Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରେ ଆଉ ୧୪୯ ପଜିଟିଭ ଚିହ୍ନଟ, ୧୪୫ ସୁସ୍ଥ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଦିନକୁ ଦିନ ଏଠି ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୧୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଅଛନ୍ତି । ଏହା ସହ ରାଜଧାନୀରେ ୧୪୫…

ସବୁ ରେକର୍ଡ ଭାଙ୍ଗିଲା ଭାରତ, କରୋନାରୁ ଦିନକରେ ୪୪,୩୦୬ ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନାର କୋପ ଜାରି ରହିଛି । ଦିନକୁ ଦିନ ବୃଦ୍ଧି ପାଉଛି ସଂକ୍ରମଣ ସଂଖ୍ୟା । ତେବେ ସେହି ଅନୁସାରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଗତ ୨୪ ଘଂଟାରେ ଭାରତରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦିନକରେ ୪୪ ହଜାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…

ଆଜିଠୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ ନୋଡାଲ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ଅନଲାଇନ ତାଲିମ ଦିଆଯାଇଛି । ପ୍ରଥମ ଦିନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସଚିବ…

ଭୀମସାର୍‌ର ୯ ଡାକ୍ତରଙ୍କୁ କରୋନା

ସମ୍ବଲପୁର: ଏବେ କିଲର ଭାଇରସ କରୋନା କବଳରେ କୋଭିଡ ଯୋଦ୍ଧା । ବର୍ଲା ଭୀମସାରର ୯ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମେଡିସିନ ବିଭାଗର ୯ ଡାକ୍ତରଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ମେଡିସିନ ବିଭାଗର ଓପିଡିକୁ ଆଜି ପାଇଁ ବନ୍ଦ ରଖାଯାଇଛି । ଏନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର…

ଦୁଇ କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରୁ ୬୪ ନୂଆ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୬୨୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

କ୍ରାନ୍ତି ଦିବସରୁ ସ୍ୱାଧୀନତା ଦିବସ ଯାଏଁ ବ୍ୟାପକ ରକ୍ତ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ ରକ୍ତର ଅଭାବ ପୂରଣ ପାଇଁ ଓଡିଶା ମୋ ପରିବାର ପକ୍ଷରୁ ବ୍ୟାପକ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସରୁ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଯାଏଁ ସପ୍ତାହବ୍ୟାପୀ ୩୨ଟି ସାଙ୍ଗଠନିକ ଜିଲ୍ଲାରେ ରକ୍ତଦାନ ସଂଗ୍ରହ ଅଭିଯାନ ଚାଲିବ । ଏହି…

ଅଗଷ୍ଟରେ କରୋନା ଶୀର୍ଷ ସ୍ତରକୁ ଯାଇ ନିୟନ୍ତ୍ରଣକୁ ଆସିବ: ଆଇଏଲଏସ

ଭୁବନେଶ୍ୱର: ମୌସୁମୀ ଓ ପ୍ରବାସୀଙ୍କ ଯୋଗୁଁ ଜୁନ୍ ମାସ ରାଜ୍ୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା । ଜୁଲାଇ ମାସରେ ଦିନକୁ ସଂକ୍ରମଣ ସଂଖ୍ୟା ୧୬ଶହ ପାଖାପାଖି ପହଁଚିଗଲା । ଏଭଳି ସ୍ଥିତିରେ ଅଗଷ୍ଟ ମାସରେ କରୋନା ସ୍ଥିତି ରାଜ୍ୟରେ ଶୀର୍ଷ ସ୍ତରକୁ ଯାଇ ତାପରେ ନିୟନ୍ତ୍ରଣକୁ ଆସିବ ବୋଲି କହିଛନ୍ତି…

କଂସେଇ ସାଜିଲା ମଣିଷ, ନିଆଁରେ ଜଳିଲା ମାନବିକତା !

ତାମିଲନାଡୁ: କରୋନା କହରରେ ଥରହର ସାରା ବିଶ୍ୱ । ଏଥିରୁ ଭାରତ ବାଦ୍ ପଡିବ ବା କେମିତି ? । ଭଡାଟିଆଙ୍କୁ କିଛି ମାତ୍ରାରେ ରିହାତି ଦେବାକୁ ଭାରତ ସରକାର ଘର ମାଲିକଙ୍କୁ ପରାମର୍ଶ ଦେଇଥିଲେ । ହେଲେ ଚେନ୍ନାଇରେ କିଛି ବ୍ୟତିକ୍ରମ ହେବା ପରେ ଜଣେ ବ୍ୟକ୍ତି ଆମଦାହ କରିବାକୁ ଉଚିତ ମଣିଥିଲେ ।…

ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୮୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଓଡ଼ିଶାରେ ଆଉ ୯ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୬

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ମୁଣ୍ଡ ନେଉଛି ଭୂତାଣୁ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ପ୍ରାଣ ଯାଇଥିବା ବେଳେ ଖୋର୍ଦ୍ଧା, ପୁରୀ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ…