Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ କରୋନା ସ୍ଥିତି : ବିଜେପି ବନାମ ବିଜେଡି

ଭୁବନେଶ୍ୱର: କରୋନା ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ସାହାଯ୍ୟ ଓ ହସ୍ତକ୍ଷେପ ଲୋଡନ୍ତୁ । ପ୍ରେସମିଟ୍ କରି ଆଜି ରାଜ୍ୟ ବିଜେପି ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି ଯେ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ଦିଲ୍ଲୀ…

ରାଜ୍ୟରେ ୫ ଲକ୍ଷ ଟପିଲା କରୋନା ଟେଷ୍ଟିଂ

ଭୁବନେଶ୍ୱର: ଓଡିଶାରେ ୫ ଲକ୍ଷ ଟପିଛି କରୋନା ଟେଷ୍ଟ ସଂଖ୍ୟା । ଗତ ୧୦ ଦିନ ଭିତରେ ରାଜ୍ୟରେ କୋଭିଡ୍ ଟେଷ୍ଟ ସଂଖ୍ୟା ଲକ୍ଷେ ଟପିଛି । ଅଧିକ ଟେଷ୍ଟ କରାଯାଉଥିବାରୁ ଅଧିକ ପଜିଟିଭ୍ ବାହାରୁଛି ଏବଂ ଆସନ୍ତା ଦିନରେ ରାଜ୍ୟରେ ଟେଷ୍ଟିଂ ଆହୁରି ଅଧିକ କରାଯିବ ବୋଲି ଜାତୀୟ ସ୍ୱାସ୍ଥ୍ୟ ମିଶନ…

ରାଜ୍ୟରେ ଯଥେଷ୍ଟ ପରିମାଣର ଔଷଧ ରହିଛି: ସରକାର

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ରାଜ୍ୟବାସୀଙ୍କୁ ନିଶ୍ଚିନ୍ତ ରହିବାକୁ ପରାମର୍ଶ ଦେଇଛନ୍ତି ସରକାର । ପ୍ରେସମିଟ୍ କରି ସରକାର ସୂଚନା ଦେଇଛନ୍ତି ଯେ, ରାଜ୍ୟରେ ଯଥେଷ୍ଟ ଔଷଧ ମହଜୁଦ ରହିଛି । ରାଜ୍ୟବାସୀ ନିଶ୍ଚିନ୍ତ ରୁହନ୍ତୁ । କୋଭିଡ୍ ଟିକା ପ୍ରସ୍ତୁତ…

ଟିକା ଆସିବା ଯାଏଁ କରୋନାକୁ ଦୂର କରିବ ସାମାଜିକ ଟିକା

ଭୁବନେଶ୍ୱର: ରାଜ୍ୟକୁ ଖୁବଶୀଘ୍ର ଆସିବ କରୋନା ଟିକା । ତେବେ ଟିକା ଆସିବା ଯାଏ ସମସ୍ତଙ୍କ ପାଖରେ ରହିଛି କରୋନାକୁ ଦୂର କରିବାର ଟିକା, ସାମାଜିକ ଟୀକା । ରାଜ୍ୟରେ କରୋନା ସ୍ଥିତି ବାବଦରେ ସୂଚନା ଦେଇ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳୀନି ପଣ୍ଡିତ କହିଛନ୍ତି ଯେ, ଟୀକା ଆସିବା ଯାଏ…

କଟକରେ ୨ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ଗୁରୁବାର ଦିନ ୯୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୦୪୩ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଭୁବନେଶ୍ୱରରେ ବାହାରିଲେ ଆଉ ୧୦୫ ପଜିଟିଭ, ସୁସ୍ଥ ହେଲେ ୧୨୩

ଭୁବନେଶ୍ୱର: ଦିନକୁ ଦିନ ସଂକ୍ରମିତ ହୋଇ ଚାଲିଛି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ଆଉ ୧୦୫ ପଜିଟିଭ ବାହାରିଛନ୍ତି । କ୍ୱାରେଂଟାଇନ୍‌ରୁ ୫୯ ଏବଂ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି…

ପ୍ଲାଜମା ଦେଲେ ପୋଲିସ କର୍ମୀ

କଟକ: ରାଜ୍ୟରେ ଗୁରୁତର କୋଭିଡ୍ ରୋଗୀଙ୍କ ଚିକିତ୍ସାରେ ସଫଳ ହେଉଛି ପ୍ଲାଜମା ଥେରାପି । ଆଜି ଆଉ ଦୁଇ ଜଣ ପୋଲିସ କର୍ମୀ ସେମାନଙ୍କ ପ୍ଲାଜମା ଦେଇଛନ୍ତି । କଟକ ଏସସିବି ବଡ ମେଡିକାଲରେ ପ୍ଲାଜମା ଦେଇଥିବା ଦୁଇ ଜଣ ପୋଲିସ କର୍ମୀ ହେଲେ ରବିନ୍ଦ୍ରନାଥ ମହାରଣା ଏବଂ ସୁଦର୍ଶନ ସେଠୀ । ଉଭୟ ପୋଲିସ…

କୋଭିଡ୍ ଯୋଦ୍ଧା ଓ ସୀମିତ ଲୋକଙ୍କୁ ନେଇ ପାଳନ ହେବ ସ୍ୱାଧୀନତା ଦିବସ

ଭୁବନେଶ୍ୱର: କୋଭିଡ କଟକଣା ମଧ୍ୟରେ ପାଳନ ହେବ ସ୍ୱାଧୀନତା ଦିବସ, ସେନେଇ ସମସ୍ତ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନେଇ ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜାତୀୟ ଦିବସ ପାଳନ କମିଟି ବୈଠକ ବସିଛି । ଗୃହ…

କରୋନା ପଜିଟିଭ ଚିହ୍ନଟ ପରେ ଭୀମ ଭୋଇ ମେଡିକାଲ୍ କଲେଜର ଆଇସିୟୁ ସିଲ୍‌

ବଲାଙ୍ଗିର: କରୋନା ସଂକ୍ରମିତ ୩ ଜଣ ରୋଗୀ ଚିହ୍ନଟ ହେବା ପରେ ଗୁରୁବାର ଦିନ ଭୀମ ଭୋଇ ମେଡିକାଲ୍ କଲେଜର ଆଇସିୟୁ ଯୁନିଟକୁ ସିଲ୍ କରି ଦିଆଯାଇଛି । ମେଡିକାଲ୍ କଲେଜର ସୁପରିଟେଣ୍ଡେଣ୍ଟ ମହେନ୍ଦ୍ର ନାୟକ କହିଛନ୍ତି ଯେ ଆଇସିୟୁର ରୋଗୀ ମାନଙ୍କୁ ଅନ୍ୟ ହସ୍ପିଟାଲକୁ ପଠାଯିବା ଲାଗି ବ୍ୟବସ୍ଥା…

ବଢୁଛି ସ୍ଥାନୀୟ ସଂକ୍ରମଣ: କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା କଟକ ମାଲଗୋଦାମ ବେହେରା ସାହି

କଟକ: କଟକରେ ଦିନକୁ ଦିନ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । କଟକ ମହାନଗର ନିଗମ ୩୮ ନମ୍ବର ୱାର୍ଡ ଅନ୍ତର୍ଗତ ମାଲଗୋଦାମ ବେହେରା ସାହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ସମ୍ପୃକ୍ତ ଅଞ୍ଚଳରେ ଏକାଧିକ…