Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଖୋର୍ଦ୍ଧା ମେଡିକାଲରେ ଜଣେ ଡାକ୍ତର କରୋନା ଆକ୍ରାନ୍ତ

ଖୋର୍ଦ୍ଧା: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର କରୋନା ଆକ୍ରାନ୍ତ ଚିହ୍ନଟ ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ମଙ୍ଗଳବାର ଦିନ ଓପିଡିକୁ ସାନିଟାଇଜ କରିବାକୁ ନିର୍ଦ୍ଦେଶ ଦେଇଛି। ଭୁବନେଶ୍ୱରର କୋଭିଡ ଡାକ୍ତରଖାନାକୁ ନିଆଯାଇଥିବା ସଂକ୍ରମିତ ଡାକ୍ତରଙ୍କ କଣ୍ଟାକ୍ଟ ଟ୍ରେସିଂ ଖୋଜିବାରେ…

ସୁନ୍ଦରଗଡ଼ ଜିଲ୍ଲାର ନୂଆ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଜାଣନ୍ତୁ

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ବାହାରିଛି ୫୨ ପଜିଟିଭ୍ କେସ । ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ଏମାନଙ୍କ ଭିତରେ ଅଛନ୍ତି ୬ ଜଣ ଅନ୍ୟ ରାଜ୍ୟ ଓ ଜିଲ୍ଲାରୁ ଫେରିଥିଲେ । ୭ ଜଣ ପୂର୍ବରୁ ଭୂତାଣୁ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍ ଚିହ୍ନଟ…

ଚିନ୍ତା ବଢ଼ାଉଛି କରୋନା: ରାଜ୍ୟରେ ଗଡ଼ିଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ଚିନ୍ତା ବଢ଼ାଉଛି କରୋନା ।ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବଢି ଚାଲିଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ୭୪କୁ ବୃଦ୍ଧି ପାଇଛି କରୋନା ମୃତ୍ୟୁ ସଂଖ୍ୟା । ମୃତକଙ୍କ…

ଗୋଆର ଘରୋଇ ହସ୍ପିଟାଲରେ କୋଭିଡ ଆକ୍ରାନ୍ତଙ୍କ ପାଇଁ ୨୦% ବେଡ୍ ସଂରକ୍ଷିତ

ପାଣାଜୀ: ଗୋଆରେ ସମସ୍ତ ଘରୋଇ ହସ୍ପିଟାଲରେ କୋଭିଡ୍ ଆକ୍ରାନ୍ତଙ୍କ ପାଇଁ ୨୦ ପ୍ରତିଶତ ବେଡ୍ ସଂରକ୍ଷିତ ରହିବ । ଆଇସିୟୁ ସୁବିଧା ଉପଲବ୍ଧ ଥିବା ହସ୍ପିଟାଲରେ ବେଡ୍ ସଂରକ୍ଷିତ ରଖିବା ବାଧ୍ୟତାମୂଳକ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଗତକାଲି କରୋନା ସ୍ଥିତିର ସମୀକ୍ଷା…

ଓଡିଶାର ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୪୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

୨୪ ଘଣ୍ଟାରେ ୨୮,୪୯୮ ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୯ ଲକ୍ଷ ଟପିଲା କରୋନା ମାମଲା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ୨୮,୪୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୩ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯,୦୬,୭୫୨…

କୋଭିଡ ସ୍ଥିତିକୁ ନଜରରେ ରଖି ରାଉରକେଲା ମହାନଗର ନିଗମର ବ୍ୟାପକ ପ୍ରସ୍ତୁତି

ରାଉରକେଲା: ରାଉରକେଲା ସହରରେ କୋଭିଡ ଜନିତ ସ୍ଥିତିର ମୁକାବିଲା ଲାଗି ରାଉରକେଲା ମହାନଗର ନିଗମ ନିଜ ପ୍ରସ୍ତୁତିକୁ ଆହୁରି ମଜବୁତ କରିଛି। ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ପୂର୍ବରୁ କାର୍ଯ୍ୟକ୍ଷମ ୨୪୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟରକୁ ମିଶାଇ ତିନୋଟି ପୃଥକ ପୃଥକ…

ସାରା ଅଲ୍ଲୀ ଖାନଙ୍କ ଡ୍ରାଇଭର କୋଭିଡ ପଜିଟିଭ୍

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ଡ୍ରାଇଭରଙ୍କୁ କରୋନା । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ତେବେ ସାରା କହିଛନ୍ତି ତାଙ୍କର, ପରିବାର ସଦସ୍ୟ ଓ ଷ୍ଟାଫମାନଙ୍କର ଟେଷ୍ଟ ରିପୋର୍ଟ ନେଗେଟିଭ୍ । ଏନେଇ ନିଜ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି ସାରା । ସାରା କହିଛନ୍ତି…

ବ୍ରହ୍ମପୁର ସୀମା ସିଲ୍‌, ଯାଆସ ବନ୍ଦ

ବ୍ରହ୍ମପୁର: ସିଲ୍ ହେଲା ବ୍ରହ୍ମପୁର ସହର ସୀମା । ପ୍ରବେଶ ପ୍ରସ୍ଥାନ ଉପରେ ଲାଗିଲା କଟକଣା । ସହର ମଧ୍ୟକୁ କେହି ବି ଯିବା ଆସିବା କରିପାରିବେ ନାହିଁ । ମଙ୍ଗଳବାରଠୁ ଏହି କଟକଣା ଲାଗୁ ହୋଇଛି । ବଢ଼ୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ବିଭିନ୍ନ…

କୋଭିଡ ହସ୍ପିଟାଲରୁ ୨ କରୋନା ରୋଗୀ ଫେରାର

ବ୍ରହ୍ମପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ ଦୁଇ କରୋନା ରୋଗୀ । ବ୍ରହ୍ମପୁର ସହର ଉପକଣ୍ଠ ଶୀତଳାପଲ୍ଲୀ ଟାଟା କୋଭିଡ ହସ୍ପିଟାଲରୁ ୨ କରୋନା ରେଗାୀ ଫେରାର ହୋଇଯାଇଛନ୍ତି । ଏନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜୁ ହୋଇଛି । ଗତ ୩ ତାରିଖରେ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ନିକଟରୁ ଏ ଦୁଇ…