Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

୧୪ ଦିନିଆ ଲକ୍‌ଡାଉନରେ ଅଧିକ କଠୋର ହେବ କମିଶନରେଟ୍ ପୋଲିସ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ରୋଗୀଙ୍କ ସଂଖ୍ୟା । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ରାତି ୯ଟାରୁ ରାଜ୍ୟର ଚାରିଟି ଜିଲ୍ଲା ଓ ରାଉରକେଲା ମହାନଗର ନିଗମରେ ଲକ୍‌ଡାଉନ ଘୋଷଣା ହୋଇଛି । ତେବେ ଚଳିତ ଥର ଟ୍ୱିନ ସିଟିରେ ଲକ୍ ଡାଉନ କଡାକଡି ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ…

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ୩୨ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୧୪୬ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ପ୍ରଶାସନର ସୂଚନା ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ…

କରୋନା ଡ୍ୟୁଟି ବେଳେ ଆଶା କିମ୍ବା ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ଭତ୍ତା

ଭୁୁବନେଶ୍ୱର: କରୋନା ଡ୍ୟୁଟି ସମୟରେ ଆଶା କିମ୍ବା ଅଙ୍ଗନବାଡି କର୍ମୀଙ୍କର ମୃତ୍ୟୁ ହେଲେ ସରକାର ସେମାନଙ୍କର ପରିବାରର ଜଣଙ୍କୁ ଭତ୍ତା ଦିଆଯିବ । ଏ ନେଇ ଆଜି ସ୍ୱତନ୍ତ୍ର ରିଲିଫ କମିଶନର ଘୋଷଣା କରିଛନ୍ତି । ଆଶା ଓ ଅଙ୍ଗନବାଡି କର୍ମୀମାନେ କରୋନା ଡ୍ୟୁଟି କରିବା ସମୟରେ ତାଙ୍କର…

କେନ୍ଦୁଝରର ସୁପର ସ୍ପ୍ରେଡର; ୧୩ ଜଣଙ୍କୁ କଲେ ସଂକ୍ରମିତ

କେନ୍ଦୁଝର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କେନ୍ଦୁଝର ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୨୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୮୩ରେ ପହଞ୍ଚିଛି । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧ଟି କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ…

୭ ଗୋଆ ଫେରନ୍ତାଙ୍କ ସମେତ ସୁନ୍ଦରଗଡରେ ୧୦ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ। ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯ ଜଣ…

ଭୁବନେଶ୍ୱରରେ ବଢୁଛି, ଖୋର୍ଦ୍ଧା ଲଢୁଛି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ମୁଣ୍ଡ ବିନ୍ଧାର କାରଣ ହେଲାଣି କରୋନା ସଂକ୍ରମଣ । ପ୍ରତିଦିନ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ୧୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ୧ ହଜାର ୭୪୪କୁ ବୃଦ୍ଧି ପାଇଛି ପଜିଟିଭ୍ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧାରୁ ଯେତିକି ଭୂତାଣୁ…

ରାଜ୍ୟରେ ଆଉ ୪ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୮୩ ଛୁଇଁଲା

ଭୁବନେଶ୍ୱର: ଓଡିଶାରେ ଶୁକ୍ରବାର ଦିନ ଆଉ ୪ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଞ୍ଜାମ…

ରେକର୍ଡ ଭାଙ୍ଗୁଛି କରୋନା; ଗୋଟିଏ ଦିନରେ ଓଡିଶାରେ ୭୧୮ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ୭୧୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଗତ କିଛି ଦିନର ବ୍ୟବଧାନ ପରେ ଗୋଟିଏ ଦିନରେ ପଜିଟିଭ ସଂଖ୍ୟା ପୁଣି ସାତ ଶହ ପାର କରିଛି। ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ…

ଦେଶରେ କରୋନା ତାଣ୍ଡବ: ୨୪ ଘଣ୍ଟାରେ ୩୫ ହଜାର ଆକ୍ରାନ୍ତଙ୍କ ସହ ୧୦ ଲକ୍ଷ ଟପିଲା ମୋଟ ମାମଲା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୪,୯୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୭ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୩,୮୩୨ ରେ…

ବଢୁଛି ସଂକ୍ରମଣ: କରୋନା ପଜିଟିଭ ଚିହ୍ନଟ ହେଲେ କ୍ୟାପିଟାଲ ହସ୍ପିଟାଲର ଆଉ ୨ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କର୍ମଚାରୀ । ସେମାନଙ୍କ ମଧ୍ୟରୁ ଜଣେ ଅର୍ଥୋପେଡିକ୍‌ ବିଭାଗର ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ହସ୍ପିଟାଲର ପାଣି ପାଇପ ମିସ୍ତ୍ରୀ। ଏମାନଙ୍କ…