Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଗଞ୍ଜାମ ଜିଲ୍ଲାର ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ କରୋନା ବେକାବୁ । ମାଡ଼ି ମାଡ଼ି ଚାଲିଥିବା ବେଳେ ମୁକାବିଲା ପାଇଁ କୋଭଡ୍ କଟକଣାକୁ କଡ଼ାକଡ଼ି କରିବା ସହ ଜନସଚେତନତାକୁ ଗୁରୁତ୍ୱ ଦେଉଛି ଜିଲ୍ଲା ପ୍ରଶାସନ । ଏବେ ଗଞ୍ଜାମ ଜିଲ୍ଲାରେ ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ ଜାରି କରାଯାଇଛି । ଦୋକାନ ଆଗରେ ଡବଲ୍…

ଭଦ୍ରକ ପୌରପାଳିକାର ୧୨ଟି ଓ୍ୱାର୍ଡ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭଦ୍ରକ ସହରରେ ଲୋକାଲ୍ କଣ୍ଟାକ୍ଟ କେସ୍ ବି ବଢୁଛି । ସ୍ଥାନୀୟ ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଭଦ୍ରକ ପୌରପାଳିକାର ୧୨ଟି ଓ୍ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । କଣ୍ଟେନମେଣୋଟ ଜୋନ୍ ଘୋଷଣା…

କର୍ମଚାରୀ କରୋନା ସଂକ୍ରମିତ ପରେ ନିଶ୍ଚିତକୋଇଲି ବ୍ଲକ ଅଫିସ ବନ୍ଦ

କଟକ: ତିନି ଦିନ ବନ୍ଦ ରହିବ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅଫିସ । ୧୭ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ପ୍ରଶାସନ । ସୂଚନା ଦେଇଛନ୍ତି ନିଶ୍ଚିତକୋଇଲି ବିଡିଓ । ପଜିଟିଭ୍ ଚିହ୍ନଟ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ କୁହାଯାଇଛି ।…

ପୋଲିସ ହାବୁଡରେ କରୋନା ବାବା !

ହାଇଦ୍ରାବାଦ: କରୋନା ଭାଇରସ୍‌ର ଚିକିତ୍ସା କରିବା ନେଇ ପ୍ରଚାର ଜଣେ ଭଣ୍ଡବାବାକୁ ମହଙ୍ଗା ପଡିଛି । ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଭଣ୍ଡବାବା ଓ ତାଙ୍କ ସହଯୋଗୀ ହାଇଦ୍ରାବାଦରେ ଗିରଫ ହୋଇଛନ୍ତି । କରୋନା ବାବା ଭାବେ ପରିଚିତ ମହମ୍ମଦ ଇସ୍ମାଇଲ ଓ ତାଙ୍କ ସହଯୋଗୀଙ୍କୁ ଶନିବାର ସାଇଦ୍ରାବାଦ…

ରେକର୍ଡ, ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ୩୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ରେକର୍ଡ କଲା ଭାରତ । ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ଆକ୍ରାନ୍ତ । ଗତ ୨୪ ଘଂଟାରେ ୩୬ ହଜାର ୧୪୫ଜଣ କୋଭିଡ-୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଫଳରେ ଦେଶରେ ସୁସ୍ଥତା ହାର ୬୩.୯୨%କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୮ଲକ୍ଷ…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ସର୍ବାଧିକ ୮୬୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୬୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1287390679191048192?s=19…

କରୋନାରୁ ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ଭଞ୍ଜନଗର ଏସଡିଏମ

ବ୍ରହ୍ମପୁର: ଭଞ୍ଜନଗରର ସବ-ଡିଭିଜନାଲ ମାଜିଷ୍ଟ୍ରେଟ (ଏସଡିଏମ) ରାଜେନ୍ଦ୍ର ମିଞ୍ଜ କରୋନାରୁ ସୁସ୍ଥ ହେବା ପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସେ କାର୍ଯ୍ୟରେ ଯୋଗ ଦେବା ପରେ ଟ୍ୱିଟ୍ ଯୋଗେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ତାଙ୍କୁ ସ୍ୱାଗତ କରିଛନ୍ତି ।…

ଟଙ୍କା ନଦେବାରୁ ଅଧା ରାସ୍ତାରେ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ

କୋଲକାତା: ଟଙ୍କା ଦିଅ, ନହେଲେ ଆମ୍ବୁଲାନ୍ସରୁ ଓହ୍ଲାଅ । କରୋନା ରୋଗୀଙ୍କ ଆଗରେ ଏଭଳି ଦାଦାଗିରି ଦେଖାଇଛି ଜଣେ ଆମ୍ବୁଲାନ୍ସ ଡ୍ରାଇଭର । କେବଳ ସେତିକି ନୁହେଁ ଗୁରୁତର ରୋଗୀଙ୍କ ଠାରୁ ଅକ୍ସିଜେନ୍ ପାଇପ୍ ମଧ୍ୟ କାଢ଼ିବାକୁ ପଛଇନି । ଏଭଳି ଘଟଣା ଘଟିଛି କୋଲକାତାରେ । କୋଲାକାତାର…

ଭୁବନେଶ୍ୱରରେ ହଜାରେ ଡେଇଁଲା କରୋନା ଆକ୍ଟିଭ କେସ୍‌; ନୂଆ ୧୬୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ସିଲଭର ସିଟି କଟକରେ ଆଉ ୫୭ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଉପରମୁହାଁ ରହିଛି କରୋନା । ପ୍ରତିଦିନ ହଜାରେ ଉପରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାରି ଭିତରେ ଆଜି କଟକ ମହାନଗର ନିଗମରୁ ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରରୁ ୧୧, ହୋମ୍ କ୍ୱାରେଂଟାଇନ୍‌ରୁ ୩୮, ପେଡ୍ କ୍ୱାରେଂଟାଇନ୍‌ରୁ ୨ ଓ ସ୍ଥାନୀୟ…