Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଥମୁନି କରୋନା; ବିଶ୍ୱବ୍ୟାପୀ ୬ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୪,୨୪୭,୭୦୬ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ ଦେଶରେ ଏଯାବତ୍…

ଓଡିଶାରେ ଆଉ ୭୩୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୭୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୪୩୭ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କାୟା ମେଲାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୫୪୩ ମୃତ

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୮୯୦୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା…

ଭୁବନେଶ୍ୱରରେ ମହିଳା ଏସଆଇଙ୍କୁ କରୋନା

ଭୁବନେଶ୍ୱର: ଖୋର୍ଦ୍ଧା ଅବକାରୀ ଅଧୀକ୍ଷକଙ୍କ ଅଫିସରେ କାର୍ଯ୍ୟରେ ଯୋଗ ଦେବାକୁ ଆସିଥିବା ମହିଳା ସବ୍-ଇନିସପେକ୍ଟର କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ଏହି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଅବକାରୀ ଏସପି ପ୍ରସନ୍ନ ଆଚାର୍ଯ୍ୟ । ଦୁଇ ଦିନ ତଳେ ଖୋର୍ଦ୍ଧା…

AIIMS କରିବ କରୋନାର ସ୍ୱଦେଶୀ ଟିକା କୋଭାକସିନର ମାନବ ପରୀକ୍ଷଣ

ନୂଆଦିଲ୍ଲୀ: କରୋନାର ସ୍ୱଦେଶୀ ଟିକା କୋଭାକ୍ସିନକୁ ନେଇ ଆଶା ବଢୁଛି । ଖୁବଶୀଘ୍ର ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ ବା ଏମସ ଏହାର ହ୍ୟୁମାନ ଟ୍ରାଏଲ ଆରମ୍ଭ କରିବ । ଗତକାଲି ଏମସର ଏଥିକାଲ କମିଟି ଏହାକୁ ଅନୁମତି ଦେଇଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୦୦ ଜଣଙ୍କ ଦେହରେ…

ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ଇଣ୍ଡିଆନ ମେଡିକାଲ ଆସୋସିଏସନ

ନୂଆଦିଲ୍ଲୀ: ଭାରତରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକୁ ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ବ ଲୋକ ଏଥିରେ ସଂକ୍ରମିତ ହେଉଛନ୍ତି । ଦେଖୁଦେଖୁ ଦେଶରେ ମୋଟ କରୋନା ମାମଲା ୧୦ ଲକ୍ଷ ଟପିଲାଣି । ତେବେ ଭାରତରେ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଅର୍ଥାତ ଗୋଷ୍ଠୀ ସଂକ୍ରମଣ…

ମହାରାଷ୍ଟ୍ରରେ ୩ ଲକ୍ଷ ଟପିଲା କରୋନ୍ କେସ୍, ମୁମ୍ୱାଇରେ ଲକ୍ଷେ

ମୁମ୍ୱାଇ: ଦେଶରେ କରୋନାର ହଟସ୍ପଟ ପାଲଟିଛି ମହାରାଷ୍ଟ୍ର । ସବୁଠୁ ଅଧିକ ସଂକ୍ରମିତ ରାଜ୍ୟ । ୩ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ମହାରାଷ୍ଟ୍ରରୁ ୮ ହଜାର ୩୪୮ ଭୂତାଣୁ ସଂକ୍ରମିତ ବାହାରିଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୩୭କୁ…

ଖୋଲିବ ବ୍ରହ୍ମପୁର ବଡମେଡିକାଲ ଓପିଡି

ବ୍ରହ୍ମପୁର: କରୋନା ସଂକ୍ରମଣରେ ଘାଂଟି ହେଉଥିବା ଗଂଜାମବାସୀଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ଖୋଲି ବ୍ରହ୍ମପୁର ବଡମେଡିକାଲର ଓପିଡି । ଏହାସହ ଜରୁରୀକାଳୀନ ୱାର୍ଡ ମଧ୍ୟ ଖୋଲିବ । ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ଜ୍ୱର ଭଲ କରୁଥିବା ପାରାସିଟାମଲ୍ ମେଡିସିନ୍ ଉପରୁ…

ସଫଳତା ଦିଗରେ ‘କୋଭାକ୍ସିନ୍‌’: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ରୋଗୀଙ୍କ ପାଇଁ ଆସିଛି ଆଶ୍ୱସ୍ତିକର ଖବର । ଆରମ୍ଭ ହୋଇଛି ଭାରତର ସ୍ୱଦେଶୀ କରୋନା ଟିକାର ମାନବ ପରୀକ୍ଷଣ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥମନ୍ତ୍ରୀ ହର୍ଷବର୍ଦ୍ଧନ । ଭ୍ୟାକ୍‌ସିନ୍ ତିଆରି ପ୍ରକ୍ରିୟାରେ ମିଳିଛି ସକାରାତ୍ମକ ସଂକେତ…

ଦିନକରେ ସୁସ୍ଥ ହେଲେ ସର୍ବାଧିକ ୬୦୮ ଆକ୍ରାନ୍ତ

ଭୁବନେଶ୍ୱର: ୨୪ ଘଂଟା ମଧ୍ୟରେ ସଂକ୍ରମିତଙ୍କ ତୁଳନା ବଢ଼ିଲା ସୁସ୍ଥ ହାର । ଆଜି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୬୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୯୩୮ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…