Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ପରିଚାଳନାରେ ପଶ୍ଚିମ ଓଡିଶାକୁ ଅଣଦେଖା ଅଭିଯୋଗ

ଭୁବନେଶ୍ୱର: କରୋନା ପରିଚାଳନା କ୍ଷେତ୍ରରେ ପଶ୍ଚିମ ଓଡିଶାକୁ ଅଣଦେଖା କରାଯାଉଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେ କହିଛନ୍ତି, ପଶ୍ଚିମ ଓଡିଶାରେ ସ୍ଥିତି ସାଂଘାତିକ ହେଲାଣି । ଆଗ ଅପେକ୍ଷା ବର୍ତ୍ତମାନ ବହୁ ସଂଖ୍ୟାରେ ସଂକ୍ରମିତ ଏହି ଜିଲ୍ଲାରୁ ଆସୁଛି। ହେଲେ…

ଆଜି ରାଜଧାନୀରେ ୯୧ ନୂଆ ଆକ୍ରାନ୍ତ, ୯୯ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋମନଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରର ୯୧ ଜଣ ଥିବା ଜଣାପଡିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଭୁବନେଶ୍ୱରରେ ୯୯ଜଣ କରୋନା…

କରୋନା ପାଇଁ କମିବ ସିଲାବସ୍‌, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମତି

ଭୁୁବନେଶ୍ୱର: କରୋନା ମହାମାରୀ ପାଇଁ ଚଳିତବର୍ଷ ଛାତ୍ରଛାତ୍ରୀଙ୍କ ସିଲାବସ୍ ହ୍ରାସ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିସାରିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କେତେ ପ୍ରତିଶତ ସିଲାବସ୍ କମିବ ସେନେଇ…

କରୋନା ଟିକା ଅଗ୍ରଗତି ସମ୍ପର୍କରେ ନବୀନ-ପୁନାୱାଲା ଆଲୋଚନା

ଭୁବନେଶ୍ୱର: ପୁଣେର ସେରମ ଇନ୍‌ଷ୍ଟିଚ୍ୟୁଟ ସିଇଓ ଆଦାର ପୁନାୱାଲାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ କୋଭିଡ ଟିକା ଅଗ୍ରଗତି ବିଷୟରେ ଦୁହେଁ ଆଲୋଚନା କରିଛନ୍ତି । ଅକ୍ସଫୋର୍ଡ ୟୁନିଭରସିଟି ସହ ମିଳିତ ସହଭାଗିତାରେ କୋଭିଡ ଟିକା ବିକାଶିତ କରୁଛି ସେରମ…

କାଲିଠୁ ରାୟଗଡ଼ା ଜିଲ୍ଲା ସପ୍ତାହେ ସଟଡାଉନ୍

ରାୟଗଡ଼ା: ଜିଲ୍ଲାରେ କରୋନା ସଂକ୍ରମଣ ବଢୁଛି । ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲା ଆସନ୍ତାକାଲିଠୁ ସଟଡାଉନ୍ ରହିବ । ସପ୍ତାହେ ସଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା । ଆସନ୍ତାକାଲି ସକାଳୁ ଲାଗୁ ହେବ ସଟଡାଉନ୍…

ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା କୋଭିଡ଼ ପରୀକ୍ଷା

ଯାଜପୁର: ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା କୋଭିଡ଼ ପରୀକ୍ଷା । ଜରୁରୀ କରୋନା ସଂଦିଗ୍ଧଙ୍କ କୋଭିଡ ପରିକ୍ଷା ପାଇଁ ଆଉ ଜିଲ୍ଲା ବାହାରକୁ ସ୍ୱାବ ଯିବ ନାହିଁ । ଯାଜପୁର ମୁଖ୍ୟ ଚିକିତ୍ସାଳୟ ପରିସରରେ ଆଜି ଠାରୁ ଆରମ୍ଭ ହୋଇଛି କୋଭିଡ଼ ପରୀକ୍ଷା। ଜିଲ୍ଲାରେ ବର୍ତମାନ…

ଆଜି ଯାଜପୁରରୁ ଚିହ୍ନଟ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୦ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ ରେ ପହଞ୍ଚିଛି। ଏଥିମଧ୍ୟରୁ ୮୭୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଜିଲ୍ଲାରେ ୧୬୫ ଟି ଆକ୍ଟିଭ…

ନାଲି ଆଖି ଦେଖାଇଲେଣି ରାୟଗଡ଼ା ଓ ମାଲକାନଗିରି ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ମାଡ଼ି ମାଡ଼ି ଚାଲିଛି । ଗଞ୍ଜାମ ପରେ ଗଜପତି ଓ ଏବେ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଜିଲ୍ଲା ରାଜ୍ୟ ପାଇଁ ଟେନସନ୍ । ସବୁଠୁ ଅଧିକ ଚିନ୍ତାର କାରଣ ହୋଇଛି ରାୟଗଡ଼ା ଓ…

କନ୍ଧମାଳ ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ମୃତ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା । ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ପଜିଟିଭ କେସ୍ ହଜାରେ ପାର୍ କରିଥିବା ବେଳେ ଆଉ ୫ ଜଣଙ୍କର ପ୍ରାଣ ନେଇଛି ମାରାତ୍ମକ ଭାଇରସ୍ । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି ।…

ରାଜ୍ୟରେ କରୋନାର ଲମ୍ଵଡିଆଁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ…