Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଖୋର୍ଦ୍ଧା-ଗଂଜାମ ବର୍ଡର ସିଲ୍‌, ଟୋଲ୍ ଗେଟ୍ ନିକଟରେ ଟ୍ରାଫିକ ଜାମ୍‌

ଗଂଜାମ: ବଢ଼ୁଥିବା କରୋନା ସଂକ୍ରମଣ ଯୋଗୁଁ ଗଂଜମାର ସମସ୍ତ ସହରାଂଚଳକୁ ଜିଲ୍ଲାପାଳ ଆସନ୍ତାକାଲିଠାରୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ତେବେ ଆଜି ଠାରୁ ଗଂଜମାର ସବୁ ବର୍ଡର ସିଲ୍ କରାଯାଇଛି । ଆଜି ଗଂଜାମ ଓ ଖୋର୍ଦ୍ଧା ଜିଲ୍ଲାର ସୀମା ସିଲ୍ ହେବା ପରେ ଟ୍ରାଫିକ ଜାମ୍ ହୋଇଛି । ସୀମା ସୀଲ୍…

ନୟାଗଡ-ଗଞ୍ଜାମ ସୀମା ସିଲ୍‌

ଗଞ୍ଜାମ: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଅଧିକ ପ୍ରଭାବିତ ହୋଇଛି ଗଂଜାମ ଜିଲ୍ଲା । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ୫ ଦିନ ଯାଏଁ ଗଂଜାମର ସମସ୍ତ ସହରାଂଚଳକୁ ସଟ୍‌ଡାଉନ ଘୋଷଣା କରାଯାଇଛି । ତେବେ ଆଜିଠାରୁ ସୀମା ସିଲ୍ କରାଯାଇଛି । ସଂକ୍ରମଣ ଏଡାଇବାକୁ ନୟାଗଡ-ଗଂଜାମ ସୀମା ସିଲ୍…

ରାଜଭବନରେ ପ୍ରବେଶ ମନା

ଭୁବନେଶ୍ୱର: ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ଆବଶ୍ୟକ ହେଲେ ଟେଲିଫୋନ୍‌,…

ଭୁବନେଶ୍ୱର ଆରଟିଓ-୨ ସିଲ୍‌

ଭୁବନେଶ୍ୱର: ମଙ୍ଗଳବାର ଆରଟିଓ-୧ ସିଲ୍ ହୋଇଥିଲା । ଆଜି ସିଲ୍ ହୋଇଛି ଭୁବନେଶ୍ୱର ଆରଟିଓ-୨ । ଆରଟିଓ-୨ର କିଛି କର୍ମଚାରୀ ଆରଟିଓ-୧ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଏମସି ଆରଟିଓ-୨କୁ ସିଲ୍ କରିଛି । ଏଠାରେ କାମ କରୁଥିବା ୧୩ ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟିନରେ ରହିବାକୁ…

ଗଞ୍ଜାମ ଟେନସନ୍: ସାତ ଦିନରେ ୧୩ ଶହ ନୂଆ କରୋନା କେସ୍

ଗଞ୍ଜାମ: ଜୁଲାଇ ମାସରେ ଜିଲ୍ଲାରେ କରୋନା ସ୍ଥିତି ସାଙ୍ଗାତିକ । ତିନି ହଜାର ପାଖାପାଖି ହେଲାଣି ପଜିଟିଭ୍ କେସ୍ । ଜିଲ୍ଲାରେ ମୋଟ୍ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୩୬ । କିନ୍ତୁ ଜୁଲାଇ ମାସର ଏହି ସାତ ଦିନର ରିପୋର୍ଟ ଦେଖିଲେ ଯେକେହି ଆଶ୍ଚଯ୍ୟ ହୋଇଯିବ । ସପ୍ତାହେ ଭିତରେ ସାମନାକୁ…

ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ନୂଆ ୭୮ ପଜିଟିଭଙ୍କ କେସ୍ ହିଷ୍ଟ୍ରି

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ସୁନଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୮ ନୂଆ ଭୂତାଣୁ ସଂକ୍ରମିତ । ଏମାନଙ୍କ ଭିତରୁ ୧୭ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଛି । ସେମାନେ ରାଜ୍ୟ ବାହାରୁ ଫେରିଥିଲେ । ୫୮ ଜଣ ପୂର୍ବରୁ ଆକ୍ରାନ୍ତଙ୍କ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଭୂତାଣୁ ସଂକ୍ରମିତ…

ଯାଜପୁର: ସୁକିନ୍ଦା ବ୍ଲକ ଛୁଇଁଲା କରୋନା, ଜାଣନ୍ତୁ ସବିଶେଷ ତଥ୍ୟ

ଯାଜପୁର : ଆଜି ଯାଜପୁର ଜିଲ୍ଲାରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୨୫ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୬୪ ରେ ପହଞ୍ଚିଛି। ଏଥିମଧ୍ୟରୁ ୪୧୦ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୫୩ ଟି ଆକ୍ଟିଭ କେସ ରହିଛି। ଯାଜପୁରର ସୁକିନ୍ଦା…

ରାଜ୍ୟରେ ଆଉ ୬ ଟି ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୪୮ କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ ଦ୍ରୁତ ଗତିରେ ବଢିବାରର ଲାଗିଛି । କରୋନା ସଂକ୍ରମଣରେ ବୁଧବାର ଦିନ ଆଉ ୬ ଟି ପ୍ରାଣ ଯାଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୮ ରେ ପହଞ୍ଚିଛି । କରୋନା ଡେଥ ଲିଷ୍ଟରେ ଯୋଡି ହେଲା ଆଉ ୨ ଜିଲ୍ଲା ରାୟଗଡା ଓ କେନ୍ଦ୍ରାପଡା। ଏମାନଙ୍କ ମଧ୍ୟରେ ଆଜି…

ବ୍ରହ୍ମପୁର MKCG ମେଡିକାଲର OPD ବନ୍ଦ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରରେ ଓପିଡି ବନ୍ଦ । ଜିଲ୍ଲାରେ କରୋନା ସଂକ୍ରମଣ ବଢୁଥିବାରୁ ଓ ଜନସ୍ୱାର୍ଥକୁ ଦୃଷ୍ଟିରେ ରଖିଏଭଳି ପଦକ୍ଷେପ ନେଇଛି ପ୍ରଶସାନ । ଟ୍ୱିଟ୍ କରି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ହସ୍ପିଟାଲ ପରିସରରେ ପ୍ରବେଶ…

ଦେଶରେ ବଢୁଛି କରୋନା ଚିନ୍ତା: ସାଢ଼େ ୭ ଲକ୍ଷ ପାଖାପାଖି ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ୨୨,୬୪,୯୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୪୮୨ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୪୨, ୮୩୧…