Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କେରଳରେ ଗୋଷ୍ଠୀ ସଂକ୍ରମଣ !

ଥିରୁଭନନ୍ତପୁରମ: ସାରା ଦେଶକୁ କଲବଲ କରୁଛି କିଲର ଭାଇରାସ କରୋନା । ଚାରିଆଡେ କୋଭିଡ-୧୯ ତା’ର କାୟା ବିସ୍ତାର କରିଛି । ଏହାରି ଭିତରେ ଏକ ଭଳି ତଥ୍ୟ ସାମ୍ନାକୁ ଆସିଛି ଯାହା ଲୋକଙ୍କ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି । କେରଳର କିଛି ଅଂଚଳରେ କରୋନା ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି ।…

ଏଣିକି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ

ଭୁବନେଶ୍ୱର: ଲକଡାଉନ କଟକଣା ହେବ ଆହୁରି କଡାକଡି । ଏଣିମି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ । କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେ ନାହିଁ । କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ରହିବାକୁ ବାଧ୍ୟ । ନାଁ ନଥିଲେ ଆଉ ଅଫିସ…

ଘରୋଇ ହସ୍ପିଟାଲ ଫେରାଇଦେଲେ ୧୦୦କୁ କୁହ

ଭୁୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କୌଣସି ଘରୋଇ ହସ୍ପିଟାଲ ଆଡମିଶନ ନ କରି ଫେରାଇଦେଲେ ଜଣାନ୍ତୁ । ଏଥିପାଇଁ ଟୋଲ ଫ୍ରି ନମ୍ବର-୧୦୦କୁ କଲ୍ କରି ଜଣାଇବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏନେଇ ସେ ଟ୍ୱିଟ୍ କରି ଜଣାଇଛନ୍ତି । Please dial 100 if any hospital…

ଲାଗୁନି ବ୍ରେକ୍‌, ଭୁବନେଶ୍ୱରରେ ପୁଣି ୮୭ ପଜିଟିଭ

ଭୁବନେଶ୍ୱର: ସାରା ରାଜ୍ୟରେ କଲବଲ କଲାଣି କରୋନା । ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏଥିରୁ ବାଦ୍ ପଡିନି ରାଜଧାନୀ ଭୁବନେଶ୍ୱର । ଆଜି ପୁଣି ଭୁବନେଶ୍ୱରରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪୧ ଜଣ କ୍ୱାରେଂଟାଇନ୍ ଥିବାବେଳେ ୪୬ ଜଣ…

ଟିକା ପ୍ରସ୍ତୁତ ନ ହେବା ଯାଏଁ ମାନନ୍ତୁ କଟକଣା: ଧର୍ମେନ୍ଦ୍ର

ଭୁବନେଶ୍ବର: କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ ବାତ୍ତା ଦେଇଛନ୍ତି । ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡିବ । ଯେଉଁ ପର୍ଯ୍ୟନ୍ତ କରୋନା ଟୀକା ତିଆରି ହୋଇନାହିଁ ସେ ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ…

ମାଛ ମାର୍କେଟ ସିଲ୍‌, ଗଞ୍ଜାମକୁ ଯିବନି ଚିଲିକା ମାଛ

ଖୋର୍ଦ୍ଧା: ଚିଲିକା କୂଳ ମାଛ ମାର୍କେଟ ସିଲ୍ । ୭ ଦିନ ପାଇଁ ମାଛ ମାର୍କେଟକୁ ସଟଡାଉନ୍ କରାଯାଇଛି । ଜଣେ ମାଛ ବ୍ୟବସାୟୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଏଭଳି ପଦକ୍ଷେପ ନେଇଛି । କରୋନା ଭୟରେ ୨ଟି ମାଛ ଗୋଦାମ ସହ ୩ଟି ଆଇସ୍ ଫ୍ୟାକ୍ଟରୀକୁ ସିଲ୍ କରାଯାଇଛି ।…

କଟକରେ ଆଉ ୧୧ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରୁ ଆଜି ପୁଣି ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୧ ଜଣଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୩ ଜଣ ହୋମ୍ କ୍ୱାରେଂଟିନ୍ ଓ ୨ଟି ଲୋକାଲ କେସ୍ ରହିଛି । ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ କଟକ ବକ୍ସି ବଜାର ଗହ୍ମାଣ୍ଡିଆ ନ୍ୟୁ…

କଟକର ୩ ହସ୍ପିଟାଲ ପାଇଁ ଏସ୍‌ଓପି ଜାରି

କଟକ: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ କରୋନା ତାରା କାୟା ବିସ୍ତାର କରିବାରେ ଲାଗିଛି । ତେବେ ଏହାର ମୁକାବିଲା ପାଇଁ କଟକର ବିଭିନ୍ନ ମେଡିକାଲ ପାଇଁ ଏସ୍‌ଓପି ଜାରି ହୋଇଛି । ଏସ୍‌ସିବି, ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଏବଂ ଶିଶୁ ଭବନ ପାଇଁ ଏସ୍‌ଓପି ଜାରି ହୋଇଛି ।…

କେମିତି ହେବ ନିର୍ବାଚନ ପ୍ରଚାର? ପରାମର୍ଶ ମାଗିଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର: କରୋନା ଭିତିରେ କେମିତି ହେବ ନିର୍ବାଚନ ପ୍ରଚାର । ଏନେଇ ପରାମର୍ଶ ଲୋଡିଲେ ନିର୍ବାଚନ ଆୟୋଗ । ନିର୍ବାଚନ ପ୍ରଚାର ଓ ସଭା କରିବାକୁ ନେଇ ସମସ୍ତ ଜାତୀୟ ଓ ଆଂଚଳିକ ରାଜନୈତିକ ଦଳର ମତାମତ ମାଗିଛନ୍ତି ମୁଖ୍ୟ ନିର୍ବାଚନ ଆୟୋଗ । ଆସନ୍ତା ୩୧ ତାରିଖ ସୁଦ୍ଧା ଏନେଇ ମତାମତ ଦେବାକୁ…

୨୨ ଦିନ ପାଇଁ ପାରାଦୀପ IOCL ସଟଡାଉନ୍‌

ପାରାଦୀପ: ଆଗାମୀ ୨୨ ଦିନ ପାଇଁ ସଟ୍‌ଡାଉନ୍ ହେବ ପାରାଦୀପ ଆଇଓସିଏଲ୍ ତୈଳ ବିଶୋଧନାଗାର । ଜୁଲାଇ ୨୫ରୁ ଅଗଷ୍ଟ ୧୫ ଯାଏଁ ଏହାକୁ ସଟ୍‌ଡାଉନ୍ ରଖାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ । ଜିଲ୍ଲାପାଳ କହିଛନ୍ତି,ଆଇଓସିଏଲ କୁ ସଟ୍ ଡାଉନ କରାଯାଇ…