Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଅନୁଗୋଳ ଜିଲ୍ଲାରୁ ଆଉ ୧୫ କରୋନା ପଜିଟିଭ୍ ଚିହ୍ନଟ

ଅନୁଗୋଳ: ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୫ ଜଣ ନୂଆ କରୋନା ଆକ୍ରାନ୍ତ । ବଅଁରପାଳ ବ୍ଲକରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କିଶୋରନଗର ବ୍ଲକରୁ ୬, ତାଳଚେର ବ୍ଲକରୁ ଦୁଇ ଜଣ ଓ ପାଲଲହଡ଼ା ବ୍ଲକରୁ ଜଣେ ଭୂତାଣୁ ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଅନୁଗୋଳ ଜିଲ୍ଲାପାଳ ।…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୬୦୯ ଜଣଙ୍କ ମଧ୍ୟରୁ ୨୬୮ ଜଣ ଗଞ୍ଜାମରୁ, ସୁନ୍ଦରଗଡରୁ ୧୩୫, ୩୭ ଜଣ ଖୋର୍ଦ୍ଧା, ୩୨ ଜଣ କଟକ, ବାଲେଶ୍ୱରରୁ…

ରେମୁଣା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ରାଜ୍ୟର ତୃତୀୟ ବିଧାୟକ, ଯିଏକି କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ଜୁଲାଇ ୧୧ ତାରିଖରେ ଏହି ବିଜେଡି ବିଧାୟକଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇଥିଲା । ପରବର୍ତ୍ତୀ ସମୟରେ…

ଭୁବନେଶ୍ୱରରୁ ୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୬ଟି ସ୍ଥାନୀୟ ମାମଲା ରହିଛି ।…

କଟକରେ ଚିହ୍ନଟ ୩୯ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ମଙ୍ଗଳବାର ଦିନ ୩୯ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୬୦ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ବିହାର ବିଜେପି କାର୍ଯ୍ୟାଳୟରେ କରୋନା; ୨୪ ନେତା ସଂକ୍ରମିତ

ପାଟନା: ବିହାରରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିହାର ବିଜେପି କାର୍ଯ୍ୟାଳୟରେ ୨୪ ନେତା ସଂକ୍ରମିତ ହୋଇଛନ୍ତି। ଏଏନଆଇ ନ୍ୟୁଜ୍ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଗତକାଲି ପ୍ରାୟ ୧୧୦ ଜଣଙ୍କ କରୋନା ଟେଷ୍ଟ କରାଯାଇଥିଲା । ସେଥିମଧ୍ୟରେ ପାଖାପାଖି ୨୪ ଜଣଙ୍କ ରିପୋର୍ଟ…

ଅନୁଗୁଳର ୬ ପଞ୍ଚାୟତ ସଟଡାଉନ୍

ଅନୁଗୁଳ: ଜଣେ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ପରେ ଅନୁଗୁଳ ଜିଲ୍ଲାର ୬ଟି ପଞ୍ଚାୟତ ଚାରି ଦିନ ପାଇଁ ବନ୍ଦ ରହିଥିଲା। ଏହି ସଟଡାଉନ୍ ମଙ୍ଗଳବାର ଠାରୁ ଆସନ୍ତା ଶୁକ୍ରବାର ରାତ୍ରି ୧୨ ଯାଏଁ ଲାଗୁ ହେବ। ଉକ୍ତ ପଞ୍ଚାୟତ ଗୁଡିକ ମଧ୍ୟରେ ରହିଛି ପୋକତୁଙ୍ଗା, ନନ୍ଦପୁର, ଧୋକୁଟା, ଶଙ୍ଖପୁର,…

ନିଆଳି ବ୍ଲକର ୫ ପଞ୍ଚାୟତ ସଟଡାଉନ

କଟକ: ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ମଙ୍ଗଳବାର ଦିନ କଟକ ଜିଲ୍ଲା ନିଆଳି ବ୍ଲକ୍ ଅନ୍ତର୍ଗତ ୫ଟି ପଞ୍ଚାୟତକୁ ୪୮ ଘଣ୍ଟିଆ ସଟଡାଉନ୍ ଘୋଷଣା କରାଯାଇଛି। ନିଆଳି, ନୁଆଗାଓଁ, ବାହରାନା, ମାଧବାଏବଂ ରତନପୁର ପଞ୍ଚାୟତରେ ମଙ୍ଗଳବାର ସକାଳ ୯ ଟାରୁ ଗୁରୁବାର ସକାଳ ୯ ଟା ଯାଏଁ ଏହି ସଟଡାଉନ୍…

ଡବ୍ଲ୍ୟୁଏଚଓର ଚେତାବନୀ; ଅଧିକ ମାରାତ୍ମକ ହେବ କରୋନା ଭାଇରସ

ଜେନେଭା: କରୋନାଭାଇରସ୍ ମହାମାରୀ ସଂକ୍ରମଣ ଅଧିକ ମାରାତ୍ମକ ହେବ ବୋଲି ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚଓ)। ଡବ୍ଲ୍ୟୁଏଚଓର ମହାନିର୍ଦ୍ଦେଶକ ଟେଡ୍ରସ୍ ଅଧାନମ୍ ଘେବ୍ରେୟସ୍ ଜେନେଭାରେ ଏକ ଭର୍ଚୁଆଲ ବ୍ରିଫିଂରେ କହିଛନ୍ତି ଯେ କରୋନା ଭାଇରସ ସଂକ୍ରମଣ ଏବେ ଚିନ୍ତାଜନକ…

ଚୀନର ଉହାନ ଲ୍ୟାବ ଯିବ ନାହିଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଟିମ୍ !

କରୋନାର ଉତ୍ପତ୍ତି ସ୍ଥଳ ଓ ଏହା କିଭଳି ପଶୁ ଦେହରୁ ମଣିଷ ଦେହକୁ ବ୍ୟାପିଲା ? ଜାଣିବା ପାଇଁ ଚୀନ୍ ଯାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଟିମ୍ । କିନ୍ତୁ ଉହାନର ସନ୍ଦିଗ୍ଧ ଲ୍ୟାବକୁ ଯିବ ନାହିଁ ଦୁଇ ଜଣିଆ ଅନୁସନ୍ଧନକାରୀ ଟିମ୍ । ଯେଉଁଠାରୁ କରୋନା ଭୂତାଣୁ ବ୍ୟାପିଥିବା ଦାବି ହେଉଛି । ଯେଉଁ…