Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ନୂଆ କଟକଣା: ବାହାଘର ବେଳେ ବରଯାତ୍ରୀ ମନା

ଭୁବନେଶ୍ୱର: କରୋନା ଭିତରେ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ କଟକଣା । ବିବାହ ଉତ୍ସବ ଓ ଶେଷକୃତ୍ୟ ପାଇଁ ନୂଆ କଟକଣା ଜାରି ହୋଇଛି । ବାହାଘର ବେଳେ ବରଯାତ୍ରୀ ଶୋଭାଯାତ୍ରାକୁ ବାରଣ କରାଯାଇଛି । କେବଳ ସେତିକି ନୁହେଁ ବାହାଘର ପାଇଁ ଥାନାରୁ ଅନୁମତି ମଧ୍ୟ ଆଣିବାକୁ ପଡିବ । ସେହିପରି…

ଆରଟିଓ-୧ ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀର ଆରଟିଓ ୧ର ଆଉ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ । ଗତକାଲି ଏହି ଅଫିସର ଚାରି ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅଫିସକୁ ସିଲ୍ କରାଯାଇଥିଲା । ଏଠାରେ କାମ କରୁଥିବା ଏଠାରେ କାମ କରୁଥିବା ଅନ୍ୟ ୧୩ ଜଣ କର୍ମଚାରୀଙ୍କୁ ହୋମ କ୍ୱାରେଣ୍ଟାଇନରେ…

କାଲିଠୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ରହିବ ନାହିଁ

ଭୁବନେଶ୍ୱର : ଗଂଜାମରେ କୋଭିଡ୧୯ ପରିସ୍ଥିତି ଦିନକୁ ଦିନ ଜଟିଳ ହବୋରେ ଲାଗିଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇଷ୍ଟକୋଷ୍ଟ ରେଳବାଇକୁ ଆସନ୍ତାକାଲିଠାରୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ନ ଅଟକାଇବାକୁ ଅନୁରୋଧ କରିଛନ୍ତି । ଏଥି ସହ ବାଲୁଗାଁ ଷ୍ଟେସନରେ ମଧ୍ୟ ଟ୍ରେନ ଅଟକିବ ନାହିଁ ।…

୩ ଦିନ ପାଇଁ ପାରଳାଖେମୁଣ୍ଡି ସଟଡାଉନ୍

ଗଜପତି: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ସଟଡାଉନ୍ କରାଯାଇଛି । ଜିଲ୍ଲାପାଳ ଅନୁପମ୍‌ ଶାହା ଏପରି ପଦକ୍ଷେପ ନେଇଛନ୍ତି। ଆସନ୍ତା ଶୁକ୍ର, ଶନି ଓ ରବିବାର ସଟ୍‌ଡାଉନ୍‌ ସମୟରେ ସମସ୍ତ ଜରୁରୀକାଳିନ…

ଗରିବ ଓ ଦିନ ମଜୁରିଆଙ୍କୁ ଘର ଯୋଗାଇବେ ସରକାର

ନୂଆଦିଲ୍ଲୀ: ସହରରେ ରହୁଥିବା ଗରିବ ଓ ପ୍ରବସୀଙ୍କ ପାଇଁ ମୋଦୀ ସରକାର ବଡ ଘୋଷଣା କରିଛନ୍ତି । ସୁଲଭ ମୂଲ୍ୟରେ ସହରରେ ରହୁଥିବା ଗରିବ ଦିନ ମଜୁରିଆ ଓ ପ୍ରବାସୀଙ୍କ ପାଇଁ ସରକାର ଘର ଯୋଗାଇ ଦେବେ । ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ୍‌ ଓ…

ଭାଙ୍ଗିଲା ରେକର୍ଡ, ଏକାଥରକେ ସୁସ୍ଥ ହେଲେ ୩୦୩ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଂଟାରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି । ଗୋଟିଏ ଦିନରେ ୩୦୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୭୦୦୬ରେ ପହଂଚିଛି । 9 from Nabarangpur 7…

ଆଉ ୩ ମାସ ଯାଏଁ ମିଳିବ ମାଗଣା ଗ୍ୟାସ୍ ଓ ରାସନ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇଛି। ତେବେ ଏହି ମହାମାରୀରେ ଅଧିକ ପ୍ରଭାବିତ ହୋଇଛନ୍ତି ଗରିବ ଓ ଦିନ ମଜୁରିଆ। ତେଣୁ ଏହାକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ହୋଇଥିବା କ୍ୟାବିନେଟ୍‌ ଓ ସିସିଇଏ ବୈଠକରେ କିଛି…

କଟକ ଶିଶୁଭବନରେ ଆଉ ଜଣେ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି କଟକ ଶିଶୁଭବନରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାରେ ପୁଣି ଜଣେ ଶିଶୁ ସଂକ୍ରମିତ ହୋଇଛି । ସଂକ୍ରମିତ ଶିଶୁ ଜଣକ ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର…

ବାହାର କର୍ମଚାରୀଙ୍କୁ ଭୁବନେଶ୍ୱର ମନା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଛି ନୂଆ କଟକଣା । ବାହାର କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମନା ହୋଇଛି ।ଭୁବନେଶ୍ୱରରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ପାଇଁ ଏହା ଲାଗୁ କରାଯିବ । କଟକ, ଖୋର୍ଦ୍ଧା ବାହାରେ ରହୁଥିବା କର୍ମଚାରୀ କାର୍ଯ୍ୟାଳୟ ଆସିବା ନେଇ ଅନୁମତି ନାହିଁ…

ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ, ପୁଣି ଭୁବନେଶ୍ୱରରେ ୪୬ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ଟ୍ୱିଟ୍ କରି ସୂଚନା ଦେଇଛି । ଚିହ୍ନଟ…