Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟ ପାଇଁ ଖୁସି ଖବର; ରେକର୍ଡ ସଂଖ୍ୟକ ୫୬୫ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୬୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ୧୮୫ ଜଣ ଗଞ୍ଜାମରୁ, ରାୟଗଡାରୁ ୮୫, ବଲାଙ୍ଗିରରୁ ୪୫, ୩୨ ଜଣ କଟକ, ମାଲକାନଗିରିରୁ…

ବ୍ରହ୍ମପୁରରେ ୩ ସାମ୍ବାଦିକ କରୋନା ପଜିଟିଭ

ବ୍ରହ୍ମପୁର: ଜଣେ ଫଟୋ ସାମ୍ବାଦିକ ଓ ଅନ୍ୟ ଜଣେ ଭିଡିଓ ସାମ୍ବାଦିକଙ୍କ ସମେତ ବ୍ରହ୍ମପୁରରେ ତିନିଜଣ ସାମ୍ବାଦିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ସକାଳେ ସେମାନଙ୍କୁ ଶୀତଳପାଲ୍ଲୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ…

ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ; ପୁଣି ଭୁବନେଶ୍ୱରରେ ୪୫ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଯାଜପୁରରୁ ଆଜି ଚିହ୍ନଟ ସମସ୍ତ ୮୬ ପଜିଟିଭଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ସର୍ବାଧିକ ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୮୬ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫୯ ରେ ପହଞ୍ଚିଛି। ଏଥିମଧ୍ୟରୁ ୪୮୮ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୭୦ ଟି ଆକ୍ଟିଭ କେସ ରହିଛି। ଏଥିସହିତ…

ଜଣେ ଦୁବାଇ ଫେରନ୍ତାଙ୍କୁ ମିଶାଇ କଟକରେ ୧୬ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ମହାନଗର ନିଗମ। ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ୧୩ ଜଣ ଇନଷ୍ଟିଚୁସନାଲ୍ କ୍ୱାରେଣ୍ଟାଇନ୍…

୬୫ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ସର୍ବାଧିକ ୩୨୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୨୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ। ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୫ ଜଣ…

ରାଜ୍ୟର କରୋନା ହଟସ୍ପଟ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କେସ ବଢୁଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚ ଜିଲ୍ଲାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ସୁନ୍ଦରଗଡ଼ । ହଟସ୍ପଟ୍ ୫ ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ପଜିଟିଭ୍ ବାହାରୁଛନ୍ତି । ମାଡ଼ି ମାଡ଼ି ଚାଲିଛି କରୋନା । ଜୁଲାଇରେ ଲମ୍ବା ଲମ୍ଫ ମାରୁଛି । ରାଜ୍ୟରେ…

୧୨ କରୋନା ଯୋଦ୍ଧାଙ୍କ ସମେତ ସୁନ୍ଦରଗଡରେ ୬୨ ଆକ୍ରାନ୍ତ ଚିହ୍ନଟ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଶୁକ୍ରବାର ଦିନ ୬୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ପଜିଟିଭ ସଂଖ୍ୟା ୬୧୬ରେ ଛୁଇଁଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

କରୋନା ଆତଙ୍କ; ଗୋଟିଏ ଦିନ ଲାଗି ବିଧାନସଭା ବନ୍ଦ

ଭୁବନେଶ୍ୱର: ଜଣେ କର୍ମଚାରୀଙ୍କ ପିତାମାତା କରୋନା ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ଦିନ ଓଡିଶା ବିଧାନସଭାକୁ ବନ୍ଦ କରାଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ “ସହରରେ ଲାଗୁ ହେଉଥିବା ସାପ୍ତାହିକ ସଟଡାଉନ ସମୟରେ ବିଧାନସଭା ବନ୍ଦ ରହିବ।…

ଜୁଲାଇ ୩୧ ଯାଏଁ ସୁନ୍ଦରଗଡ଼ରେ ବୃଦ୍ଧି ହେଲା ସାପ୍ତାହିକ ସଟଡାଉନ

ରାଉରକେଲା: ସୁନ୍ଦରଗଡରେ ବ୍ୟାପୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଏବଂ ରବିବାର ଦିନ ଜିଲ୍ଲାକୁ ସଟଡାଉନ ରଖିବା ନେଇ ଘୋଷଣା କରିଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ । ଏଥିସହ ଜିଲ୍ଲା ବାହାରେ ତଥା କରୋନାଭାଇରସ୍ ହଟସ୍ପଟରୁ ଆସୁଥିବା…