Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କୋଭିଡ ଯୋଦ୍ଧାଙ୍କ ପାଇଁ ୧ ମିନିଟ୍ ନିରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ୧ ମିନିଟ୍ ନିରବ ପ୍ରାର୍ଥନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇଛନ୍ତି । କୋଭିଡ ଯୋଦ୍ଧାଙ୍କ ପାଇଁ ଟିଭି, ସୋସିଆଲ ମିଡିଆ ଜରିଆରେ ଶପଥ ପାଠ ମଧ୍ୟ କରାଇଛନ୍ତି । ରାଜ୍ୟରେ ୨୫ ହଜାରରୁ ଅଧିକ କରୋନା…

ଗଂଜାମରେ ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଗଞ୍ଜାମ: ଗଂଜାମରେ ଆଜି ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି । ଏନେଇ ଗଂଜାମ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେବା ସହ ଦୁଃଖ ପ୍ରକାଶ ମଧ୍ୟ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଆମେ ଆମ କୋଭିଡ ଯୋଦ୍ଧାଙ୍କୁ ହରାଇଛୁ। ଜିଲ୍ଲା ପ୍ରଶାସନ ମୃତ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ…

ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ । ଏହାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ବ୍ରହ୍ମପୁର ଏମ୍‌କେସିଜିରେ ପ୍ଲାଜମା ବ୍ୟାଙ୍କ…

ରେକର୍ଡ, ଦିନକରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି । ଓଡ଼ିଶାରେ ଦିନକରେ ରେକର୍ଡ ସଂଖ୍ୟାକ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ସାରା ରାଜ୍ୟରୁ ୧୨୫୫ ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାରୁ ଆରୋଗ୍ୟ ସଂଖ୍ୟା…

ବାହାର ଲୋକଙ୍କୁ ରାଉରକେଲା ମହାନଗର ନିଗମ ଅଫିସ ମନା

ରାଉରକେଲା: ରାଉରକେଲା ମହାନଗର ନିଗମ ଅଫିସ୍‌କୁ ପ୍ରବେଶ ମନା । ସାଧାରଣ ଲୋକଙ୍କୁ ଆର୍‌ଏମ୍‌ସି ଅଫିସ ଯିବାକୁ ବାରଣ କରାଯାଇଛି । ଅଫିସରରେ ୪ ଜଣ ଇଂଜିନିୟରଙ୍କ ସହ କିଛି କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ଏଥିସହ ଅଗଷ୍ଟ ୩୧ ଯାଏଁ ଅଫିସ ଭିତରକୁ ସାଧାରଣ…

ଭୁବନେଶ୍ୱରରେ ପୁଣି ୧୩୭ ପଜିଟିଭ, ମୋଟ ସଂଖ୍ୟା ୩୩୫୪କୁ ବୃଦ୍ଧି

ଭୁବନେଶ୍ୱର: କରୋନା କବଳରେ ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ୧୩୭ ପଜିଟିଭ ବାହାରିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଂଟାଇନ୍ ସେଂଟର ଓ ୨୪ ଜଣଙ୍କ ସ୍ଥାନୀୟ ଅଚଂଳ ଅଛନ୍ତି । ଏଥିସହ ୧୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି…

ପ୍ରସିଦ୍ଧ ଗାୟକ ଏସ୍‌ପି ବାଲସୁବ୍ରମଣ୍ୟମ କରୋନା ପଜିଟିଭ

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଏସପି ବାଳସୁବ୍ରମଣ୍ୟମ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ବିଷୟରେ ସେ ନିଜେ ବୁଧବାର ଏକ ଭିଡିଓ ଜାରି କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କୁ କିଛି ଦିନ ତଳେ ଜ୍ବର,ଥଣ୍ଡା ହୋଇଥିଲା, ଯାହା ପରେ ତାଙ୍କର କୋଭିଡ-୧୯ ଟେଷ୍ଟ କରାଯାଇଥିଲା। ପରେ ସେ କୋଭିଡ…

‘ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ପାଇଁ ନୁହେଁ, କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିବୁ’

ଭୁବନେଶ୍ୱର: କାରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ଏଥିସହ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଏହି…

କୋଭିଡ୍‌ ମୁକାବିଲା: ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ହେଲେ ୪୭୭ ପିଜି ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଏଥିରେ ଅଙ୍କୁଶ ଲଗାଇବା ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ସରକାରଙ୍କୁ ନିଯୁକ୍ତି ଦେଇଛନ୍ତି ।…

କରୋନାରେ ଗଲା ଆଉ ୯ ମୁଣ୍ଡ, କେନ୍ଦୁଝର ଜିଲ୍ଲାରେ ପ୍ରଥମ ମୃତ୍ୟୁ

ଭୁବନେଶ୍ୱର: ମାଡୁଛି ସଂକ୍ରମଣ, ରାଜ୍ୟରେ ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ଆଉ ୯ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ…