଫାଇନାନ୍ସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରାୟ ୨୦ ଜଣ ଅଧିକାରୀ କୋଭିଡ ଟେଷ୍ଟ କରାଇଥିଲେ ।…

ଖୋର୍ଦ୍ଧା ଏସପି କରୋନା ସଂକ୍ରମିତ

ଭୁବନେଶ୍ୱର: ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁ କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏନେଇ ନିଜେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ପୂର୍ବରୁ ଜିଲ୍ଲା ପୋଲିସ ମୁଖ୍ୟାଳୟର ଜଣେ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାପରେ ଅନ୍ୟ କର୍ମଚାରୀଙ୍କର…

୧୦ କରୋନା ଯୋଦ୍ଧାଙ୍କ ସମେତ ମାଲକାନଗିରିରେ ୭୨ ଆକ୍ରାନ୍ତ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରୁ ୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ ମାଲକାନଗିରି…