Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ରାଜ୍ୟରୁ ୪୬୭ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଖସିଛି କରୋନା ସଂକ୍ରମଣ ମାମଲା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୬୭ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୬୬ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ । ଗତକାଲି ରାଜ୍ୟରୁ ଚିହ୍ନଟ ହୋଇଥିଲେ ୫୨୧…

ଉପର ତଳ କରୋନା ଗ୍ରାଫ୍: ଆଜି ରାଜ୍ୟରୁ ୫୨୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ତଳ ହେଉଛି । କେବେ ୫୦୦ ତ କେବେ ୬୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି . ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୫୨୧ ଜଣ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୬୫ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ…

ଆଜି ରାଜ୍ୟରେ ସାମାନ୍ୟ ବଢ଼ିଛି କରୋନା କେସ୍, ୬୧୫ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ଲାଟ୍ୟୁ ସ୍ଥିତିରେ ରହିଛି । କେବେ ସାମାନ୍ୟ ବଢୁଚି ତ କେବେ ଖସୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୧୫ ଆକ୍ରାନ୍ତ । ଏହି ସମୟରେ ୬୨ହଜାର ୬୭୫ କୋଭିଡ୍ ଟେଷ୍ଟ ହୋଇଛି । ଆଜି ୧୮ ବର୍ଷ ଭିତରେ ଆଉ ୬୮ ଜଣ ସଂକ୍ରମିତ ହୋଇଛନ୍ତି । ୨୨…

‘ପାର୍ବଣ ଆସନ୍ତାବର୍ଷ ବି ଆସିବ, ପ୍ରଥମେ ଜୀବନ ରହୁ’

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । ପ୍ଲାଟ୍ୟୁ ସ୍ଥିତିରେ ରହିଛି ସଂକ୍ରମଣ । କିନ୍ତୁ ପାର୍ବଣରେ ବଜାରରେ ଲୋକଙ୍କ ଭିଡ ବଢୁଛି । ଏମିତି ହେଲେ ପୁଣି ଥରେ ସଂକ୍ରମଣ ଉପରମୁହାଁ ହୋଇପାରେ ବୋଲି ଚେତେଇ ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି,…

ଦୈନିକ କରୋନା ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ପ୍ରତିଦିନ ଯେତିକି ସଂକ୍ରମିତ ବାହାରୁଛନ୍ତି ତାର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ…

ରାଜ୍ୟରେ ଆଜି ୫୦୦ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ହେଉଛି । କେବେ ୫୦୦ ଶହ ପାର କରୁଛି ତ କେବେ ଖସୁଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୪୪୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୯ଟି । ୧୮ ବର୍ଷ ଭିତରେ ଆଉ ୫୯ ଜଣ ସଂକ୍ରମିତ…

ଆଜି ରାଜ୍ୟରୁ ୬୫୨ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ବଢିଛି କରୋନା ସଂକ୍ରମଣ । ପାଖାପାଖି ଶହେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ୬୫୨ ପଜିଟିଭ୍ ବାହାରିଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୫୨୬ । ଆଜି ୨୪ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ…

ନିଷ୍ପତ୍ତି ବଦଳାଇଲା ବ୍ରିଟେନ୍: କୋଭିସିଲ୍ଟର ୨ଟି ଡୋଜ୍ ନେଇଥିବା ଭାରତୀୟଙ୍କୁ କ୍ୱାରେଣ୍ଟିନ୍ ମନା

ନୂଆଦିଲ୍ଲୀ: ଭାରତର କଠୋର ଆଭିମୁଖ୍ୟ ପରେ ନରମ ପଡ଼ିଲା ବ୍ରିଟେନ୍ । ଏଣିକି କୋଭିସିଲ୍ଡ ଟିକାର ଦୁଇଟି ଡୋଜ୍ କିମ୍ବା ବ୍ରିଟେନ ମଞ୍ଜୁର କରିଥିବା ଟିକା ନେଇଥିବା ଭାରତୀୟଙ୍କୁ ବ୍ରିଟେନରେ କ୍ୱାରେଣ୍ଟିନରେ ରହିବାକୁ ପଡ଼ିବ ନାହିଁ । ଆସନ୍ତା ସୋମବାରରୁ ଏହି ନିୟମ ଲାଗୁ ହେବ । ଭାରତରେ…

ରାଜ୍ୟରେ ୪୫୩ ନୂଆ ଆକ୍ରାନ୍ତ; ୫୩ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ଖସୁଛି ଦୈନିକ କରୋନା ମାମଲା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୫୩ଟି କରୋନା ମାମଲା ରିପୋର୍ଟ ହୋଇଛି। ସେଥିରୁ ୧୮ ବର୍ଷ ଭିତରେ ୫୩ ଜଣ ଛୁଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୬୫ ଜଣ କ୍ବାରେଣ୍ଟାଇନ୍‌ରୁ ଥିବା ବେଳେ ଲୋକାଲ୍‌ କେସ୍‌ ରହିଛି ୧୮୮।…

ଆଜି ୧୮ ଜିଲ୍ଲାରୁ ୪୦୭ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ ସଂକ୍ରମିତ । ୧୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟାଇନରୁ ୨୩୮ ଓ…