Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଟିକା ପ୍ରସ୍ତୁତିରେ ଭାରତର ବଡ ଭୂମିକା ରହିବ: ମୋଦୀ

ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୂର କରିବା ପାଇଁ ଖୁବ୍‌ଶୀଘ୍ର ଟିକା ଆସିପାରେ । କରୋନା ଟିକା ପ୍ରସ୍ତୁତିରେ ଭାରତର ବଡ ଭୂମିକା ରହିବ । ଏନେଇ ଆଜି ‘ଗ୍ଲୋବାଲ୍ ଇଣ୍ଡିଆ ଉଇକ୍’ରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ମୋଦୀ କହିଛନ୍ତି, ଆମ ବୈଜ୍ଞାନିକ…

ଆଇଏଏସ୍ ଭିନିଲ୍ କ୍ରିଷ୍ଣାଙ୍କୁ କୋଭିଡ ଦାୟିତ୍ୱ

ଭୁବନେଶ୍ୱର: ପ୍ରଶାସନିକ ସ୍ତରରେ ବଡ ଧରଣର ଅଦଳ ବଦଳ ହୋଇଛି । ଆଇଏଏସ୍ ଭିନିଲ କ୍ରିଷ୍ଣାଙ୍କୁ କୋଭିଡ ଦାୟିତ୍ୱ ମିଳିଛି । ସିଏମ୍‌ଓ କୋଭିଡ ପାରିଚାଳନାର ଓଏସ୍‌ଡି ହୋଇଛନ୍ତି ଭିନିଲ୍ । ଏଥିସହ ପୂର୍ବଭଳି ଓଏମସି ଏମଡ଼ି ଓ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ମଧ୍ୟ ସେ କାର‌୍ୟ୍ୟ କରିବେ। ସେହିପରି…

ସବୁ ମେଡିକାଲରେ ଇନଫ୍ରାରେଡ୍ ଥର୍ମୋମିଟର ବ୍ୟବସ୍ଥା ହେଉ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ପ୍ରସଙ୍ଗରେ ଆଜି ଉଚ୍ଚକ୍ଷମତା ସମ୍ପନ୍ନ ମନ୍ତ୍ରୀ ଗୋଷ୍ଠୀ ବୈଠକ ବସିଛି । ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ଯେ, ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟ ହସପିଟାଲ ଓ ସହରାଂଚଳ ହସପିଟାଲରେ ଇନଫ୍ରାରେଡ୍ ଥର୍ମୋମିଟର ଲଗାଯାଉ । ଫଳରେ କାହାର କେତେ ଜ୍ୱର ଅଛି…

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଅଗଷ୍ଟରେ ସ୍ଥିତି ଦେଖି ପାଠ୍ୟକ୍ରମ କମ୍ ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସିବିଏସଇ ୩୦ ପ୍ରତିଶତ ପାଠ୍ୟକ୍ରମ କମ୍ କରିଛି । ଆମ ରାଜ୍ୟରେ ମଧ୍ୟ ପାଠ୍ୟକ୍ରମ କେତେ ପ୍ରତିଶତ କମିବ ସେନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ । ସେ ସ୍ପଷ୍ଟ କରିଛନ୍ତି ଯେ, ଅଗଷ୍ଟ ୩୧ ଯାଏ ସ୍କୁଲ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।…

ଆଣ୍ଡ୍ରୋଏଡ୍ ଫୋନରେ ଦେଇପାରିବେ ଡିପ୍ଲୋମା ପରୀକ୍ଷା

ଭୁବନେଶ୍ୱର: ଅଗଷ୍ଟ ୧ରୁ ଆରମ୍ଭ ହେବ ଚଳିତ ବର୍ଷର ଡିପ୍ଲୋମା ପରୀକ୍ଷା । ୨୦ ତାରିଖ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହେଉଛି ଯେ, କମ୍ଫ୍ୟୁଟର ଓ ଲାପଟପ୍ ନଥିଲେ ଛାତ୍ରଛାତ୍ରୀ ଘରେ ରହି ନିଜ ଆଣ୍ଡ୍ରୋଏଡ ଫୋନରେ ମଧ୍ୟ ପରୀକ୍ଷା…

କେନ୍ଦୁଝର ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗ ସିଲ୍

ଭୁବନେଶ୍ୱର: ଜଣେ କରୋନା ଯୋଦ୍ଧା ପଜିଟିଭ ଚିହ୍ନଟ ହେବା ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗକୁ ସିଲ୍ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ସୂଚନାନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ପ୍ରାୟ ୪୦ରୁ ଅଧିକ ଲୋକ ଆସିଥିବା ବେଳେ…

କାଲିଠାରୁ ଭୁବନେଶ୍ୱର ଏମସ୍‌ର ଓପିଡି ବନ୍ଦ

ଭୁବନେଶ୍ୱର: ଏମସ୍‌ରେ ଚିକିତ୍ସିତ ହେଉଥିବା କେତେକ ରୋଗୀ ଓ କିଛି ଷ୍ଟାଫ୍ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆସନ୍ତାକାଲିଠାରୁ ଓପିଡି ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏଁ ଓପିଡିକୁ ବନ୍ଦ ରଖାଯିବ ବୋଲି ଏହାର ନିର୍ଦ୍ଦେଶିକା…

କୋରାପୁଟର ବୋରିଗୁମ୍ମା ବ୍ଲକରେ ୫ ଦିନିଆ ସଟଡାଉନ

ଜୟପୁର: ୫୮ ବର୍ଷ ବୟସ୍କା ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ କୋରାପୁଟ ଜିଲ୍ଲା ପ୍ରଶାସନ ବୋରିଗୁମ୍ମା ବ୍ଲକ ହେଡକ୍ୱାଟରକୁ ପାଞ୍ଚ ଦିନ ପାଇଁ ସଟଡାଉନ କରିଛନ୍ତି। ସ୍ୱାସ୍ଥ୍ୟ କର୍ମୀ ଭାବରେ କାର୍ଯ୍ୟ କରୁଥିବା ସମ୍ପୃକ୍ତ ବ୍ୟକ୍ତି ଗଞ୍ଜାମରୁ ଫେରିବା ପରେ ବୋରିଗୁମ୍ମା ଏବଂ ଏହାର…

କରୋନା ସଂକ୍ରମଣରେ ଗଜପତିକୁ କାଟିଲା ସୁନ୍ଦରଗଡ଼

ସୁନ୍ଦରଗଡ଼: ଗଞ୍ଜାମ ପରେ ସୁନ୍ଦରଗଡ଼ ଜିଲ୍ଲା ଜୁଲାଇରେ ଚିନ୍ତା ବଢ଼ାଇଛି । ପାଞ୍ଚ ଶହ ଟିପିଛି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା । ଜୁଲାଇରେ ଲଗାତାର ନୂଆ କେସ୍ ବାହାରିଲାଣି । ଆଜି ଚିହ୍ନଟ ୮୩ ପଜିଟିଭଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫୬ ଛୁଇଁଛି । ରାଜ୍ୟର କରୋନା…