Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟର ଏହିସବୁ ଜିଲ୍ଲାରେ ଆଜି ଓ କାଲି ସଟ୍‌ଡ଼ାଉନ୍‌

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଦିନ ଯେଉଁସବୁ ଜିଲ୍ଲା ଗୁଡ଼ିକରେ ସଟ୍‌ଡ଼ାଉନ୍ ବଳବତ୍ତର ରହିବା ନେଇ ନିଷ୍ପତ୍ତି ଗ୍ରହଣ କରିଥିଲେ ସେହିସବୁ ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍‌ଡ଼ାଉନ୍ କରାଯାଇଛି । ଆଜି ଓ କାଲି ଏହିସବୁ ଜିଲ୍ଲାରେ ବଳବତ୍ତର ରହିବ ସଟ୍‌ଡ଼ାଉନ…

ଆସନ୍ତା ଜୁଲାଇ ୭ରୁ ୧୦ ଦିନ ଲାଗି ବୁଗୁଡା ସହର ସଟଡାଉନ

ବୁଗୁଡା: ବୁଗୁଡା ସହରରେ ପୋଲିସ ବାହିନୀ, ଅଗ୍ନିଶମ ବିଭାଗ, ବ୍ଲକ ଜେଇ କରୋନା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ୧୦ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ପୂର୍ବରୁ ବୁଗୁଡା ପୂର୍ତ୍ତବିଭାଗ ଡାକ ବଙ୍ଗଳା ପରିସରରେ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…

କଟକ ସହରରୁ ଚିହ୍ନଟ ହେଲେ ଆଉ ୧୧ କରୋନା ପଜିଟିଭ

କଟକ: ସିଲଭର ସିଟି କଟକରୁ ଶୁକ୍ରବାର ସନ୍ଧ୍ୟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧ ଜଣ କରୋନା ପଜିଟିଭ । ଏନେଇ ସ୍ପଷ୍ଟ କରିଛି କଟକ ଜିଲ୍ଲା ପ୍ରଶାସନ। ସେମାନଙ୍କ ମଧ୍ୟରୁ ୫ ଜଣ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ହୋଇଥିବାବେଳେ ୬ ଜଣ ଚାଉଳିଆଗଞ୍ଜର ଏକ ଘରୋଇ ନର୍ସିଂହୋମର ଅଟନ୍ତି।…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୨୦୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୨୦୩ ଜଣଙ୍କ ମଧ୍ୟରୁ ୩୮ ଜଣ ଗଞ୍ଜାମରୁ, ୩୭ ଜଣ ଖୋର୍ଦ୍ଧା, ୧୯ ଜଣ ଗଜପତି, ୧୮ ଜଣ କଟକ, ୧୮ ଜଣ…

ମାଲକାନଗିରିରେ ବଢୁଛି ସଂକ୍ରମଣ: ଆଜି ରାତି ୮ଟାରୁ ୫ ତାରିଖ ରାତି ୧୨ଟା ପର୍ଯ୍ୟନ୍ତ ସଟ୍ ଡାଉନ ଘୋଷଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନ କୁ ଦିନ ବଢିଚାଲିଛି । ଇତି ମଧ୍ୟରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ରେ ପହଁଚିଗଲାଣି । କେନ୍ଦ୍ରସରକାର ଦେଶରୁ ଲକଡାଉନ୍ କଟକଣା କୋହଳ କରି ଅନଲକ୨ର ନୂଆ ନିର୍ଦ୍ଦେଶାବଳୀ ଲାଗୁ କରିଥିବା ବେଳେ ଶୁକ୍ରବାର…

ଭୁବନେଶ୍ୱରରୁ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

କଟକରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ: କଟକରେ ନୂଆ ୮୧ଟି କରୋନା ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା ୭୦୨ରେ ପହଞ୍ଚିଛି। କଟକ ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରୁ ୫୫, ଆଠଗଡରୁ ୧୩, ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ୪,…

ବିବାହରେ ଯୋଗ ଦେଇ ୧୧୩ କରୋନା ପଜିଟିଭ; ବର ପିତାଙ୍କ ବିରୋଧରେ ଏଫଆଇଆର ଦାଖଲ

ପାଟନା: କୋଭିଡ-୧୯ ଲକଡାଉନ୍ ନିୟମ ଉଲ୍ଲଂଘନ କରିବା ଯୋଗୁଁ ପାଟନା ଜିଲ୍ଲା ପ୍ରଶାସନ ପକ୍ଷରୁ ମୃତ ବର ଅନିଲ କୁମାରଙ୍କ ପିତା ଅମ୍ବିକ ଚୌଧୁରୀଙ୍କ ବିରୋଧରେ ଏଫଆଇଆର୍ ଦାଖଲ କରାଯାଇଛି । ପାଟଣାର ଦେହପାଲି ଗ୍ରାମରେ ଅନୁଷ୍ଠିତ ହୋଇଥିବା ବିବାହ ରିସେପ୍ସନ ପାର୍ଟିରେ ଯୋଗ ଦେଇଥିବା ୧୦୦ରୁ…

ରାଉରକେଲାର ସେକ୍ଟର-୧୬ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ରାଉରକେଲା: ରାଉରକେଲାର ସେକ୍ଟର-୧୬ ଅଞ୍ଚଳରେ କରୋନା ପଜିଟିଭ ମାମଲା ଚିହ୍ନଟ ହେବା ପରେ ରାଉରକେଲା ମହାନଗର ନିଗମ (ଆରଏମସି) ପକ୍ଷରୁ ଉକ୍ତ ଅଞ୍ଚଳର କିଛି ଅଂଶକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ସେକ୍ଟର -୧୬ର ନିମ୍ନଲିଖିତ ଅଞ୍ଚଳଗୁଡିକ କଣ୍ଟେନମେଣ୍ଟ ଜୋନ୍ ଘୋଷିତ- -…

୪୯ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ସର୍ବାଧିକ ୨୮୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୯ ଜଣ…