Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରେ ସରିଲା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ ପାଇଁ ନମୁନା ସଂଗ୍ରହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପ୍ରଥମ ପର୍ଯ୍ୟାୟ ସେରୋଲୋଜିକାଲ୍ ସର୍ଭେ ପାଇଁ ନମୁନା ସଂଗ୍ରହ ଶେଷ ହୋଇଛି । ବିଏମସିର ଚିହ୍ନଟ ହୋଇଥିବା ପ୍ରାୟ ୯୦୦ଟି ଘରୁ ଲୋକଙ୍କ ନମୁନା ସଂଗ୍ରହ କରାଯାଇଛି । ରାଜଧାନୀର ଏହି ସେରୋ ସର୍ଭେରେ ସମସ୍ତେ ସହଯୋଗ କରିଥିବା ବିଏମସି ସୂଚନା ଦେଇଛି ।…

‘କସୌଟି ଜିନ୍ଦଗୀ କି-୨’ର ଲିଡ୍ ଷ୍ଟାର ପାର୍ଥ ସମଥାନଙ୍କୁ କରୋନା

ମୁମ୍ବାଇ: ଚର୍ଚ୍ଚିତ ଟେଲିଭିଜନ ଶୋ’ ‘କସୌଟି ଜିନ୍ଦଗୀ କି-୨’ର ଲିଡ୍ ଷ୍ଟାର ଅନୁରାଗ ବାସୁ ତଥା ପାର୍ଥ ସମଥାନଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। Hi guys ,I have tested Postive for covid 19 and I would…

ସୁସ୍ଥ ହେଲେ ପୁଣି ୩୯୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି ସଂକ୍ରମଣ । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ଆଜି ପୁଣି ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୩୯୦ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆରୋଗ୍ୟ ସଂଖ୍ୟା ୮୭୫୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

କଟକରେ ଅଧାରୁ ଅଧିକ କରୋନା ଆକ୍ରାନ୍ତ ହସ୍ପିଟାଲରୁ ଚିହ୍ନଟ

କଟକ: ସିଲଭର ସିଟି କଟକରରେ ମାଡି ଚାଲିଛି କରୋନା । ଦିନକୁ ଦିନ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ଏଯାଏଁ କଟକରେ ୨୪୮ଟି ପିଜିଟିଭ କେସ୍ ଚିହ୍ନଟ ହୋଇଛି । ସେଥିରୁ ଅଧାରୁ ଅଧିକ ସଂକ୍ରମିତ ସହରର ବିଭିନ୍ନ ହସ୍ପିଟାଲରୁ ଚିହ୍ନଟ ହୋଇଛନ୍ତି । ସିଏମ୍‌ସି କମିଶନର ଅନନ୍ୟା ଦାସ ଓ କୃଷି ସଚିବ ସୌରଭ…

ଗଞ୍ଜାମର କୋଭିଡ କେୟାର ସେଣ୍ଟରରେ ବଢିବ ବେଡ୍ ସଂଖ୍ୟା

ବ୍ରହ୍ମପୁର: ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ଗଞ୍ଜାମ ଜିଲ୍ଲା ପ୍ରଶାସନ ୫ ଟି କୋଭିଡ କେୟାର ସେଣ୍ଟର ଏବଂ ତିନୋଟି ଉତ୍ସର୍ଗୀକୃତ କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୧୫୦ ଅଧିକ ବେଡ୍ ଯୋଗାଇବାକୁ ନିଷ୍ପତ୍ତି ନେଇଛି। ୫ଟି କୋଭିଡ କେୟାର ସେଣ୍ଟର ହେଉଛି ବିପିଏଚ୍ କଲେଜ ଏବଂ…

କରୋନା ମୁକ୍ତ ରହୁ ହସ୍ପିଟାଲ: ସିଏମ୍‌ସି

କଟକ: କଟକରେ ଏସ୍‌ସିବି, ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ ଭଳି ବଡ ବଡ ହସ୍ପିଟାଲରେ କରୋନା ଭୂତାଣୁ ବ୍ୟାପିବା ପରେ ସିଏମ୍‌ସିର ବଢ଼ିଛି ଚିନ୍ତା । ଆଜି ସିଏମ୍‌ସି କମିଶନର ଅନନ୍ୟା ଦାସ ପ୍ରେସ୍‌ମିଟ୍‌ରେ କହିଛନ୍ତି ଯେ, ବର୍ତ୍ତମାନ କଟକର ବିିଭିନ୍ନ ହସ୍ପିଟାଲକୁ କିଭଳି ଭୂତାଣୁ ମୁକ୍ତ…

ମାଲକାନଗିିରି ମ୍ୟୁନିସିପାଲଟି ଓ ବାଲିମେଳା ଏନ୍‌ଏସି ସଟ୍‌ଡାଉନ୍‌

ମାଲକାନଗିରି: ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା ଏନ୍‌ଏସିକୁ ସମ୍ପୂର୍ଣ୍ଣ ଭାବେ ସଟ୍‌ଡାଉନ୍‌ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ନେଇ ଘୋଷଣା ହୋଇଛି। ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି…

ରାଜଧାନୀରେ ପୁଣି ୬୪ କରୋନା ସଂକ୍ରମିତ, ୧୩ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଇଛି କରୋନା । ଲାଗୁନି ବ୍ରେକ୍‌, ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଅଧିକ ଚିନ୍ତା ବଢ଼ାଇଛି ସ୍ଥାନୀୟ ସଂକ୍ରମଣ । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଂଟାଇନ୍…

କରୋନା ଆକ୍ରାନ୍ତ ରାଜ୍ୟର ଦ୍ୱିତୀୟ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ରାଜ୍ୟ ଦ୍ୱିତୀୟ ସାମ୍ବାଦିକ ଭାବେ ଗଜପତି ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏକ ତେଲୁଗୁ ଖବର କାଗଜରେ ସେ ସାମ୍ବାଦିକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ…

ଐଶ୍ଚର୍ଯ୍ୟା ଓ ଆରାଧ୍ୟା ମଧ୍ୟ କରୋନା ପଜିଟିଭ୍‌

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୁ ଐଶ୍ଚର୍ଯ୍ୟା ରାୟ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ଝିଅ ଆରାଧ୍ୟା ମଧ୍ୟ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି । ଗତକାଲି ଉଭୟଙ୍କ ପରୀକ୍ଷା ହୋଇଥିବା ବେଳେ ରିପୋର୍ଟ ନେଗେଟିଭ୍ ଆସିଥିଲା । ଆଜି ଦ୍ୱିତୀୟ ପର୍ଯ୍ୟାୟ…