Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ପ୍ଲାଜମା ଦାନ ପାଇଁ କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ଲାଜମା ଦାନ କରିବାକୁ ଯାଉଥିବା କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୁଇଟ କରି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏନଡିଆରଏଫ, ହୋମଗାର୍ଡ , ଅଗ୍ନିଶମବାହିନୀ କର୍ମଚାରୀ ଯେଉଁମାନେ ପ୍ଲାଜମା ଦାନ କରିବାକୁ ନିଷ୍ପତି ନେଇଛନ୍ତି…

ଭୁବନେଶ୍ୱରରେ ୫୨ ନୂଆ ଆକ୍ରାନ୍ତ ଚିହ୍ନଟ, ୨୯ ସୁସ୍ଥ

ଭୁôବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ଅନ୍ୟ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । Update on…

ଭୁବନେଶ୍ୱରରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆଇଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଜାଗାରେ ଏହା କରାଯାଉଛି । ପୁରୀରେ ଶେଷ ହୋଇଛି । ସରକାରଙ୍କୁ ରିପୋର୍ଟ ବି ଦିଆସରିଛି । ଭୁବନେଶ୍ୱରରେ ଏହା ଦ୍ୱିତୀୟ ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି…

ଓଡ଼ିଶାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ: ଆଇଏମଏ ଓଡିଶା ଚାପ୍ଟର

ଭୁବନେଶ୍ୱର: ଯେତେବେଳେ ଆକ୍ରାନ୍ତଙ୍କର କୌଣସି କଂଟାକ୍ଟ ଟ୍ରେସିଂ ହୋଇପାରେନି ସେତେବେଳେ ତାକୁ ଗୋଷ୍ଠୀ ସଂକ୍ରମଣ କୁହାଯାଏ । ଓଡିଶାରେ ସଙ୍ଗରୋଧ କେନ୍ଦ୍ରରେ ଯେଉଁ ସ୍ଥାନୀୟ ଆକ୍ରାନ୍ତ ବାହାରୁଛନ୍ତି, ସେମାନଙ୍କ କଂଟାକ୍ଟ ଟ୍ରେସିଂ କରାଯାଇପାରୁଛି । ତେଣୁ ଓଡିଶାରେ ବର୍ତ୍ତମାନ ସୁଦ୍ଧା…

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର: ଓଡିଶାରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ସଫଳ ହୋଇଛି ପ୍ଲାଜମା ଥେରାପି । ବର୍ତ୍ତମାନ ପ୍ଲାଜମା ଥେରାପିରେ ଥିବା ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଦେଖାଦେଇଛି । ସେମାନେ ପୂର୍ବରୁ ଅମ୍ଲଜାନ ସହାୟତା ଆବଶ୍ୟକ କରୁଥିଲେ, ହେଲେ…

ଏନଡିଆରଏଫ୍ କର୍ମୀଙ୍କ ସମେତ କଟକରୁ ୨୭ କରୋନା ପଜିଟିଭ ଚିହ୍ନଟ

କଟକ: କଟକରେ ରବିବାର ଦିନ ୨୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧,୨୧୧ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

୪୮ ଘଣ୍ଟା ପାଇଁ ବରଗଡ ସରକାରୀ ହସ୍ପିଟାଲ ବନ୍ଦ

ବରଗଡ: ବରଗଡ ଜିଲ୍ଲା ମୁଖ୍ୟ ହସ୍ପିଟାଲ (ଡିଏଚଏଚ)କୁ ରବିବାର ଦିନ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରିପାଠୀ କହିଛନ୍ତି ଯେ ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।…

ସୁନ୍ଦରଗଡରେ ୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରଶାସନର ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ…

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୯୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମରୁ ୩,…

କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କରୋନା କାୟା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କାୟା ବିସ୍ତାର କରି ଚାଲିଛି କରୋନା । ଗଞ୍ଜାମ, ଗଜପତି ପରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ଆଠ ଦିନରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩୩୩ ଜଣ । କେବଳ ଜୁଲାଇରେ ବାହାରିଛନ୍ତି ୪୦୬…