Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ସମ୍ବଲପୁରରେ ୨୪ ଘଣ୍ଟିଆ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ସମ୍ବଲପୁର: ସମ୍ବଲପୁରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାର କରୋନା ମୁକାବିଲା ପାଇଁ ସମ୍ବଲପୁର ଜିଲ୍ଲାକୁ ସଟଡ଼ାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ପାଇଁ ସମ୍ବଲପୁର ଜିଲ୍ଲା ସଟଡ଼ାଉନ୍ କଟକଣା…

ଦୁଇ ଲକ୍ଷ ପଜିଟିଭ୍ କେସ୍ ଛୁଇଁଥିବା ଦେଶର ପ୍ରଥମ ରାଜ୍ୟ ମହାରାଷ୍ଟ୍ର

ମହାରାଷ୍ଟ୍ର: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ପ୍ରତିଦିନ ହଜାର ହଜାର ଲୋକ ସଂକ୍ରମିତ ହେଉଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବରେ ମହାରାଷ୍ଟ୍ରରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରୁ ବାହାରିଛି ସର୍ବାଧିକ ୭ ହଜାର ୭୪ଟି…

ରାଜ୍ୟ ପାଇଁ ଘାତକ ହେବକି ଜୁଲାଇ: ପ୍ରଥମ ୪ ଦିନରେ ଗଲାଣି ୯ ଟି ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଜୁଲାଇର ପ୍ରଥମ ଚାରି ଦିନରେ ଓଡିଶାରେ ୯ ଟି ମୁଣ୍ଡ ନେଲାଣି କରୋନା । ଏହି ୪ ଦିନରେ ୧୫୪୪ ଜଣ ନୂତନ ପଜିଟିଭ ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟୁଇଟ୍ ଅନୁଯାୟୀ ରାଜ୍ୟରେ ଏପର୍ଯ୍ୟନ୍ତ…

କଟକରେ କରୋନା ଆକ୍ରାନ୍ତଙ୍କ ଉନ୍ମତକାଣ୍ଡ

କଟକ: ରାଜ୍ୟ ସହ କଟକରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହାରି ମଧ୍ୟରେ କଟକ ଜିଲ୍ଲାରେ ଦେଖିବାକୁ ମିଳିଛି ଏକ ଅଜବ ଘଟଣା । କରୋନା ପଜିଟିଭ ଚିହ୍ନଟ ବ୍ୟକ୍ତି ଏଠାରେ ଘଟାଇଛନ୍ତି ଉନ୍ମତକାଣ୍ଡ। ମିଳିଥିବା ସୂଚନାନୁସାରେ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ…

କଟକ କ୍ୟାନସର ହସ୍ପିଟାଲରୁ ପୁଣି ୩୮ କରୋନା ପଜିଟିଭ୍

କଟକ: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ପୁଣି ବାହାରିଛନ୍ତି ୩୮ ଜଣ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ଜଣେ ହସ୍ପିଟାଲ ସୁରକ୍ଷାକର୍ମୀ ଥିବା ସୂଚନା ମିଳିଛି । ଅନ୍ୟ ୩୭ ଜଣ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ । ଗତ କିଛି ଦିନ ଭିତରେ କ୍ୟାନସର ହସ୍ପିଟାରୁ ଶହେରୁ ଅଧିକ କରୋନା ପଜିଟିଭ୍…

କରୋନା ମୁକାବିଲା ପାଇଁ ଗଞ୍ଜାମ ଗଲେ ୪ ପୋଲିସ ଅଧିକାରୀ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ସାଂଘାତିକ ହେଉଛି । ଗତ ୪୮ ଘଣ୍ଟା ଭିତରେ ପ୍ରାୟ ୫ ଶହ ନୂଆ ଆକ୍ରାନ୍ତ ଚିହ୍ନଟ ହେଲେଣି । ମୁକାବିଲା ପାଇଁ ଗଞ୍ଜାମ ଯାଇଛନ୍ତି ଚାରି ଜଣ ପୋଲିସ ଅଧିକାରୀ । ଚାରି ଜଣ ଯୁବ ଡିଏସପିଙ୍କୁ ପଠାଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୋଲିସ ଡିଜି…

ଜୁଲାଇ ୩୧ ଯାଏଁ ବାହାର ଜିଲ୍ଳାର ଲୋକଙ୍କୁ ପୁରୀ ମନା

ପୁରୀ: ଆସନ୍ତା ଜୁଲାଇ ୩୧ ଯାଏଁ ବାହାର ଲୋକଙ୍କୁ ପୁରୀ ମନା । ପୁରୀକୁ ପ୍ରବେଶ ଉପରେ କଟକଣା ଲଗାଇଛନ୍ତି ଜିଲ୍ଳା ପ୍ରଶାସନ । ବିନା କାରଣରେ କେହି ଜିଲ୍ଲାରେ ପ୍ରବେଶ କରିପାରିବେ ନାହି ବୋଲି ଜିଲ୍ଲାପାଳ ବଲଓ୍ୱନ୍ତ ସିଂ ସୂଚନା ଦେଇଛନ୍ତି । ଯଦି ଆସୁଛନ୍ତି ତେବେ ପରିଚୟ ପତ୍ର ଆଣିବା ବାଧ୍ୟତା…

କରୋନା ଯାଂଚ ଲାଗି ଚୀନ୍ ଯିବେ WHOର ବିଶେଷଜ୍ଞ ଟିମ୍‌

ନୂଆଦିଲ୍ଲୀ: ଏନେ ଚୀନ୍‌କୁ ମହଙ୍ଗା ପଡିପାରେ କରୋନା ଭାଇରସର ତଥ୍ୟ ଲୁଚାଇବା । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଏକ ଟିମ୍ ଆସନ୍ତା ସପ୍ତାହରେ ଚୀନ୍ ଗସ୍ତ କରି କରୋନା ଭାଇରସ ବାବଦରେ ଅନୁଧ୍ୟାନ କରିବ। କେମିତି କରୋନା ଆସିଲା, କିଭଳି ବ୍ୟାପିଲା ଏସବୁ ଦିଗକୁ ନେଇ WHO ଟିମ୍ ତଦନ୍ତ କରିବ ବୋଲି…

ପୁଣି ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ, ପରିବାର ଲୋକଙ୍କ ରାସ୍ତାରୋକ

ଗଞ୍ଜାମ: ପୁଣି ଜଣେ କରୋନା ଯୋଦ୍ଧାଙ୍କ ଗଲା ଜୀବନ । ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଗାଁରେ କ୍ୱାରେଣ୍ଟାଇନ କେନ୍ଦ୍ରରେ କାର୍ୟ୍ୟରତ ଜଣେ ଅଙ୍ଗନବାଡ଼ି କର୍ମୀଙ୍କ ମୃତ୍ୟୁ ହୋଇଛି । ସେ କିଛି ଦିନ ହେବ ଜ୍ୱର, ଥଣ୍ଡା, କାଶରେ ପିଡ଼ୀତ ଥିଲେ । ତଥାପି ମଧ୍ୟ କ୍ୱାରେଣ୍ଟାଇନ…

ସୁସ୍ଥ ହେଲେ ଆଉ ୨୨୯ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମିଣ ମଧ୍ୟରେ ଆସିଛି ଭଲ ଖବର । ଆଜି ପୁଣି ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୪୩ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…