Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଜୁଲାଇ ୨୮ ଯାଏଁ କନ୍ଧମାଳରେ ବଢ଼ିଲା ସଟଡାଉନ ଅବଧି

ଫୁଲବାଣୀ: କରୋନା ସଂକ୍ରମଣକୁ ରୋକିବା ପାଇଁ କନ୍ଧମାଳରେ ଜୁଲାଇ ୨୮ ଯାଏଁ ସଟଡାଉନ ଅବଧିକୁ ବୃଦ୍ଧି କରାଯାଇଥିବା ନେଇ ଜିଲ୍ଲା ପ୍ରଶାସନ ଗୁରୁବାର ଦିନ ଟ୍ବିଟ୍ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୨୯ଟି ନୂଆ କରୋନା ମାମଲା ଚିହ୍ନଟ ହେବା ପରେ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଥିଲା।…

ଥମୁନି କରୋନା: ଖୋର୍ଦ୍ଧାରେ ବସ୍ତି ବାସିନ୍ଦାଙ୍କୁ ସଚେତନ କରୁଛନ୍ତି ପ୍ରଶାସନ

ଭୁବନେଶ୍ୱର: ଖୋର୍ଦ୍ଧାରେ ବସ୍ତିବାସିନ୍ଦାଙ୍କୁ କରୋନାଭାଇରସର ଗୋଷ୍ଠୀ ସଂକ୍ରମଣରୁ ଦୂରେଇବାକୁ ଅଣ୍ଟା ଭିଡ଼ିଛି ପ୍ରଶାସନ। ଖୋର୍ଦ୍ଧା ପୋୖରାଞ୍ଚଳର ବିଭିନ୍ନ ୱାର୍ଡରେ ଥିବା ଅନେକ ବସ୍ତି କମିଟି ପ୍ରତିନିଧିଙ୍କୁ ନେଇ ଏକ ସଚେତନତା ବୈଠକ ବିଡିଏ କଲୋନୀ କଲ୍ୟାଣ ମଣ୍ଡପରେ ଆୟୋଜିତ…

କରୋନା ସଙ୍କଟ ବେଳେ ଶବସତ୍କାର ନିୟମ ମାନ

କଟକ: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକରେ ୫ଶହରୁ ଏକ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏଭଳି ମହାମାରୀ ସମୟରେ ଶକସତ୍କାର ନିୟମ ମାନନ୍ତୁ ବୋଲି କୋଭିଡ ବୈଷୟିକ କମିଟି ମୁଖପାତ୍ର ଡାକ୍ତର ଜୟନ୍ତ ପଣ୍ଡା । ସେ କହିଛନ୍ତି, କୋଭିଡରେ ମୃତ ବ୍ୟକ୍ତିଙ୍କ…

ଓଡ଼ିଶାର ୭୦ ପ୍ରତିଶତ କରୋନା ଆକ୍ରାନ୍ତ ଲକ୍ଷଣହୀନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଘରକୁ ଘର ବୁଲି ସର୍ଭେ କରାଯିବା ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ବଢିଛି । ଏଥିରେ କୌଣସି ଚିନ୍ତା କରିବାର ଆବଶ୍ୟକତା ନାହିଁ । ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ପ୍ରେସମିଟର ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ।…

ଜୁଲାଇରେ କରୋନାର ଲମ୍ବା ଲମ୍ଫ: ୨୨ ଦିନରେ ୧୩ ହଜାର ପଜିଟିଭ୍

ଭୁବନେଶ୍ୱର : ଜୁଲାଇରେ ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ ସ୍ତର ଛୁଇଁଛି । ପ୍ରଥମେ ଚାରି ଶହ, ପରେ ପାଞ୍ଚ ଶହ, ତାପରେ ଗୋଟିଏ ଦିନରେ ସାତ ଶହ ପଜିଟିଭ୍ କେସ୍ ଆଶୁଥିଲା । ଗତ ଦୁଇ ଦିନ ହେବ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ହଜାରେ ଟପିଗଲା । ୨୧ ହଜାର ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା…

ଭୁୁବନେଶ୍ୱରରେ ୨୪ ଘଂଟାରେ ସେଞ୍ଚୁରି ପାର୍ କଲା କରୋନା କେସ୍

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ସେଂଚୁରି ପାର୍ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ସର୍ବାଧିକ ୧୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରୁ ୯୩ ଜଣ ଥିବାବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଉ ୮୧ ଆକ୍ରାନ୍ତ ସୁସ୍ଥ…

