Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଉରକେଲା ଆଇଜିଏଚ୍‌ରେ ଖୋଲିଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଇସ୍ପାତ ନଗରୀ ରାଉରକେଲା ଆଇଜିଏଚ୍‌ରେ ଖୋଲିଲା ପ୍ଲାଜମା ବ୍ୟାଙ୍କ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ପ୍ଲାଜମା ବ୍ୟାଙ୍କର ଲୋକାର୍ପିତ କରିଛନ୍ତି । ଏହା ହେଉଛି ରାଜ୍ୟର ତୃତୀୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ ।…

ଦେଶରେ ବଢ଼ୁଛି ସୁସ୍ଥ ହାର, କମୁଛି ମୃତ୍ୟୁ ହାର: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଇଁ ଆସିଛି ଆଶ୍ୱସ୍ତିକର ଖବର । କୋଭିଡ-୧୯ରେ ଏଯାଏଁ ରେକର୍ଡ ସଂଖ୍ୟକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ ଦୁଇ ତୃତୀୟାଂଶ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଏନେଇ ଆଜି ଗ୍ରୁପ୍ ଅଫ୍ ମିନିଷ୍ଟର୍ସ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ.ହର୍ଷବର୍ଦ୍ଧନ…

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ଶୁକ୍ରବାର ଦିନ ୨୮ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୭୧ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଅନୁଗୁଳରେ ଅଗଷ୍ଟ ୩୧ ଯାଏଁ କଟକଣା

ଅନୁଗୁଳ: ରାଜ୍ୟରେ ଜାରି ରହିଛି କରୋନା କୋପ । ଦିନକୁ ୧ ହଜାରୁ ଅଧିକ ସଂକ୍ରମିତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଅନୁଗୁଳରେ ଅଗଷ୍ଟ ୩୧ ଯାଏଁ କଟକଣା ଲାଗୁ କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି । ସମସ୍ତ ହାଟ, ମାର୍କେଟ ଅଗଷ୍ଟ ୩୧ଯାଏଁ ବନ୍ଦ ରହିବ ।ସକାଳ ୭ଟାରୁ ଦିନ…

ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ଆଜି ରାଜ୍ୟର ସମସ୍ତ ରେଂଜ ଆଇଜି, ଡିଆଇଜି, ସମସ୍ତ ଜିଲ୍ଲା ଏସପି, ଟ୍ୱିନ ସିଟି ଡିଏସପି ଏବଂ କଟକ ଓ ରାଉରକେଲା ରେଳବାଇ ଏସପିଙ୍କ ସହ ଭିଡିଓ କନଫରେନ୍ସିଂରେ ବିିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଜଣେ ପୋଲିସ କର୍ମଚାରୀ ଓ ଅଧିକାରୀ…

ମୁଖ୍ୟମନ୍ତ୍ରୀଙ୍କୁ ପିସିସି ସଭାପତିଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ଚିଠିରେ ପିସିସି ସଭାପତି ଦର୍ଶାଇଛନ୍ତି ଯେ, ରାଜ୍ୟରେ ତୁରନ୍ତ କରୋନା ମୁକାବିଲା ପାଇଁ ପଦକ୍ଷେପ ନିଆନଗଲେ ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର…

ଅଗଷ୍ଟରେ ଦିନକୁ ୨୦ ହଜାର ଟେଷ୍ଟ କରାଯିବ: ଆଇଏଲଏସ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବଢିବ କରୋନା ପରୀକ୍ଷା ସଂଖ୍ୟା । ବର୍ତମାନ ଦିନକୁ ୧୨ ହଜାରରୁ ଅଧିକ ପରୀକ୍ଷା ହେଉଛି । ଆଗକୁ ଅଗଷ୍ଟ ମାସରେ ଦିନକୁ ୨୦ ହଜାର ଟେଷ୍ଟ କରାଯିବ । ଏଥିରୁ ୮ ହଜାର ଆରଟି-ପିସିଆର ଏବଂ ବାକି ଆଂଟିଜେନ୍ ଟ୍ରୁନଟ୍ ଟେଷ୍ଟ ହେବ । ରାଜ୍ୟରେ ବର୍ତ୍ତମାନ ଆଂଟିଜେନ୍ କିଟ୍‌ର ଅଭାବ…

ଗଞ୍ଜାମ କୋଭିଡ୍: ତିନି ମାସରେ ୨ରୁ ୧୦ ହଜାର କରୋନା କେସ୍

ଗଞ୍ଜାମ: ୧୦ ହଜାର ପାର କରିଛି ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୬୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୩୬୪କୁ ବୃଦ୍ଧି ପାଇଛି । ତିନି ମାସରେ ଦୁଇରୁ ଦଶ ହଜାର ଗଞ୍ଜାମ ଜିଲ୍ଲାରେ ପ୍ରବାସୀ…

ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦିନରେ ୯୨ ପଜିଟିଭ୍

ଢେଙ୍କାନାଳ: କରୋନା ଲମ୍ବା ଲମ୍ଫ ମାରିଛି ଢେଙ୍କାନାଳ ଜିଲ୍ଲାରେ । ଗୋଟିଏ ଦିନରେ ଏକାସଙ୍ଗେ ବାହାରିଛି ୯୨ଟି ନୂଆ ପଜିଟିଭେ କେସ୍ । ଏଯାଏଁ ଜିଲ୍ଲାରେ ସର୍ବାଧିକ । ପୂର୍ବରୁ କେବେ ୨୪ ଘଣ୍ଟାରେ ଏତେ ସଂଖ୍ୟକ ସଂକ୍ରମିତ ହୋଇ ନଥିଲେ । ୯୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଢେଙ୍କାନାଳ ଜିଲ୍ଲାରେ…

ଓଡ଼ିଶାରେ ଆଉ ୮ ପ୍ରାଣ ନେଲା ପ୍ରାଣଘାତୀ କରୋନା

ଭୁବନେଶ୍ୱର: ରାଜ୍ୟରେ ୧୪ ଶହ ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟାରେ ଆଉ ୮ ଜଣଙ୍କର ଜୀବନ ନେଇଛି କରୋନା । ଗଞ୍ଜାମ ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ନୟାଗଡ, ଗଜପତି, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ…