Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡ଼ିଶାରେ ଆଉ ୬୧୬ କରୋନା ପଜିଟିଭ ଚିହ୍ନଟ; ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୬୧୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୩୭ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କଟକ ରାଉସାପାଟଣା ୨୭ ନମ୍ବର ଓ୍ୱାର୍ଡ କଣ୍ଟେନମେଣ୍ଟ ଜୋନ୍

କଟକ: ମହାନଗର ନିଗମର ରାଉସାପାଟଣା ୨୭ ନମ୍ବର ଓ୍ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା । କଟକଣା ଲଗାଇଛି ପ୍ରଶସାନ । ସ୍ଥାନୀୟ ଅଞ୍ଚଳରୁ ୫ କରୋନା ସଂକ୍ରମିତ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଏହି ସୂଚନା ଦେଇଛନ୍ତି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । #Cuttack…

ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨୮ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୮,୭୮,୨୫୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ତମାଣ୍ଡୋରେ ୩୬ ଘଣ୍ଟିଆ ସଟ୍ ଡାଉନ ଘୋଷଣା

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ସେଣ୍ଟ୍ରାଲ ବ୍ୟାଙ୍କର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ଥାନୀୟ ବଜାରରେ ୩୬ ଘଣ୍ଟିଆ ସଟ୍ ଡାଉନ ଘୋଷଣା ହୋଇଛି । ବ୍ୟାଙ୍କ ଓ ଏହାର ଆଖପାଖ ଅଂଚଳ ଆଜି ସକାଳ ଠାରୁ ମଙ୍ଗଳବାର ରାତି ୯ଟା ଯାଏଁ ସଟ୍ ଡାଉନ ରହିବ । ଗତ ୮ରୁ ୧୦ ତାରିଖ ଭିତରେ…

କଟକରୁ ଉଠିଲା ସଟ୍ ଡାଉନ, ଦୀର୍ଘ ଦିନ ପରେ ଖୋଲିବ ମଲ୍‌

କଟକ: ଆଜିଠାରୁ କଟକ ସହର ସ୍ୱାଭାବିକ ହୋଇଛି । ଗତ ୪ ତାରିଖରୁ ସମ୍ପୂର୍ଣ୍ଣ ସଟ୍ ଡାଉନ ଘୋଷଣା ହୋଇଥିବା ବେଳେ ଆଜିଠାରୁ କଟକଣା ହଟିଛି । କିନ୍ତୁ ରାତି ୯ଟା ପରିବର୍ତ୍ତେ ସନ୍ଧ୍ୟା ୭ଟାରୁ ସକାଳ ୫ଟା ଯାଏଁ ରାତ୍ରୀ କାଳୀନ କର୍ଫୁ ଲାଗୁ ହେବ । ତେଣୁ ଦୋକାନ ବଜାରକୁ ସନ୍ଧ୍ୟା ୬ଟା ସୁଦ୍ଧା ବନ୍ଦ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କେମିତି ଭାଇରାଲ୍ ହେଲା ନାନାବତୀ ହସ୍ପିଟାଲରେ ଅମିତାଭଙ୍କ ଭିଡିଓ ?

ଭୁବନେଶ୍ୱର: କିଛି ନୂଆ ନୁହେଁ । ସୋସିଆଲ୍ ମିଡିଆରେ ସେଲିବ୍ରିଟିଙ୍କ ଭିଡିଓ ଭାଇରାଲ୍ ହେବା କିଛି ନୂଆ କଥା ନୁହେଁ । ଏହି ତାଲିକାରେ ସାମିଲ ହୋଇଛି ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଭିଡିଓ । କରୋନା ରିପୋର୍ଟ ପଜିଟିଭ ବାହାରିବା ସହ ଅମିତାଭ ହସ୍ପିଟାଲରେ ଆଡମିଟ୍ ହେବା ପରେ ଏକ…

ସଫଳ ହେଲା ବିଶ୍ୱର ପ୍ରଥମ କୋଭିଡ-୧୯ ଟିକା ପରୀକ୍ଷା

ମସ୍କୋ: ସାରା ବିଶ୍ୱରେ କୋକ୍ରୁଆ ଭୟ ସୃଷ୍ଟି କରିଛି କରୋନା । ଚୀନର ଉହାନରୁ ବ୍ୟାପିଥିବା ଏହି ମହାମାରୀ ଏବେ ସାରା ବିଶ୍ୱକୁ କବଳିତ କରିଛି । ତେବେ ଏହାର ଚିକିତ୍ସା ପାଇଁ ଏଯାଏଁ କୌଣସି ଟିକା ବା ସଠିକ୍ ଔଷଧ ବାହାରି ନାହିଁ । ଏଥିପାଇଁ ବୈଜ୍ଞାନିକମାନେ ଦିନ ରାତି ଏକ କରିଦେଲେଣି । ଏହାରି…

କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ଆଇସିୟୁ ବେଡ୍ ରହିଛି: ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ କୋଭିଡ୍ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଆଇସିୟୁ ବେଡ୍ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଟ୍ୱିଟ୍ କରି ସ୍ପଷ୍ଟ କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି ଯେ, ବର୍ତ୍ତମାନ ରାଜ୍ୟର ସମସ୍ତ…

ହଟସ୍ପଟରୁ ନୟାଗଡ ଆସିଲେ ୧୪ ଦିନ କ୍ୱାରେଂଟିନ୍‌ ବାଧ୍ୟ

ନୟାଗଡ: ଏଣିକି ଆପଣ ଯଦି ରାଜ୍ୟର କୌଣସି ହଟସ୍ପଟ୍ ଜିଲ୍ଲାରୁ ନୟାଗଡ ଯାଉଛନ୍ତି, ତେବେ ୧୪ ଦିନ ପାଇଁ ସରକାରୀ ସଙ୍ଗରୋଧରେ ରହିବା ବାଧ୍ୟତାମୂଳକ । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ ପୋମା ଟୁଡୁ । ତେବେ ନୟାଗଡକୁ ଆସୁଥିବା ସରକାରୀ ଅଧିକାରୀ କିମ୍ବା ବ୍ୟବସାୟୀ ଯଦି ୭୨…

ଭୁବନେଶ୍ୱରରେ ସରିଲା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ ପାଇଁ ନମୁନା ସଂଗ୍ରହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପ୍ରଥମ ପର୍ଯ୍ୟାୟ ସେରୋଲୋଜିକାଲ୍ ସର୍ଭେ ପାଇଁ ନମୁନା ସଂଗ୍ରହ ଶେଷ ହୋଇଛି । ବିଏମସିର ଚିହ୍ନଟ ହୋଇଥିବା ପ୍ରାୟ ୯୦୦ଟି ଘରୁ ଲୋକଙ୍କ ନମୁନା ସଂଗ୍ରହ କରାଯାଇଛି । ରାଜଧାନୀର ଏହି ସେରୋ ସର୍ଭେରେ ସମସ୍ତେ ସହଯୋଗ କରିଥିବା ବିଏମସି ସୂଚନା ଦେଇଛି ।…