Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक…

ଭୁବନେଶ୍ୱରରେ ଖୋଲିଲା ସପିଂ ମଲ୍‌

ଭୁବନେଶ୍ୱର: ପ୍ରାୟ ସାଢ଼େ ୪ ମାସ ପରେ ରାଜଧାନୀ ଭୁବନେଶ୍ୱରରେ ଖୋଲିଲା ସପିଂ ମଲ୍ । ବିଏମ୍‌ସିର ନୂଆ ଗାଇଡଲାଇନ୍ ଅନୁସାରେ ଏହି ମଲ୍ ସବୁକୁ ଖୋଲା ଯାଇଛି । ସପ୍ତାହନ୍ତ ସଟ୍ ଡାଉନ୍ ପାଇଁ ଆଜି ଦିନ ଗୋଟାଏ ପର୍ଯ୍ୟନ୍ତ ମଲ୍ ଗୁଡିକ ଖୋଲାରହିଥିଲା । ପ୍ରଥମ ଦିନରେ ବିଭିନ୍ନ ମଲ୍ ଗୁଡିକରେ କୋଭିଡ୍…

‘ବିଜେଡି ନେତା ସାଜିଛନ୍ତି କରୋନା ସୁପର ସ୍ପ୍ରେଡର’

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏଥିପାଇଁ ଚାରିଆଡେ କୋଭିଡ କଟକଣା ଲାଗୁ କରିଛନ୍ତି ସରକାର । ତେବେ କୋଭିଡ କଟକଣାକୁ ନେଇ ଏବେ କିନ୍ତୁ ରାଜନୀତି ଜୋର୍ ଧରିଛି । ବିଜେଡି ନେତାମାନେ କୋଭିଡ ନିୟମ ଭାଙ୍ଗୁଥିବା ନେଇ ବିରୋଧୀ ଅଭିଯୋଗ କରିଛନ୍ତି । ବିଜେଡିର ଜଣେ ନେତା…

ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା । ଚାରିଆଡେ କରୋନାର କୋପ ଜାରି ରହିଛି । ଏଥିଲାଗି କୋଭିଡ ମୁକାବିଲା ଲାଗି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକ ଆସନ୍ତା ଅଗଷ୍ଟ ୩୧ ବନ୍ଦ ରହିବ । ଏନେଇ ରାଜ୍ୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛି…

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ର ଶିକ୍ଷକମାନେ ତାଲିମ ନେବେ । ପରୀକ୍ଷାରେ ସଫଳତା ହାର ବଢାଇବା ଲାଗି ଗଣଶିକ୍ଷା…

ସୁନ୍ଦରଗଡରେ ୧୫ ଶହ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୭୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୧୧ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ମାଲକାନଗିରିରେ ବଢୁଛି କରୋନା ସଂକ୍ରମଣ; ୨୪ ପଜିଟିଭ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । https://twitter.com/dm_malkangiri/status/1289798067944734720?s=19…

ରାଜ୍ୟରେ ଗଡ଼ିଲା ଆଉ ୧୦ କରୋନା ଆକ୍ରାନ୍ତଙ୍କ ମୁଣ୍ଡ; ମୋଟ ସଂଖ୍ୟା ଛୁଇଁଲା ୧୯୩

ଭୁବନେଶ୍ୱର: କରୋନାରେ ପୁଣି ଯାଇଛି ୧୦ ଜୀବନ । ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରୁ ୪, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧୮୭କୁ ବୃଦ୍ଧି ପାଇଛି କରୋନା…

୨୪ ଘଣ୍ଟାରେ ୧୪୩୪ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୩୫ ହଜାର ପାଖାପାଖି ପହଞ୍ଚିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୪୩୪ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…

ଉପରମୁଁହା କୋଭିଡ ଗ୍ରାଫ: ୨୪ ଘଣ୍ଟା, ୫୪ ହଜାର ଆକ୍ରାନ୍ତ, ୮୫୩ ମୃତ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୪,୭୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୮୫୩ ଜଣଙ୍କର ଜୀବନ ଯାଇଛି । ହୁ…