ପ୍ଲାଜମା ଦାନ କଲେ ଓଡ଼ିଶା ଅଗ୍ନିଶମ ବାହିନୀର ଦୁଇ କର୍ମଚାରୀ

ଭୁବନେଶ୍ୱର: ଏନଡିଆରଏଫ୍ ପରେ ପ୍ଲାଜମା ଦାନ କରିଛନ୍ତି ଓଡ଼ିଶା ଅଗ୍ନିଶମ ବାହିନୀର ଦୁଇ ଜଣ କର୍ମଚାରୀ । ଆଜି କଟକ ବଡ଼ ମେଡିକାଲ ପ୍ଲାଜମା ବ୍ୟାଙ୍କରେ ସେମାନେ ପ୍ଲାଜମା ଦାନ କରିଛନ୍ତି । ସେମାନେ ହେଲେ ଆଗ୍ନିକ ସନ୍ତୋଷ ସାମଲ ଓ ଡ୍ରାଇଭର ହାବିଲଦାର ତାପସ ରାଉତ । ଚିକିତ୍ସା ପରେ ନିକଟରେ…

ମାସ୍କ ନ ପିନ୍ଧିଲେ ଲକ୍ଷେ ଟଙ୍କା ତଣ୍ଡ ଗଣିବେ, କେଉଁଠି ଜାଣନ୍ତୁ ?

ନୂଆଦିଲ୍ଲୀ: ସର୍ବସାଧାରଣ ସ୍ଥାନରେ ମାସ୍କ ନ ପିନ୍ଧିଲେ କଡ଼ା ଗଣ୍ଡା ଜରିମାନା ଗଣିବେ । ଶହେ କି ହଜାରେ ନୁହେଁ, ଏକାଥରରେ ପଡ଼ିବ ଲକ୍ଷେ ଟଙ୍କା ଫାଇନ୍ । ସେମିତି ହେଲେ ଲୋକ ସଚେତନ ହେବେ ଓ କୋଭିଡ୍ କଟକଣାକୁ ମାନିବେ । ମାସ୍କ ପିନ୍ଧିବେ । ଏଭଳି କଠୋର ନିୟମ ଆଣିଛନ୍ତି ଝାଡ଼ଖଣ୍ଡ ସରକାର ।…

ଅଡୁଆରେ ବାବା ଆର୍ତ୍ତତ୍ରାଣ

ଭୁବନେଶ୍ୱର: ଅଡୁଆରେ ଆତ୍ମଘୋଷିତ ବାବା ଆର୍ତ୍ତତ୍ରାଣ । ଫୋନ ଯୋଗେ ମନ୍ତ୍ର ଫୁଙ୍କି ଓ ରୋଗୀଙ୍କୁ ଛୁଇଁ କରୋନା ଭଲ କରିବାକୁ ଦାବି କରି ସେ ଅଡୁଆରେ ଫଡିଛନ୍ତି । ତାଙ୍କ ନାଁ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ହୋଇଛି । ହାଇକୋର୍ଟର ଜଣେ ଆଇନଜୀଜୀ ଆର୍ତ୍ତତ୍ରାଣଙ୍କ ନାଁରେ ଅଭିଯୋଗ କରିଛନ୍ତି ।…

କାଶରୁ ଜଣାପଡିବ କରୋନା ପଜିଟିଭ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ କାଶର ଶବ୍ଦକୁ ନେଇ ଗବେଷଣା ଚାଲିଛି । ସାଧାରଣ କାଶ ଓ କରୋନା କାଶ ମଧ୍ୟରେ କଣ ଫରକ ରହୁଛି ସେନେଇ ଗବେଷଣା କରାଯାଉଛି । ନିପି ଓ ଆରଏମଆରସି ସହଭାଗିତାରେ ଗବେଷଣା କରାଯାଉଥିବା ଆରଏମଆରସି ନିର୍ଦ୍ଦେଶିକ ସଂଘମିତ୍ରା ପତି ସୂଚନା ଦେଇଛନ୍ତି । ସେ କହିଛନ୍ତି, ନିପି…