Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ମାଲକାନଗିରି ମୁନସିପାଲିଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ମାଲକାନଗିରି: ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ମାଲକାନଗିରି ମୁନସିପାଲିଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ଏନେଇ ଜିଲ୍ଲାପାଳ ମନିଷ ଅଗ୍ରୱାଲ୍ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସୂଚନାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୮ ନୂଆ…

୨ ପଶ୍ଚିମବଙ୍ଗ ଫେରନ୍ତାଙ୍କ ସମେତ ସୁନ୍ଦରଗଡରେ ୧୮ ନୂଆ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୮୬ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୮୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଜପତି ଜିଲ୍ଲାର ଜଣେ ଓ ଗଞ୍ଜାମ…

ଓଡିଶାର ୨୫ ଜିଲ୍ଲାରୁ ନୂଆ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୭୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଦେଶରେ ୨୬ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧୦,୩୮,୭୧୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଐଶ୍ଵର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା ନାନାବତୀ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଅମିତାଭ ଓ ଅଭିଷେକ ବଚ୍ଚନଙ୍କ ପରେ କରୋନା ସଂକ୍ରମିତ ଐଶ୍ଵର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ ସେମାନେ ହୋମ୍ ଆଇସୋଲେସନରେ ଥିଲେ । ଏବେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ହସ୍ପିଟାଲକୁ ସ୍ଥାନାନ୍ତର…

ରାଜଧାନୀର ୟୁନିଟ୍‌-୪ ମାଛ ମାର୍କେଟକୁ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର: ୟୁନିଟ୍ ୪ ମାଛ ମାର୍କେଟର ସାତ ଜଣ ମାଛ ଦୋକାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ପକ୍ଷରୁ ମାର୍କେଟକୁ ସିଲ୍ କରାଯାଇଛି । ଅନ୍ୟ ମାଛ ବେପାରୀମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ଏଥି ସହ ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ମଧ୍ୟ ସିଲ୍…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ଆଉ ୪୫୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୫୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୪୫୩ ଜଣଙ୍କ ମଧ୍ୟରୁ ୨୨୦ ଜଣ ଗଞ୍ଜାମରୁ, ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ୨୮ ଜଣ ଖୋର୍ଦ୍ଧା,…

ଜୁଲାଇ ୩୧ ଯାଏଁ ରାଜଧାନୀରେ ମୋ ବସ୍ ସେବା ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏଁ ଲାଗୁ ହୋଇଛି ଲକ୍‌ଡାଉନ କଟକଣା । ତେବେ ଏହି ସମୟ ମଧ୍ୟରେ ମୋ ବସ୍ ସେବା ବନ୍ଦ ରହିବ ବୋଲି କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନପୋର୍ଟ ବା କ୍ରୁଟ୍ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି । ?…

୧୨୪ ନୂଆ ମାମଲା ସହ ଭୁବନେଶ୍ୱରରେ ହଜାରେ ଟପିଲା କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ ଛୁଇଁଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ…