Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଡାକ୍ତରଙ୍କୁ ମିଳିବ ଭୋଜନ ଭତ୍ତା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଜଟିଳ ହେଉଛି କରୋନା ସ୍ଥିତି । ଏଭଳି ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକ । ଏଥିପାଇଁ କୋଭିଡ କେୟାର ସେଂଟରରେ କାର୍ଯ୍ୟରତ ଡାକ୍ତରଙ୍କୁ ଭୋଜନ ଭତ୍ତା ମିଳିବ । ପାରାମେଡ଼ିକାଲ କର୍ମଚାରୀଙ୍କୁ ବି ଦୈନିକ ୨୪୦ଟଙ୍କାର ଭତ୍ତା ମିଳିବ ।…

କୋଭିଡ-୧୯: ଓଡ଼ିଶାରେ ୯ ହଜାର ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୦୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ୯୨୫୫ ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୫୦୫ ଜଣଙ୍କ ମଧ୍ୟରୁ ୨୪୮ ଜଣ ଗଞ୍ଜାମରୁ,…

କର୍ପୋରେଟ୍ ସେକ୍ଟରକୁ ଆଇସୋଲେସନ ଅନୁମତି

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ କରୋନା ରୋଗୀଙ୍କୁ ହୋମ୍ ଆଇସୋଲେସନ ପାଇଁ ସରକାର ଅନୁମତି ଦେଇଛନ୍ତି । ଏଥିସହ ଜିଲ୍ଲା, ଉପଖଣ୍ଡ ଓ ସଦର ମହକୁମାରେ ମଧ୍ୟ ପୃଥକବାସ ରହିହେବ । ତେବେ ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ସରକାର । ବିଶେଷ କରି କର୍ପୋରେଟ୍ ସେକ୍ଟରକୁ ମଧ୍ୟ ହୋମ୍…

ଘରେ ରହିପାରିବେ କରୋନା ରୋଗୀ: ସରକାର

ଭୁବନେଶ୍ୱର: ଏଣିକି ଘରେ ରହିପାରିବେ କରୋନା ଆକ୍ରାନ୍ତ । ଲକ୍ଷଣ ନଥିଲେ ଏବଂ ସାମାନ୍ୟ ଲକ୍ଷଣ ଥିଲେ କରୋନା ରୋଗୀଙ୍କୁ ନିଜ ଘରେ ଆଇସୋଲେସନରେ ରହିବାକୁ ସରକାର ଅନୁମତି ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ ଏହି ସୁବିଧା ମିଳିବ । ରାଜ୍ୟରେ କରୋନା ସ୍ଥିତି ଓ ପରିଚାଳନା ରଣନୀତିରେ…

ଦୁଇ କର୍ମୀ କରୋନା ପଜିଟିଭ ଚିହ୍ନଟ ପରେ ସଚିନ ପାଇଲଟଙ୍କ ଜୟପୁର ଅଫିସ ସିଲ୍

ରାଜସ୍ଥାନ: ଦୁଇ କର୍ମୀ କରୋନା ପଜିଟିଭ ଚିହ୍ନଟ ପରେ ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ଜୟପୁର ଅଫିସକୁ ସିଲ୍ କରାଯାଇଛି।ଏପରିକି ଉକ୍ତ ପଞ୍ଚାୟତ ରାଜ ଏବଂ ଗ୍ରାମ୍ୟ ଉନ୍ନୟନ ମୁଖ୍ୟାଳୟକୁ ମଧ୍ୟ ଜୁଲାଇ ୧୪ ଯାଏଁ ସିଲ୍ କରାଯାଇଛି। ଉଲ୍ଲେଖଯୋଗ୍ୟ, ରାଜସ୍ଥାନରେ ବର୍ତ୍ତମାନ ୨୪…

ଭିସୁଟ୍ ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର: ଆଗାମି ସପ୍ତାହ ପାଇଁ ବନ୍ଦ ରହିବ ସମ୍ବଲପୁର ବିଶ୍ୱାବିଦ୍ୟାଳୟ । ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଘୋଷଣା କରିଛନ୍ତି ବିଶ୍ୱବିଦ୍ୟାଳୟ କୂଳପତି । ଜୁଲାଇ ୨୦ ଯାଏଁ ବିଶ୍ୱବିଦ୍ୟାଳୟ ସଟ୍‌ଡାଉନ୍ ରହିବ । ବହୁ କର୍ମଚାରୀ ଓ ଶିକ୍ଷକ ସଙ୍ଗରୋଧରେ ଥିବାରୁ ଏହି ନିଷ୍ପତ୍ତି…

ଭୁବନେଶ୍ୱରରେ ଆଉ ୧୪ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ । ଆଜି ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪ ଜଣ କ୍ୱାରେଂଟିନ୍‌ର ଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ । ଏଥିସହ ୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା…

କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ

ଗଞ୍ଜାମ: କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ । ଏନେଇ ଗଂଜାମ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ଡ଼୍ୟୁଟିରେ ଯିବା ପୂର୍ବରୁ ସମସ୍ତଙ୍କର କୋଭିଡ଼ ପରୀକ୍ଷା ହେବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ଏନେଇ ଟ୍ୱିଟ କରି ଗଂଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି । All staff will…

ଜୁଲାଇ ୧୭ ଯାଏଁ ଜଳେଶ୍ୱର ସଟଡାଉନ୍

ବାଲେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ଜିଲ୍ଲା ପ୍ରଶାସନ ବାଲେଶ୍ୱରର ଜଳେଶ୍ୱର ପୌରପାଳିକା ଅଞ୍ଚଳକୁ ଜୁଲାଇ ୧୩ ତାରିଖ ଅପରାହ୍ନ ୫ ଟାରୁ ଆସନ୍ତା ୧୭ ତାରିଖ ସକାଳ ୫ ଟା ଯାଏଁ ସଟଡାଉନ୍ ଘୋଷଣା କରିଛନ୍ତି । ଏହି ଅବସରରେ ସମସ୍ତ ସପିଂ ପ୍ରତିଷ୍ଠାନ, ସରକାରୀ ଏବଂ ବେସରକାରୀ…

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ୭୦କୁ ବୃଦ୍ଧି ପାଇଛି କରୋନା ମୃତ୍ୟୁ ସଂଖ୍ୟା । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଚାରି ଜଣ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଓ କଟକରୁ ଜଣେ…