Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍, ଆଉ ୧୧୦ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ଲାଟ୍ୟୁ ସ୍ଥିତିରେ ଅଛି କରୋନାର ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କିନ୍ତୁ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୩୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି…

କମୁଛି କରୋନା କାୟା: ଓଡ଼ିଶାରେ ୧% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୬୪ହଜାର ୯୯୧ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୬୦୯ ଆକ୍ରାନ୍ତ । ଏମାନଙ୍କ ଭିତରେ ୯୭ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରୁ କ୍ୱାରେଣ୍ଟାଇନରୁ ୩୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ବିଧାନସଭା ଅଧିବେଶନ ପୂର୍ବରୁ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ  । ତାପୂର୍ବରୁ ଆଜି ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କୋଭିଡ୍ RTPCR ଟେଷ୍ଟ କରାଯାଉଛି  । ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସଂସଦୀଯ ବ୍ୟାପାର ମନ୍ତ୍ରୀ ବିକ୍ରମ…

ଆଜିଠୁ ରାଜ୍ୟର ୧୨ ଜିଲ୍ଲାରେ ସେରୋ ସର୍ଭେ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ସେରୋ ସର୍ଭେ । ଏଥିପାଇଁ ଆରଏମଆରସି ଲୋକଙ୍କ ନମୁନା ସଂଗ୍ରହ କରୁଛି । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର…

ଆଜି ଓଡ଼ିଶାରୁ ୮୪୯ କରୋନା ପଜିଟିଭ୍, ଆଉ ୧୧୯ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ଏବେ ରହିଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ୧୮ ବର୍ଷ ଭିତରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୪୮ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୯ ସଂକ୍ରମିତ । ଖୋର୍ଦ୍ଧା…

କଟକ ଏସସିବିରେ ଆରମ୍ଭ ହେଲା ପ୍ରଥମ ଇକ୍‌ମୋ ଚିକିତ୍ସା

କଟକ: ଏସସିବି ମେଡିକାଲରେ ଆରମ୍ଭ ହେଲା ପ୍ରଥମ ଇକମୋ ଚିକିତ୍ସା । ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୫୨ ବର୍ଷୀୟ ମହିଳାଙ୍କୁ ମିଳିଲା ପ୍ରଥମ ଇକ୍‌ମୋ ସେବା ଆରମ୍ଭ ହୋଇଛି । ସେ କୋଭିଡରେ ଆକ୍ରାନ୍ତ ହୋଇ ଭେଣ୍ଟିଲେଟରରେ ରହି ଚିକିତ୍ସିତ ହେଉଥିଲେ । ଏବେ ତାଙ୍କର ରିପୋର୍ଟ ନେଗେଟିଭ୍ ଅଛି ।…

ରାଜ୍ୟରେ ୭୭୯ ନୂଆ ଆକ୍ରାନ୍ତ ଚିହ୍ନଟ; ୧୦୫ ଛୁଆ ପଜିଟିଭ

ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୭୯ ଜଣ କରୋନା ଆକ୍ରାନ୍ତ। ଆଜି ୦-୧୮ ବର୍ଷ ଭିତରେ ୧୦୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନରୁ ୪୫୪ ଜଣ ପଜିଟିଭ ହୋଇଥିବା ବେଳେ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଗୁରୁଙ୍କୁ ଟିକା: ସବୁ ଡିଇଓ ଓ ବିଇଓଙ୍କୁ ଶିକ୍ଷକଙ୍କ ତାଲିକା ମାଗିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଟିକା ଦେବା ଉପରେ ଗୁରୁତର ଦେଇଛନ୍ତି କେନ୍ଦ୍ର ସରକାର । ରାଜ୍ୟଗୁଡ଼ିକୁ ଅତିରିକ୍ତ ଭାବରେ ଟିକା ଯୋଗାଣ କରାଯିବ । ଏହାପରେ ଶିକ୍ଷକଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ଓଡ଼ିଶା…

ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ପଜିଟିଭ୍

ବାଲେଶ୍ୱର: ପିଲାଙ୍କ ପ୍ରତି ବଢ଼ିଛି କରୋନା ଭୟ । ରାଜ୍ୟରେ ଛୋଟ ଛୁଆଙ୍କୁ ସଂକ୍ରମଣ ବଢୁଛି । ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ଶିଶୁ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଏସଏନସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ କରୋନା ସଂକ୍ରମିତ ହୋଇଛନ୍ତି । ଆଉ ୮…

ତୃତୀୟ ଲହର ମୁକାବିଲା: ଟେଷ୍ଟ କିଟ୍, ଔଷଧ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: କରୋନାର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସଜାଗ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର । ଏମର୍ଜେନ୍ସୀ କୋଭିଡ୍ ରେସପନ୍ସ ପ୍ଲାନ ପ୍ରସ୍ତୁତ…