Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ଓଡ଼ିଶାରୁ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୦.୯୫%

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମୁଛି କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟରେ ରାଜ୍ୟରେ ୬୦ହଜାର ୭୨୨ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ଆଉ ୫୮୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୭୭ ଜଣ ସଂକ୍ରମିତ ଅଛନ୍ତି । ୮ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି ।…

କମୁଛି କରୋନା କାୟା: ଆଜି ଓଡ଼ିଶାରୁ ୪୨୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୨୮ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୬ । ୧୮ ବର୍ଷ ଭିତରେ ଆଉ ୫୫ ଜଣ ଆକ୍ରାନ୍ତ ଚିହ୍ନଟ…

ଓଡ଼ିଶାରେ ୫୦୦ ତଳକୁ ଖସିଲା ଦୈନିକ କରୋନା କେସ, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ବର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୭୧ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ୧୮ ବର୍ଷ ବର୍ଗରେ ଆଉ ୫୭ ଜଣ ପଜିଟିଭ ବାହାରିଛନ୍ତି। ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି।…

ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ନେଲେଣି ଟିକାର ଡବଲ୍ ଡୋଜ୍

ଭୁବନେଶ୍ୱର: ରାଜଧାନୀରେ ଟିକାକରଣରେ ଆଉ ଗୋଟିଏ ମାଇଲଖୁଣ୍ଟ । ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୨ହଜାର ୭୧୬ ଜଣ ଦୁଇଟି ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଭୁବନେଶ୍ୱର ମୋଟ୍ ୨୨ଲକ୍ଷ ୬୬ହଜାର ୬୧ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୧୨ଲକ୍ଷ…

ଆଜି ରାଜ୍ୟରୁ ୬୪୯ କରୋନା ସଂକ୍ରମିତ, ୧୮ବର୍ଷରୁ କମ୍ ବର୍ଗରେ ୧୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । କେବେ ସାମାନ୍ ବଢୁଛି ତ କେବେ ଖସୁଛି । ୬୦୦ରୁ ୮୦୦ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୪୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବର୍ଗରେ ଆଉ ୧୦୩ ଜଣ ସଂକ୍ରମିତ…

ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୧୦ ଲକ୍ଷ ଟପିଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥତାରେ ମାଇଲଖୁଣ୍ଟ ହୋଇଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥତା ହାର ବି ବୃଦ୍ଧି ପାଉଛି । କରୋନା ସୁସ୍ଥ ସଂଖ୍ୟା ଏବେ ୧୦ ଲକ୍ଷ ଟପିଛି । ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧୦ଲକ୍ଷ ୫୪୮ ଆକ୍ରାନ୍ତ । ସୁସ୍ଥ ହାର ରହିଛି ୯୮.୫୦ ପ୍ରତିଶତ…

ଆଜି ଓଡ଼ିଶାରୁ କରୋନାରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପାଞ୍ଚ ଶହ ତଳକୁ ଖସୁନି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଛୋଟ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରେ ୬୩ ହଜାର ୧୭ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୬୩୦ ଆକ୍ରାନ୍ତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୬ ସଂକ୍ରମିତ । ରାଜ୍ୟରେ…

ରାଜ୍ୟରେ ୭୪୫ ସଂକ୍ରମିତ ଚିହ୍ନଟ; ୧୧୯ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୫ ଜଣ କରୋନା ଆକ୍ରାନ୍ତ। ଆଜି ୦-୧୮ ବର୍ଷ ଭିତରେ ୧୧୯ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୪୩୫ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ଆଜି ଓଡ଼ିଶାରୁ ୭୭୧ କରୋନା ପଜିଟିଭ୍, ଆଉ ୧୧୭ ପିଲା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ଏବେ ସ୍ଥିର ସ୍ଥିତିରେ ରହୁଛି । ୬ଶହରୁ ୮ଶହ ଭିତରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୬୫ହଜାର ୩୭ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୭୭୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ଆଉ ୧୧୭ ଜଣ ସଂକ୍ରମିତ…

ଆଜି ରାଜ୍ୟରୁ ୭୬୨ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୨ ପିଲା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନକ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କେବେ କମୁଛି କେବେ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୬୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୪୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୧୯ । ରାଜ୍ୟରେ ଆଉ ୧୦୨ ଜଣ…